E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବାଇକ୍‌ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…
12:31 pmJune 2, 2021

ମୁମ୍ବାଇ,୨ା୬: ମହାରାଷ୍ଟ୍ରର ଚନ୍ଦ୍ରପୁରରୁ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ ଦେଖିବେ ଦୁଇଟି ମହାବଳ ବାଘ ହଠାତ୍‌ ରାସ୍ତା ଉପରକୁ ଚାଲି ଆସୁଛନ୍ତି। ବାଘ ଦୁଇଟିକୁ ରାସ୍ତାରେ ବୁଲିବା ଦେଖି ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କେହି କେହି ରାସ୍ତାରେ ବାଇକ୍‌ ରଖି ବାଘ ଦୁଇଟିକୁ ଦେଖିବାରେ ଲାଗୁଛନ୍ତି ତ ଆଉ କେହି ଭିଡିଓ ପ୍ରସ୍ତୁତ କରିବାରେ ଲାଗିଛନ୍ତି। କେହି ଜଣେ ଏହି ସମୟର ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଶେୟାର କରି ଦେଇଛନ୍ତି। ଯାହା ଖୁବ୍‌ ଭାଇରାଲ ହେବାରେ ଲାଗିଛି।

ଦୁଇ ବାଇକ୍‌ଆରୋହୀ ବାଘ ଦୁଇଟିକୁ ଦେଖି ତା’ ସାମ୍ନାରେ ଅଟକି ଗଲେ। ବାଘ ତାଙ୍କ ନିକଟତର ହୋଇଥିଲେ ମଧ୍ୟ ସେ ଯାଇ ନ ଥିଲେ। ଫଟୋ ଉଠାଇବାରେ ଲାଗିଥିଲେ। ଏହି ଘଟଣା ଯିଏ ଦେଖିବ ତା’ର ନିଃଶ୍ୱାସ ବି ବନ୍ଦ ହୋଇଯିବ। ମାତ୍ର ବାଇକ୍‌ଆରୋହୀ ଟିକେ ବି ବିଚଳିତ ହୋଇ ନ ଥିଲେ। ଏହା ପରେ ବାଘ ଦୁଇଟି ଜଙ୍ଗଲକୁ ଚାଲିଯାଇଥିଲେ। ଏଥିରୁ ଜଣାପଡୁଛି ବାଘ ଦୁଇଟିଙ୍କର ପେଟ ବୋଧେ ପୂରି ଥିଲା ନଚେତ୍‌ ଶିକାରକୁ ଏତେ ପାଖରେ ପାଇ ଛାଡ଼ି ଯାଇ ନ ଥାନ୍ତେ। ଲକ୍‌ଡାଉନ ଯୋଗୁ ପର୍ଯ୍ୟଟକଙ୍କ ପାଇଁ ସଫାରୀ ବନ୍ଦ ଅଛି। ଅଧିକାଂଶ ଲୋକ ରାସ୍ତାକୁ ଆସୁ ନାହାନ୍ତି। ତେଣୁ ବାଘ ଦୁଇଟି ରାସ୍ତାକୁ ଚାଲି ଆସିଥିଲେ।

ଭାଇରାଲ ଭିଡିଓଟିକୁ ବର୍ତ୍ତମାନ ସୁଦ୍ଧା ୧ ହଜାର ୟୁଜର ଦେଖିସାରିଲେଣିି। ଅନେକ ୟୁଜର ଭିଡିଓକୁ ପସନ୍ଦ କରିଥିବା ବେଳେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ମଧ୍ୟ ରଖିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ

ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍‌-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ...

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ: ମୋଦିଙ୍କ ନିକଟତର ହେଲେ ମିଳିବ ଲାଭ

ମୁମ୍ବାଇ,୨୦।୬: ଶିବସେନା ବିଧାୟକ ପ୍ରତାପ ସରନାୟକ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ଏହା ଏକ ସାଧାରଣ ଚିଠି ନୁହେଁ ବରଂ ଏକ...

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।...

କରୋନାରୁ ଶିଶୁଙ୍କୁ ସୁରକ୍ଷା ଦେବ ମିଳିମିଳା ଟିକା

ନୂଆଦିଲ୍ଲୀ, ୨୩।୬: କରୋନା ସଂକ୍ରମଣର ତୃତୀୟ ଲହର ଶିଶୁଙ୍କୁ ଅଧିକ ପ୍ରଭାବିତ କରିବା ନେଇ ଚିନ୍ତା ପ୍ରକଟ କରାଯାଉଛି। ହେଲେ ମିଳିମିଳା ଟିକା ଏଥିରୁ ସୁରକ୍ଷା...

ଇଟାଲୀ ମରିନ୍‌ଙ୍କ ବିରୋଧରେ ମାମଲା ବନ୍ଦ

ନୂଆଦିଲ୍ଲୀ,୧୬ା୬: ୨୦୧୨ରେ ଇଟାଲୀର ୨ ନୌସୈନିକ(ମରିନ୍‌)ଙ୍କ ଦ୍ୱାରା କେରଳ ଉପକୂଳରେ ୨ ଦୁଇଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ହତ୍ୟା ମାମଲାର ଶୁଣାଣିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବନ୍ଦ କରିଦେଇଛନ୍ତି।...

ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ

ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍‌-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…
Next Post Next post:
ପ୍ରେମିକାଙ୍କ ସହ ବୁଲୁଥିଲେ ଟାଇଗର୍‌: ଗାଡି ରୋକିଲା ପୋଲିସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts