E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟୋକିଓ ଅଲିମ୍ପିକ୍ସ: କିମ୍ସ ପ୍ରଫେସର ସୁଦୀପ ଭାରତୀୟ ପୁରୁଷ ହକି ଦଳର ଡାକ୍ତର
10:09 amJune 20, 2021

ଭୁବନେଶ୍ୱର, ୨୦।୬(କ୍ରୀଡ଼ା ପ୍ରତିନିଧି)- କିମ୍ସ ପ୍ରଫେସର ଡକ୍ଟର ସୁଦୀପ ଶତପଥୀ (ଫିଜିଓଲୋଜି ଆଣ୍ଡ ସ୍ପୋଟର୍‌ସ ମେଡିସିନ୍‌) ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଦଳର ଡାକ୍ତର ଭାବେ ନିଯୁକ୍ତ ହୋଇଛନ୍ତି। ଗତ ଏପ୍ରିଲ ୧ରୁ ୧୫ ପର୍ଯ୍ୟନ୍ତ ଆର୍ଜେଣ୍ଟିନାର ବୁଏନ୍ସ ଆରିଜଠାରେ ଭାରତୀୟ ଦଳର ଟ୍ରେନିଂ ଏବଂ ମ୍ୟାଚ ଖେଳିବା ଅବସରରେ ମଧ୍ୟ ସୁଦୀପ ଟିମ୍‌ ଡାକ୍ତର ଭାବେ କାର୍ଯ୍ୟ କରିଥିଲେ। ପୂର୍ବରୁ ସେ ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌-ଓ୍ବେଷ୍ଟ ୨୦୨୦ରେ ମେଡିକାଲ ପ୍ରତିନିଧି ଦଳର ଡୋପିଂ କଣ୍ଟ୍ରୋଲ ଅଫିସର, ରିଓ ଅଲିମ୍ପିକ୍ସ ଏବଂ ପ୍ରିମିୟର ବ୍ୟାଡ୍‌ମିଣ୍ଟନ ଲିଗ୍‌ ଅବସରରେ ମଧ୍ୟ ସେ ସ୍ପୋଟର୍‌ସ ମେଡିସିନ ଡାକ୍ତର ଭାବେ କାର୍ଯ୍ୟ ତୁଲାଇଥିଲେ। ସୁଦୀପ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି)ରେ ସ୍ପୋଟର୍‌ସ ମେଡିସିନ୍‌ରେ ଡିପ୍ଲୋମା କରିଛନ୍ତି। ୨୦୧୫ ଇଣ୍ଡିଆନ ସୁପରଲିଗ୍‌ରେ ସେ ସଚିନ ତେନ୍ଦୁଲକରଙ୍କ ମାଲିକାନାରେ ଥିବା କେରଳ ବ୍ଲାଷ୍ଟର୍ସ ଦଳର ଟିମ୍‌ ଡାକ୍ତର ମଧ୍ୟ ଥିଲେ। ଅଲିମ୍ପିକ୍ସ ପାଇଁ ଏପରି ଏକ ଗୁରୁଦାୟିତ୍ୱ ପାଇଥିବାରୁ ସୁଦୀପଙ୍କୁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ପ୍ରଫେସର ଅଚ୍ୟୁତ ସାମନ୍ତ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାର ପ୍ରଥମ ଡାକ୍ତର ଭାବେ ସେ ଏହି ସୁଯୋଗ ପାଇଛନ୍ତି। କିଟ୍‌ ଓ କିସ୍‌ ପରିବାର ପକ୍ଷରୁ ମଧ୍ୟ ତାଙ୍କୁ ଶୁଭକାମନା ଜଣାଯାଇଛି। ଡାକ୍ତର ଶତପଥୀ ମଧ୍ୟ ସମସ୍ତ ପ୍ରକାର ସମର୍ଥନ ଯୋଗାଇ ଦେଇଥିବାରୁ ଅଚ୍ୟୁତଙ୍କୁ ଧନ୍ୟବାଦ ଜଣାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌: ୧୦୦ ମିଟର ଫାଇନାଲରେ ଅମିୟ

ଭୁବନେଶ୍ୱର,୨୬।୬: ପଞ୍ଜାବର ପଟିଆଲାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୬୦ତମ ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌। ନେତାଜୀ ସୁଭାଷ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ (ଏନ୍‌ଏସ୍‌ଏନ୍‌ଆଇଏସ୍‌)ଠାରେ ଆରମ୍ଭ...

ଭଲପାଇବା ଦେଖି ଚକିତ ହେଲେ ଇଂଲଣ୍ଡ କ୍ରିକେଟର: କହିଲେ ‘ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ’

ନୂଆଦିଲ୍ଲୀ,୨।୬: ଆଇପିଏଲ୍‌ ୨୦୧୮ରେ ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ) ପାଇଁ ଖେଳିଥିଲେ ଇଂଲଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ସାମ ବିଲିଙ୍ଗସ୍‌। ଏବେ ସେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସାରେ...

୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଏହି କ୍ରିକେଟର୍‌

ଲର୍ଡସ,୩।୬: ନ୍ୟୁଜିଲ୍ୟାଣ୍ଡର ଓପନର୍‌ ଡେଭନ କନୱେ ଇତିହାସ ସୃଷ୍ଟି କରିଛନ୍ତି। ସେ ଗାଙ୍ଗୁଲିଙ୍କ ୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ୮୪ ତମ ଓଭରର ଚତୁର୍ଥ...

ଓସାକାଙ୍କୁ ଟେନିସ ଖେଳାଳି, ଅନ୍ୟ କ୍ରୀଡ଼ାବିତ୍‌ଙ୍କ ସମର୍ଥନ

ପ୍ୟାରିସ୍‌,୨।୬(ଏପି): ଡିପ୍ରେସନ କାରଣରୁ ଫ୍ରେଞ୍ଚ୍‌ ଓପନରୁ ଓହରିଯିବାକୁ ନାଓମି ଓସାକା ନେଇଥିବା ନିଷ୍ପତ୍ତିକୁ ଅନ୍ୟ ଟେନିସ ତାରକା ଓ କ୍ରୀଡ଼ାବିତ୍‌ମାନେ ସମର୍ଥନ କରିଛନ୍ତି। ଅଭିଜ୍ଞ ମହିଳା...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଶ୍ରେଷ୍ଠ ବୋଲର ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା...

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ...

ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର୍‌ ହେଲେ ମୁରଲିଥରନ୍‌…

ନୂଆଦିଲ୍ଲୀ,୨୨।୬: ଟିମ୍‌ ଶ୍ରୀଲଙ୍କାର ପୂର୍ବତନ ସ୍ପିନର ମୁଥିଆ ମୁରଲିଥରନ୍‌ଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ୫୦ ଜଣିଆ...

ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ

ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍‌ଲକ୍‌ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…
Next Post Next post:
୨ରୁ ଅଧିକ ସନ୍ତାନ ଥିଲେ ଆଉ ମିଳିବନି ସରକାରୀ ସୁବିଧା: ମୁଖ୍ୟମନ୍ତ୍ରୀ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts