ଚୌଦାର ,୧୬।୬(ଡ଼ି.ଏନ.ଏ):- ୧୬ନଂ ଜାତୀୟ ରାଜପଥ ମଙ୍ଗୁଳି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ମଙ୍ଗୁଳି ଛକ ରଶ୍ମି ମୋଟର ନିକଟରେ ଆଗରୁ ରାସ୍ତା କଡରେ ଛିଡ଼ା ହୋଇଥିବା ଏକ ଟଲର ପଛରେ ଦ୍ରୁତ ଗତିରେ ଆସି ପିକଅପ ଭିଆନ ଧକ୍କା ଦେଇଥିଲା । ପିକଅପ ଭିଆନ ଭିତରେ ଡ୍ରାଇଭର ସମେତ ୩ ଜଣ ଥିଲେ। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଆହାତ ହୋଇଛନ୍ତି । ମୃତ ବ୍ୟକ୍ତି ମାନେ ବାଲେଶ୍ବର ଅଞ୍ଚଳର ହୋଇଥିବା ଜଣାପଡିଛି।
Posted inଆମ ଜିଲା ଖବର, କଟକ View All
ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷା ଉପେକ୍ଷିତ: ଅଧିସୂଚନାରେ ଉଦ୍ୟମ ସୀମିତ
ଯାଜପୁର ଅଫିସ,୨୮ା୬: ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ପାଇଁ ଉଦ୍ୟମ କରାଯିବ। ଏନେଇ ୨୨ା୯ା୨୦୧୬ରେ ଓଡ଼ିଶା ସରକାରୀ ଭାଷା ସଂଶୋଧିତ...
ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା
ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି...
ସରକାରୀ ଜମି ହଡ଼ପ ଅଭିଯୋଗରେ ବାପା-ପୁଅ ଗିରଫ
ଦାରିଙ୍ଗବାଡ଼ି୨୮ା୬(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ବେଧଡ଼କ ଚାଲିଛି ସରକାରୀ ଜମି ହଡ଼ପ। ବିଭିନ୍ନ ସ୍ଥାନରେ ସରକାରୀ ଜମିକୁ ହଡ଼ପ କରିବା ସହ ବିକ୍ରିବଟା କରାଯାଉଥିବା...
ଦମ୍ପତିଙ୍କୁ ନିଶା ସ୍ପ୍ରେ ଘରୁ ନେଇଗଲେ ଲକ୍ଷାଧିକ ଟଙ୍କା, ଆଉ ତା ପରେ
ବାଲେଶ୍ୱର ଅଫିସ,୧୭।୬: ବାଲେଶ୍ବର ଜିଲା ସୋର ଥାନା ବ୍ରାହ୍ମଣସାହି ଗାଁରେ ବୁଧବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। କେତେକ ଦୁର୍ବୃତ୍ତ ଘରେ ପଶି ପରିବାର ଲୋକଙ୍କୁ...
ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର
ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ...
ଦ୍ୱିତୀୟ ଲହରରେ ଗଞ୍ଜାମରୁ ୩୯ ଜଣଙ୍କ ମୁଣ୍ଡ ନେଲାଣି କରୋନା
ଛତ୍ରପୁର,୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୩୯ ଜଣଙ୍କ ଜୀବନ...
ବଜ୍ରପାତରେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ
ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ...
ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି
ବରଗଡ଼ ଅଫିସ୍,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା...


