ଅବୁଜ,୪।୬: ନାଇଜେରିଆରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରକୁ ଶୁକ୍ରବାର ବ୍ୟାନ୍ କରିଦିଆଯାଇଛି। ଦେଶର କର୍ପୋରେଟ୍ ବ୍ୟବସ୍ଥାକୁ ଦୁର୍ବଳ କରୁଥିବାରୁ ଆମେରିକୀୟ କମ୍ପାନୀ ବିରୋଧରେ କେନ୍ଦ୍ର ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।
ସୂଚନା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, କେନ୍ଦ୍ର ସରକାର ଟୁଇଟରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବାସନ୍ଦ କରିଛନ୍ତି। ତେବେ ଦୁଇ ଦିନ ତଳେ ରାଷ୍ଟ୍ରପତି ମହମ୍ମଦ ବୁହାରୀଙ୍କ ଏକ ବିବାଦୀୟ ମନ୍ତବ୍ୟ ପରେ ତାଙ୍କ ଆକାଉଣ୍ଟକୁ ହଟାଇ ଦେଇଥିଲା ଟୁଇଟର। ସରକାରଙ୍କ ଘୋଷଣା ପରେ ମଧ୍ୟ ନାଇଜେରିଆରେ ଟୁଇଟର କାମ କରୁଥିବା କିଛି ରିପୋର୍ଟରେ ପ୍ରକାଶ ପାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.