E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଇତିହାସ ରଚିବା ଠାରୁ ୧୩୯ ରନ୍‌ ଦୂରରେ ନ୍ୟୁଜିଲାଣ୍ଡ
7:15 pmJune 23, 2021

ସାଉଥାମ୍ପଟନ,୨୩।୬: ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁସି) ଫାଇନାଲ। ୧୪୪ ବର୍ଷ ପରେ ବିଶ୍ୱକୁ ମିଳିବାକୁ ଯାଉଛି ପ୍ରଥମ ଟେଷ୍ଟ ଚାମ୍ପିୟନ। ପ୍ରଥମ ଇନିଂସରେ ୩୨ ରନ୍‌ରେ ପଛୁଆ ଥିବା ଟିମ୍‌ ଇଣ୍ଡିଆ ଦ୍ୱିତୀୟ ପାଳିରେ ମାତ୍ର ୧୭୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଫଳରେ ନ୍ୟୁଜିଲାଣ୍ଡକୁ ଜିତିବା ପାଇଁ ୫୩ ଓଭରରେ ଦରକାର ୧୩୯ ରନ୍‌। ପ୍ରଥମ ଇନିଂସରେ ଭାରତ ୨୧୭ ରନ୍‌ କରିଥିବାବେଳେ ନ୍ୟୁଜିଲାଣ୍ଡ ୨୪୯ ରନ୍‌ କରିଥିଲା।

ମ୍ୟାଚ୍‌ର ୬ଷ୍ଠ ଦିନ ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର (୬୪/୨)ରୁ ବ୍ୟାଟିଂ ଆରମ୍ଭ କରିଥିବା ଭାରତ ୧୭୦ ରନ୍‌ରେ ସୀମିତ ରହିଥିଲା। ଅଧିନାୟକ ବିରାଟ କୋହଲି (୧୩), ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା (୧୫), ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ (୧୫) ଓ ରବୀନ୍ଦ୍ର ଜାଡେଜା (୧୬) ଫେଲ୍‌ ମାରିଥିଲେ। କ୍ରିଜରେ ଜମି ସାରିଥିବା ରିଷଭ ପନ୍ତ (୪୧) ବେପରୁଆ ଶଟ୍‌ ଖେଳି ଉଇକେଟ ଦାନ କରିଥିଲେ। ଶେଷ ଆଡ଼କୁ ୧୩ ରନ୍‌ର ଛୋଟିଆ ପାଳି ଖେଳିଥିଲେ ମହମ୍ମଦ ଶାମି। ନ୍ୟୁଜିଲାଣ୍ଡ ପାଇଁ ଟିମ ସୌଦି ୪, ଟ୍ରେଣ୍ଟ ବୋଲ୍ଟ ୩ ଓ ନେଲ ଓ୍ବାଗନର ୨ ଉଇକେଟ ହାତେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମିଲ୍‌ଖାଙ୍କ ଶେଷକୃତ୍ୟ ସମ୍ପନ୍ନ

ଚଣ୍ଡିଗଡ଼, ୨୦ା୬ (ପି.ଟି.)-କିମ୍ବଦନ୍ତୀ ସ୍ପ୍ରିଣ୍ଟର ମିଲ୍‌ଖା ସିଂଙ୍କର ଏଠାରେ ଶନିବାର ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶୋକାକୁଳ ପରିବେଶରେ ୯୧ବର୍ଷୀୟ ମିଲ୍‌ଖାଙ୍କୁ...

ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍‌: ଦ୍ୱିଶତକ ମାରିଲେ ମାଲାମାଲ୍‌

ଭାରତୀୟ କ୍ରିକେଟ୍‌ କଣ୍ଟ୍ରେଲ୍‌ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍‌ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ...

ଟସ୍‌ ଜିତିଥିଲେ ଆମେ ବି କରିଥାନ୍ତୁ ବୋଲିଂ; ତଥାପି ଆମ ଖେଳାଳି ଯେକୌଣସି ପରିସ୍ଥିତିରେ ଖେଳିବାକୁ ପ୍ରସ୍ତୁତ: କୋହଲି

ସାଉଥମ୍ପାଟନ,୧୯।୬: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଖେଳ ଶନିବାର ଆରମ୍ଭ ହୋଇଛି। ଶୁକ୍ରବାର ବର୍ଷା ଯୋଗୁ ପ୍ରଥମ ଦିବସ ଖେଳ...

ଫ୍ରେଞ୍ଚ୍‌ ଓପନ ଟେନିସ: ଜୋକୋଭିଚ୍‌-ବେରେଟିନି କ୍ୱାର୍ଟର ଫାଇନାଲ

ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌। ୪ର୍ଥ ରାଉଣ୍ଡରେ...

ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌: ୧୦୦ ମିଟର ଫାଇନାଲରେ ଅମିୟ

ଭୁବନେଶ୍ୱର,୨୬।୬: ପଞ୍ଜାବର ପଟିଆଲାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୬୦ତମ ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌। ନେତାଜୀ ସୁଭାଷ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ (ଏନ୍‌ଏସ୍‌ଏନ୍‌ଆଇଏସ୍‌)ଠାରେ ଆରମ୍ଭ...

ଡବ୍ଲ୍ୟୁଟିସି ଫାଇନାଲ ମ୍ୟାଚ୍‌ ପୂର୍ବରୁ ଆଇସିସିର ବଡ଼ ଘୋଷଣା

ଦୁବାଇ,୮।୬: ଆସନ୍ତା ୧୮ ତାରିଖରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସାଉଥାମ୍ପଟନର ଏଜେସ ବାଉଲଠାରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ଏଥି...

ପୁଣି ମନର ଯନ୍ତ୍ରଣା ପ୍ରକାଶ କଲେ ଯୁବରାଜ: କହିଲେ ଧୋନୀ…

ଭାରତୀୟ କ୍ରିକେଟ୍‌ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡରଙ୍କ ମଧ୍ୟରୁ ଯୁବରାଜ ସିଂ ଅନ୍ୟତମ। ସେ ୨୦୦୭ ଟି-2୨୦ବିଶ୍ୱକପ୍‌ ଏବଂ ୨୦୧୧ ବିଶ୍ୱକପ୍‌ ବିଜେତା ଦଳର ସଦସ୍ୟ ଥିଲେ।...

ରିତିକାଙ୍କ ସହ ପ୍ରଥମ ସାକ୍ଷାତବେଳେ ରୋହିତ ଶର୍ମାଙ୍କୁ ମିଳିଥିଲା ଚେତାବନୀ: ଜାଣନ୍ତୁ କିଏ ଦେଇଥିଲେ

ଭାରତୀୟ ଓପନର୍‌ ରୋହିତ ଶର୍ମା ଏବଂ ତାଙ୍କ ସ୍ତ୍ରୀ ରିତିକା ସଜଦେହ ଷ୍ଟାର୍‌ ଦମ୍ପତି ଭାବରେ ଜଣାଶୁଣା। ଯେତେବେଳେ ବି ରୋହିତ ପଡ଼ିଆରେ ଥାଆନ୍ତି, ସେତେବେଳେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ
Next Post Next post:
ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts