ବାସୁଦେବପୁର,୯।୬: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରଜାନନ୍ଦପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ବ୍ରଜାନନ୍ଦପୁର ଗ୍ରାମର ଘନଶ୍ୟାମ ବାରିକଙ୍କ ଝିଅ ଟିକି ବାରିକ(୯)। ଅନ୍ୟ ଜଣେ ହେଲେ ଘଣ୍ଟେଶ୍ୱର ଗ୍ରାମର ଚଗଲା ଘଡ଼େଇଙ୍କ ଝିଅ ଲକ୍ଷ୍ମୀପ୍ରିୟା ଘଡ଼େଇ(୧୩)। ସେମାନେ ସମ୍ପର୍କୀୟ ଭଉଣୀ। ପୋଖରୀରେ ଗାଧୋଉଥିବା ବେଳେ ଅସାବଧାନତା ଯୋଗୁ ବୁଡ଼ିଯାଇଥିଲେ। ଦୁଇ ନାବାଳିକାଙ୍କର ମୃତଦେହକୁ ନାୟକାଣିଡିହୀ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାସ ଡାକ୍ତରଖାନାରେ ପହଞ୍ଚି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.