E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି
8:24 amJune 16, 2021

ରିଓ ଡି ଜାନେଇରୋ,୧୬।୬: ଚିଲି ବିପକ୍ଷରେ ଆର୍ଜେଣ୍ଟିନା ତା’ର ପ୍ରଥମ ମ୍ୟାଚ୍‌ରେ କିମ୍ବଦନ୍ତୀ ଫୁଟ୍‌ବଲର ଡିଏଗୋ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲା। ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କ ଜୀବନୀକୁ ନେଇ ଲାଇଟ୍‌ ଓ ପ୍ରୋଜେକ୍ସନ ଦ୍ୱାରା ସମ୍ମାନ ପ୍ରଦର୍ଶନ କରାଯାଇଥିଲା। ନିଲଟୋନ ସାଣ୍ଟୋସ ଷ୍ଟାଡିୟମରେ କୌଣସି ଦର୍ଶକ ଉପସ୍ଥିତ ନ ଥିଲେ ମଧ୍ୟ ଦକ୍ଷିଣ ଆମେରିକା ଫୁଟ୍‌ବଲ ପ୍ରଶାସନର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା କନ୍‌ମେବୋଲ ଦ୍ୱାରା ମାରାଡୋନାଙ୍କ ସମ୍ମାନରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଯାଇଥିଲା। ମାରାଡୋନା ମାତ୍ର ୬୦ ବର୍ଷରେ ମୃତ୍ୟୁବରଣ କରିଥିଲେ। ‘ଲିଭ୍‌ ଇଜ୍‌ ଲାଇଫ୍‌’ ନାମରେ ଏକ ୩ ମିନିଟ୍‌ର ଭିଡିଓ ମଧ୍ୟ କନ୍‌ମେବୋଲ ସୋସିଆଲ ମିଡିଆ ଚ୍ୟାନେଲରେ ପ୍ରସାରିତ କରାଯାଇଥିଲା। ଏହି ଗୀତ ମାରାଡୋନାଙ୍କ ପାଇଁ ବେଶ୍‌ ପ୍ରସିଦ୍ଧ ଥିଲା। ୧୯୮୯ରେ ବେୟନ୍ନ ମ୍ୟୁନିକ ବିପକ୍ଷ ସେମିଫାଇନାଲ ମ୍ୟାଚ୍‌ରେ ନାପୋଲି ତରଫରୁ ମାରାଡୋନା ପ୍ରତିନିଧିତ୍ୱ କରିଥିଲେ। ଏହି ମ୍ୟାଚ୍‌ ପୂର୍ବରୁ ନାପୋଲି ସହିତ ମାରାଡୋନା ଏହି ଗୀତ ସହିତ ଓ୍ବାର୍କଅପ କରିଥିଲେ। ସବୁ କ୍ଲବ ଓ ଆର୍ଜେଣ୍ଟିନା ତରଫରୁ ମାରାଡୋନା ଖେଳିଥିବା ମ୍ୟାଚ୍‌ର ଶାର୍ଟକୁ ମଧ୍ୟ ଏହି ଭିଡିଓରେ ପ୍ରଦର୍ଶନ କରାଯାଇଥିଲା। ମାରାଡୋନାଙ୍କ କ୍ରୀଡ଼ା ଜୀବନର ସବୁ ଗୌରବମୟ ମୁହୂର୍ତ୍ତକୁ ମଧ୍ୟ ଏଥିରେ ପ୍ରଦର୍ଶନ କରାଯାଇଥିଲା। ୧୯୮୬ରେ ମେକ୍ସିକୋ ରାଷ୍ଟ୍ରପତିଙ୍କଠାରୁ ମାରାଡୋନା ଗ୍ରହଣ କରୁଥିବା ବିଶ୍ୱକପ୍‌ ଟ୍ରଫିର ଦୃଶ୍ୟ ମଧ୍ୟ ଏହି ଭିଡିଓରେ ପ୍ରଦର୍ଶନ କରାଯାଇଥିଲା। ଇତିହାସର ଶ୍ରେଷ୍ଠ ଫୁଟ୍‌ବଲରଙ୍କୁ ଆମେ ସମ୍ମାନ ଜଣାଉଛୁ ବୋଲି କନ୍‌ମେବୋଲ ତରଫରୁ କୁହାଯାଇଛି। ୨୦୦୧ରେ ବୋକା ଜୁନିୟର୍ସ ଛାଡିବା ବେଳେ ମାରାଡୋନା ଦେଇଥିବା ଭାଷଣ ସହ ଏହି ଭିଡିଓ ଶେଷ ହୋଇଥିଲା। ମୋ ସହ ଆପଣଙ୍କର ଥିବା ଭଲ ପାଇବା କେବେ ଶେଷ ନ ହେଉ ବୋଲି ମାରାଡୋନା ତାଙ୍କର ଏହି ଭାଷଣରେ କହିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାରତୀୟଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ: ବଟଲର, ମୋର୍ଗାନଙ୍କ ବିରୋଧରେ ଇସିବିର ତଦନ୍ତ

