ନୂଆଦିଲ୍ଲୀ,୧୬।୬: ଭାରତରେ ଏଣକି ଟୁଇଟର୍କୁ ଆଉ ଆଇନଗତ ସୁରକ୍ଷା ମିଳିବନି। ନୂଆ ଆଇଟି ଆଇନର ପାଳନ ନ କରିବାକୁ ଭାରତ ସରକାର ଉପଲବ୍ଧ ଆଇନଗତ ସୁରକ୍ଷା ନ ଦେବାକୁ ଘୋଷଣା କରିଛନ୍ତି। ମେ’ ୨୫ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଆଇନ ଲାଗୁ କରାଯାଇଥିଲା। ତେବେ ଏହାକୁ ଟୁଇଟର୍ ପାଳନ କରିବାକୁ ଅମଙ୍ଗ ହୋଇଥିଲା। ଫଳର ସମୟ ସୀମା ଅତିକ୍ରାନ୍ତ ହେବା ପରେ ଆଇନଗତ ସୁରକ୍ଷା ବନ୍ଦ ହୋଇ ଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଆଇନଗତ ସୁରକ୍ଷା ବନ୍ଦ ହେବା ଦ୍ୱାରା ଯେ କୌଣସି ଆପତ୍ତିଜନକ କଣ୍ଟେଟ୍ ପାଇଁ ଏବେ ଟୁଇଟର୍କୁ ଉତ୍ତରଦାୟୀ କରାଯିବ। ଆଇଟି ଆକ୍ଟର ଧାରା ୭୯ ଅନ୍ତର୍ଗତ ସୋସିଆଲ୍ ମିଡ଼ିଆ ପ୍ଲାଟଫର୍ମକୁ ଆଇନଗତ ସୁରକ୍ଷା ଯୋଗାଇ ଦିଆଯାଇଥାଏ। ମାତ୍ର ନୂଆ ଆଇଟି ଆଇନକୁ ପାଳନ ନ କରିବା ଦ୍ୱାରା ଏଣିକି ଏହି ସୁରକ୍ଷା ଟୁଇଟର୍କୁ ଆଉ ମିଳିବ ନାହିଁ।
ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍ ମିଲ୍ଖା
ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...
ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା
ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ...
ଇଟାଲୀ ମରିନ୍ଙ୍କ ବିରୋଧରେ ମାମଲା ବନ୍ଦ
ନୂଆଦିଲ୍ଲୀ,୧୬ା୬: ୨୦୧୨ରେ ଇଟାଲୀର ୨ ନୌସୈନିକ(ମରିନ୍)ଙ୍କ ଦ୍ୱାରା କେରଳ ଉପକୂଳରେ ୨ ଦୁଇଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ହତ୍ୟା ମାମଲାର ଶୁଣାଣିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବନ୍ଦ କରିଦେଇଛନ୍ତି।...
ଇନ୍ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍ବୁକ ଦେଲା ପୁରସ୍କାର
ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା...
ଇନ୍ଦୋରରେ ଗ୍ରୀନ୍ ଫଙ୍ଗସ୍
ଇନ୍ଦୋର,୧୬।୬: କରୋନା ସଂକ୍ରମଣରୁ ଠିକ୍ ହେବା ପରେ ବ୍ୟକ୍ତିଙ୍କ ନିକଟରେ ଏବେ ବ୍ଲାକ୍, ହ୍ବାଇଟ ଓ ୟେଲୋ ଫଙ୍ଗସ୍ ପରେ ଏବେ ଗ୍ରୀନ୍ ପଙ୍ଗସ୍ ଲକ୍ଷଣ...
ସିବିଏସ୍ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା
ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍ଇ ଓ ଆଇସିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ...
ଟିକଟ କନଫର୍ମ, ନିର୍ବାଚନ ପାଇଁ ପ୍ରସ୍ତୁତି କର: ୫୦ ନେତାଙ୍କୁ ଫୋନ୍ କଲେ ପ୍ରିୟଙ୍କା…
ନୂଆଦିଲ୍ଲୀ,୨୧।୬: ଉତ୍ତର ପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କଂଗ୍ରେସ ପକ୍ଷରୁ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା...
ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ
ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍ପି...


