E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଟୁଇଟର୍‌କୁ ଆଉ ମିଳିବନି ଆଇନଗତ ସୁରକ୍ଷା…
10:28 amJune 16, 2021

ନୂଆଦିଲ୍ଲୀ,୧୬।୬: ଭାରତରେ ଏଣକି ଟୁଇଟର୍‌କୁ ଆଉ ଆଇନଗତ ସୁରକ୍ଷା ମିଳିବନି। ନୂଆ ଆଇଟି ଆଇନର ପାଳନ ନ କରିବାକୁ ଭାରତ ସରକାର ଉପଲବ୍ଧ ଆଇନଗତ ସୁରକ୍ଷା ନ ଦେବାକୁ ଘୋଷଣା କରିଛନ୍ତି। ମେ’ ୨୫ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଆଇନ ଲାଗୁ କରାଯାଇଥିଲା। ତେବେ ଏହାକୁ ଟୁଇଟର୍‌ ପାଳନ କରିବାକୁ ଅମଙ୍ଗ ହୋଇଥିଲା। ଫଳର ସମୟ ସୀମା ଅତିକ୍ରାନ୍ତ ହେବା ପରେ ଆଇନଗତ ସୁରକ୍ଷା ବନ୍ଦ ହୋଇ ଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଆଇନଗତ ସୁରକ୍ଷା ବନ୍ଦ ହେବା ଦ୍ୱାରା ଯେ କୌଣସି ଆପତ୍ତିଜନକ କଣ୍ଟେଟ୍‌ ପାଇଁ ଏବେ ଟୁଇଟର୍‌କୁ ଉତ୍ତରଦାୟୀ କରାଯିବ। ଆଇଟି ଆକ୍ଟର ଧାରା ୭୯ ଅନ୍ତର୍ଗତ ସୋସିଆଲ୍‌ ମିଡ଼ିଆ ପ୍ଲାଟଫର୍ମକୁ ଆଇନଗତ ସୁରକ୍ଷା ଯୋଗାଇ ଦିଆଯାଇଥାଏ। ମାତ୍ର ନୂଆ ଆଇଟି ଆଇନକୁ ପାଳନ ନ କରିବା ଦ୍ୱାରା ଏଣିକି ଏହି ସୁରକ୍ଷା ଟୁଇଟର୍‌କୁ ଆଉ ମିଳିବ ନାହିଁ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଜେଏନ୍‌ୟୁରେ ଛାତ୍ର-କର୍ମଚାରୀ ସଂଘର୍ଷ

ନୂଆଦିଲ୍ଲୀ,୧୦।୬: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଗୋଟିଏ ଗୋଷ୍ଠୀ ଛାତ୍ର ଏବଂ କର୍ମଚାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଛାତ୍ରଗୋଷ୍ଠୀ ଜବରଦସ୍ତ ସେଣ୍ଟ୍ରାଲ ଲାଇବ୍ରେରିରେ ପ୍ରବେଶ କରି କାଚ...

୧୨ ରାଜ୍ୟରେ ୫୧ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତ …

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ...

ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…

ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା...

୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ଜେଲ୍‌ରେ ଥାଇ ପ୍ରୋଟିନ ଶେକ୍‌ ଦାବି କରୁଛନ୍ତି

ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍‌ ପାଇଁ ଦାବି କରୁଛନ୍ତି। କେବଳ ଏତିକି...

୨ କୋଟି କ୍ଷତିପୂରଣ ଦେବେ ଦେବେଗୌଡ଼ା

ବେଙ୍ଗାଲୁରୁ, ୨୩ା୬: ଏକ କମ୍ପାନୀକୁ ବଦନାମ କଲା ଭଳି ମନ୍ତବ୍ୟ ଦେଇଥିବାରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌. ଡି. ଦେବେଗୌଡ଼ା ୨ କୋଟି ଟଙ୍କା କ୍ଷତିପୂରଣ...

ସିବିଏସ୍‌ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା

ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍‌ଇ ଓ ଆଇସିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ...

ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିରାଟ କୋହଲିଙ୍କ ଏହି କାମ ଦେଖି ଅନୁଷ୍କାଙ୍କ ଆଖିରେ ଆସିଯାଇଥିଲା ଲୁହ
Next Post Next post:
ବମ୍ବେର ଟ୍ରକ୍‌ ଡ୍ରାଇଭରଙ୍କ କଲୋନୀରେ ରହୁଥିଲେ ବିପାଶା, ଏହି କାରଣରୁ ସବୁବେଳେ ପାଖରେ ରଖୁଥିଲେ ହାତୁଡ଼ି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts