E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଉପ ରାଷ୍ଟ୍ରପତିଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟର୍‌…
10:32 amJune 5, 2021

ନୂଆଦିଲ୍ଲୀ,୫।୬: ଟୁଇଟର୍‌ ଏବେ ବିବାଦରେ ଘେରରେ ପଡ଼ିଛି। ପୂର୍ବରୁ ଭାରତ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ନିୟମ ପାଳନ କରିବା ନେଇ ଟୁଇଟୁର ବିବାଦରେ ରହିଥିବାବେଳେ ଏବେ ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଛି। ସାଧାରଣତଃ ବ୍ଲୁ ଟିକ୍‌ ଲଗାଯାଇଥିବା ଆକାଉଣ୍ଟ୍‌ ଗୁଡ଼ିକୁ ଭେରିଫାଏଡ୍‌ ଭାବେ ଗ୍ରହଣ କରାଯାଇଥାଏ। ଏସବୁ ଆକାଉଣ୍ଟ୍‌ ଜନହିତରେ କାର୍ଯ୍ୟ କରୁଥିବା କୁହାଯାଇଥାଏ। ବ୍ଲୁ ବ୍ୟାଚ୍‌ ସକ୍ରିୟ ରହିଥିବା ଆକାଉଣ୍ଟ୍‌ ପାଇଁ ଜାରି ହୋଇଥାଏ। ଟୁଇଟରର ଏଭଳି କାର୍ଯ୍ୟ ନେଇ ଏବେ ପୁଣି ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ପରବର୍ତ୍ତୀ ସମୟରେ ଟୁଇଟର ପକ୍ଷରୁ ଭୁଲ ସ୍ବୀକାର କରାଯାଇ ଉପରାଷ୍ଟ୍ରତିଙ୍କ ଆକାଉଣ୍ଟ୍‌ରେ ପୁଣି ବ୍ଲୁ ଟିକ୍‌ ରିଷ୍ଟୋର କରି ଦିଆଯାଇଥିଲା। କିଛି ଦିନ ଧରି ଆକାଉଣ୍ଟ୍‌ ଲଗ୍‌ଇନ୍‌ ନ ହେବାରୁ ଏଭଳି ହୋଇଥିବା ଟୁଇଟର୍‌ ପକ୍ଷରୁ ସଫେଇ ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କରୋନା ମୁକାବିଲା ପାଇଁ ନିଆରା ଉପାୟ ଆପଣାଇଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ,୩।୬: କରୋନା ଭାଇରସ୍‌ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା...

‘ସବୁ ମୋଦି ଚୋର’ ଆପତ୍ତିଜନକ ମନ୍ତବ୍ୟ ମାମଲାର ଶୁଣାଣି, କୋର୍ଟରେ ରାହୁଲ ଗାନ୍ଧୀ…

ସୁରଟ,୨୪।୬: ଗତ ୨୦୧୯ ଲୋକସଭା ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ‘ସବୁ ମୋଦି ଚୋର’ ବୋଲି ମନ୍ତବ୍ୟ ଦେଇଥିଲେ। ଗୁଜରାଟ ସୁରଟ...

ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ...

ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ

ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ...

ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି

ନୂଆଦିଲ୍ଲୀ, ୨୩ା୬: ପଞ୍ଜାବ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ଓ ଅନ୍ୟ କେତେଜଣ...

କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ

ଡେରାଡୁନ୍‌,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି...

ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…

ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର...

ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ

ହାଇଦ୍ରାବାଦ,୨୧।୬: ତେଲଙ୍ଗାନାରେ ସିଦ୍ଦିପେଟ ଜିଲାପାଳ ଭେଙ୍କଟାରାମ ରେଡ୍ଡୀ ଉଚ୍ଚ ପଦାଧିକାରୀ ତଥା ଜନ ପ୍ରତିନିଧୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କ ପାଦ ଛୁଇଁଛନ୍ତି। ଏହାକୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ
Next Post Next post:
ଭଙ୍ଗାଗଲା ମନ୍ଦିର, ପାଚେରି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts