ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୯୫୭ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୨୨୭୮ଟି ହେଉଛି ଲୋକାଲ କେସ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୨୬ ଜଣ ଥିବା ବେଳେ ଅନୁଗୋଳରୁ ୨୭୭, ବାଲେଶ୍ୱର ୩୨୦, ବରଗଡ ୧୧୮, ଭଦ୍ରକ ୨୧୭, ବଲାଙ୍ଗୀର ୪୧, ବୌଦ୍ଧ ୮୩, କଟକ ୫୫୭, ଦେଓଗଡ ୧୪,
ଢେଙ୍କାନାଳ ୧୩୭, ଗଜପତି ୨୩, ଗଞ୍ଜାମ ୭୭, ଜଗତସିଂହପୁର ୧୪୮, ଯାଜପୁର ୩୯୪,
ଝାରସୁଗୁଡା ୨୭, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୩୭, କେନ୍ଦ୍ରାପଡା ୨୩୭, କେନ୍ଦୁଝରରୁ ୧୧୫, କୋରାପୁଟରୁ ୧୨୭, ମାଲକାନଗିରିରୁ ୧୦୪, ନବରଙ୍ଗପୁରରୁ ୧୮୬, ନୟାଗଡା ୧୩୨, ନୂଆପଡା ୧୩, ରାୟଗଡା ୧୨୯, ସମ୍ବଲପୁରରୁ ୬୬ ଓ ସୋନପୁରରୁ ୩୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍ରୁ ୧୨୪ ଜଣ ଚିହ୍ନଟ ହୋଇଛନ୍ତି।
୫,୨୩୫ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ଲକ୍ଷ ୪୨ହଜାର ୪୬୧ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୭୨ ହଜାର ୯୭୨ ଜଣ ସୁସ୍ଥ ହୋଇସାରିଛନ୍ତି। ୬୬ ହଜାର ୨୨୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.