ଭୁବନେଶ୍ୱର,୨୫ା୬(ବ୍ୟୁରୋ): ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନେଇ ଶୁକ୍ରବାର ଏକ ବୈଠକ ବସିଥିଲା । ଏଥିରେ ୟୁଜି ଓ ପିଜି ପରୀକ୍ଷା ନେଇ ଆଲୋଚନା ହୋଇଛି। ଭର୍ଚୁଆଲ ବୈଠକରେ ଜୁଲାଇ କିମ୍ବା ଅଗଷ୍ଟ ପରେ କିଭଳି ପରୀକ୍ଷା କରାଯିବ ସେନେଇ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। ଅନ୍ଲାଇନରେ ପରୀକ୍ଷା ହେବା ନେଇ ପଦକ୍ଷେପ ନିଆଯାଇ ସମସ୍ତ କଲେଜକୁ ସୂଚନା ଦିଆଯାଇଛି।
ପରୀକ୍ଷାର ସୁପରିଚାଳନା ନେଇ ସମସ୍ତ ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ହୋଇଛି। ଗୋଟିଏ ବିଭାଗରେ ଥିବା ପିଲା ସଂଖ୍ୟା ଅନୁଯାୟୀ ୮ ପିଲାରେ ଜଣେ ଶିକ୍ଷକଙ୍କୁ ‘ମେଣ୍ଟର’ ଦାୟିତ୍ୱ ଦିଆଯାଇଛି। ପିଲାଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବେ। ଅନ୍ଲାଇନ ପରୀକ୍ଷା ପାଇଁ ସୁବିଧା ନ ଥିବା ସ୍ଥାନରେ ଛାତ୍ରୀଛାତ୍ର ନିକଟସ୍ଥ କଲେଜରେ ଆସି ପରୀକ୍ଷା ଦେବେ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.