କରାଚି,୭।୬: ପାକିସ୍ତାନରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଘୋଟକି ଅଞ୍ଚଳର ରେତି ଏବଂ ଡହାରକି ଷ୍ଟେଶନ ମଧ୍ୟରେ ସାର୍ ସୟଦ ଏକ୍ସପ୍ରେସ୍ ମିଲ୍ଲତ ଏକ୍ସପ୍ରେସ୍କୁ ଧକ୍କା ଦେଇଛି। ବହୁ ଲୋକ ଆହତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ରେଳ ବିଭାଗ ଉଚ୍ଚ ଅଧିକାରୀ ପହଞ୍ଚିଛନ୍ତି। ଦୁର୍ଘଟଣା କିପରି ହେଲା ତାହାର ଯାଞ୍ଚ୍ ଜାରି ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.