ଲଣ୍ଡନ,୧୦।୬(ପି.ଟି.): ଭାରତୀୟଙ୍କ ବିରୋଧରେ ବର୍ଣ୍ଣବୈଷମ୍ୟ ଆକ୍ଷେପ କରି ଇଂଲଣ୍ଡ ସୀମିତ ଓଭର ଅଧିନାୟକ ଇଅନ ମୋର୍ଗାନ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶ ବଟଲର ଏବେ ହରଡ଼ଘଣାରେ...

ଡବ୍ଲୁଟିସି ଫାଇନାଲ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା

ଲଣ୍ଡନ,୧୫।୬: ଜୁନ ୧୮ରୁ ଭାରତ ବିପକ୍ଷ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ୧୫ ଜଣିଆ ଦଳ ଘୋଷଣା କରିଛି। କିୱି ଚୟନକର୍ତ୍ତାଙ୍କ...

ଚେସ୍‌ ବିଶ୍ୱକପ୍‌ ପାଇଁ ଗୁଜରାଠୀଙ୍କୁ ଯୋଗ୍ୟତା

ଚେନ୍ନାଇ, ୪ା୬(ପି.ଟି.)- ଭାରତର ୩ ନମ୍ବର ଖେଳାଳି ଭିଦିତ୍‌ ଗୁଜରାଠୀ ରେଟିଂ ଭିତ୍ତିରେ ଫିଡେ ଚେସ୍‌ ବିଶ୍ୱକପ୍‌ ୨୦୨୧ରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ...

‘ଦି ହଣ୍ଡ୍ରେଡ୍‌’ରେ ୫ ଭାରତୀୟ ମହିଳା ଖେଳିବେ

ଲଣ୍ଡନ, ୧୧।୬(ପି.ଟି.)- ୟୁନାଇଟେଡ କିଙ୍ଗ୍‌ଡମ୍‌ରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଥିବା ‘ଦି ହଣ୍ଡ୍ରେଡ’ କ୍ରିକେଟ ଟୁର୍ନାମେଣ୍ଟରେ ଭାରତର ୫ ମହିଳା ଖେଳାଳି ଅଂଶଗ୍ରହଣ...

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମୁକାବିଲା: ବର୍ଷା ଯୋଗୁ ହେବ ନାହିଁ ପ୍ରଥମ ଅଧିବେଶନର ଖେଳ

ସାଉଥାମ୍ପଟନ,୧୮।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ବହୁ ପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ର ପ୍ରଥମ ଅଧିବେଶନରେ କୌଣସି ଖେଳ ହେବନାହିଁ।...

ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର...

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଓ୍ବିଲିୟମସନଙ୍କୁ ହଟାଇଲେ ସ୍ମିଥ

ଦୁବାଇ, ୧୭।୬(ପି.ଟି.)- ବୁଧବାର ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ବ୍ୟାଟ୍ସମ୍ୟାନ ତାଲିକାର ନମ୍ବର ଓ୍ବାନ ସ୍ଥାନରୁ ନ୍ୟୁଜିଲାଣ୍ଡର କେନ୍‌ ଓ୍ବିଲିୟମସନଙ୍କୁ ହଟାଇଛନ୍ତି ଅଷ୍ଟ୍ରେଲିଆର ଷ୍ଟିଭେନ ସ୍ମିଥ।...

ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସ ଖେଳିବେନି ନାଡାଲ

ମାଡ୍ରିଡ୍‌, ୧୮ା୬ (ଏପି)-ସ୍ବାସ୍ଥ୍ୟଗତ କାରଣ ଦୃଷ୍ଟିରୁ କ୍ଲେ-କୋର୍ଟ ରାଜା ରାଫାଲ ନାଡାଲ ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ। ନାଡାଲ ଗତ ମାସରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବେଦାନ୍ତ ପାଉଁଶ ଡମ୍ପିଂ ବିରୋଧରେ ମହିଳା ଏକାଠି
Next Post Next post:
ପାରାଗୁଏଠାରୁ ହାରିଲା ବଲିଭିଆ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts