E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଫାଇନାଲ ପାଇଁ ଘୋଷଣା ହେଲା ଟିମ୍‌ ଇଣ୍ଡିଆ; ମିଳିଲା ନାହିଁ ଶାର୍ଦ୍ଦୁଳଙ୍କୁ ସ୍ଥାନ
7:42 pmJune 15, 2021

ସାଉଥାମ୍ପଟନ,୧୫।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ମଙ୍ଗଳବାର ଘୋଷିତ ୧୫ ଜଣିଆ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବ୍ରିସବେନ ଟେଷ୍ଟର ହିରୋ ଶାର୍ଦ୍ଦୁଳ ଠାକୁରଙ୍କ ସ୍ଥାନରେ ସାମିଲ କରାଯାଇଛି ଭେଟେରାନ ସ୍ପିଡ୍‌ଷ୍ଟାର ଉମେଶ ଯାଦବଙ୍କୁ।

ଅଷ୍ଟ୍ରେଲିଆ ଗସ୍ତରେ ଆହତ ହୋଇଥିବା ଉମେଶ, ମହମ୍ମଦ ଶାମି ଓ ହନୁମା ବିହାରୀ ଦଳକୁ ଫେରିଛନ୍ତି। ଶାର୍ଦ୍ଦୁଳଙ୍କ ଭଳି ମୟଙ୍କ ଅଗ୍ରଓ୍ବାଲ ଓ ଓ୍ବାଶିଂଟନ ସୁନ୍ଦର ମଧ୍ୟ ଏହି ଦଳରେ ସ୍ଥାନ ପାଇ ନାହାନ୍ତି।

ଭାରତୀୟ ଦଳ : ବିରାଟ କୋହଲି (ଅଧିନାୟକ), ଶୁବମନ ଗିଲ, ରୋହିତ ଶର୍ମା, ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେ, ରିଷଭ ପନ୍ତ(ଉଇକେଟକିପର), ରବିଚନ୍ଦ୍ରନ ଅଶ୍ୱିନ, ରବୀନ୍ଦ୍ର ଜାଡେଜା, ମହମ୍ମଦ ଶାମି, ଯଶପ୍ରୀତ ବୁମରା, ଇଶାନ୍ତ ଶର୍ମା, ମହମ୍ମଦ ସିରାଜ, ରିଦ୍ଦିମାନ ଶାହ (ଉଇକେଟକିପର), ଉମେଶ ଯାଦବ ଓ ହନୁମା ବିହାରୀ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୨ଟି ବଲ୍‌ରୁ ବିସ୍ଫୋରକ ୨୧ ରନ୍‌ କରିଥିଲେ ସେହ୍ବାଗ:ଜାଣନ୍ତୁ କେମିତି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହ୍ବାଗ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ସମସ୍ତ ପ୍ରକାର କ୍ରିକେଟର ୍‌ବିପଜ୍ଜନକ ବ୍ୟାଟ୍ସମ୍ୟାନ ସେହ୍ବାଗ ଆରମ୍ଭରୁ ପ୍ରତିପକ୍ଷଙ୍କୁ...

ମାଳବିକା ଫାଇନାଲରେ

କନାସ୍‌(ଲିଥୁଆନିଆ),୧୪ା୬(ପି.ଟି.)- ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆର୍‌ଏସ୍‌ଏଲ୍‌ ଲିଥୁଆନିଆନ୍‌ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଫ୍ରାନ୍ସର...

ଲୋକେ କହୁଥିଲେ ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଟିମ୍‌ ଇଣ୍ଡିଆ କ୍ୟାପ୍‌ ବଣ୍ଟାଯାଉଛି; ପୂର୍ବ ମୁଖ୍ୟ ଚୟନକର୍ତ୍ତା କାହିଁକି କହିଲେ…

ନୂଆଦିଲ୍ଲୀ,୧୫।୬: ଭାରତୀୟ କ୍ରିକେଟ ବର୍ତ୍ତମାନ ଶୀର୍ଷରେ ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏକାସାଙ୍ଗରେ ଦୁଇଟି ଟିମ୍‌ ସହ ପଡ଼ିଆକୁ ଓହ୍ଲାଇବାକୁ ଅଣ୍ଟା ଭିଡିଛି। ବିରାଟ...

ଅଭ୍ୟାସ ପାଇଁ ସମୟ ନ ଥିବାରୁ ଚିନ୍ତିତ ନୁହେଁ : କୋହଲି

ମୁମ୍ବାଇ,୨।୬ : ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏଥି ପୂର୍ବରୁ ଅଭ୍ୟାସ...

ଅପମାନଜନକ ଟୁଇଟ୍‌ ପାଇଁ ରବିନସନ୍‌ ସସ୍‌ପେଣ୍ଡ

ଲଣ୍ଡନ, ୮ା୬ (ଏପି)-ଇଂଲଣ୍ଡ ଫାଷ୍ଟ ବୋଲର ଓଲି ରବିନସନ୍‌ଙ୍କୁ ଅନ୍ତର୍ଜାତୀୟ କ୍ରିକେଟରୁ ସସ୍‌ପେଣ୍ଡ କରାଯାଇଛି। ୨୦୧୨-୧୩ରେ ସୋସିଆଲ ମିଡିଆରେ ସେ ଅପମାନଜନକ ଟୁଇଟ୍‌ ପୋଷ୍ଟ କରିଥିଲେ।...

ଆଇପିଏଲ ପାଇଁ ଖୁସି ଖବର

ଜାମାଇକା,୧୮ା୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅନୁରୋଧ କ୍ରମେ କାରିବିୟନ ପ୍ରିମିୟର ଲିଗ୍‌ (ସିପିଏଲ)ର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିଛି କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ)। ୟୁଏଇରେ...

ଓ୍ବିମ୍ବେଲଡନ ଡ୍ର’ରେ ପ୍ରଥମ ଚାଇନିଜ୍‌ ଖେଳାଳି ଝାଙ୍ଗ୍‌ ଝିଝେନ୍‌

ଓ୍ବିମ୍ବେଲଡନ,୨୬ା୬(ଏପି)-ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ମୁଖ୍ୟ ଡ୍ର’ରେ ସ୍ଥାନ ପାଇବାରେ ଝାଙ୍ଗ୍‌ ଝିଝେନ୍‌ ହେଉଛନ୍ତି ଚାଇନାର ପ୍ରଥମ ପୁରୁଷ ଟେନିସ ଖେଳାଳି। ଓ୍ବିମ୍ବେଲଡନ ୧୯୬୮ରେ...

ବିମାନ ବନ୍ଦରରେ ଛଡ଼ାଇ ନେଲେ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ପାସପୋର୍ଟ

ଅକ୍‌ଲାଣ୍ଡ,୨୬।୬: ବିମାନ ବନ୍ଦରରେ ପହଞ୍ଚିବା ପରେ ଲୋକେ ଆମ ପାସପୋର୍ଟ ଛଡ଼ାଇ ନେଇଥିଲେ। ପଚାରିଥିଲେ ଟେଷ୍ଟ ଚାମ୍ପିୟନଶିପ୍‌ ଗଦା କେଉଁଠି। ଏପରି କି ଗଦା ସହ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶେଷରେ ମିଳିଲା ଜାମିନ; ଟ୍ରେଣ୍ଡ ହେଉଛି ‘ଉଇ ସପୋର୍ଟ ପର୍ଲ’
Next Post Next post:
ଆଉ ଥରେ ପରଦାକୁ ଆସିବ ‘ପବିତ୍ର ରିସ୍ତା’: ଅଙ୍କିତାଙ୍କ ସହ ମାନବ ଭୂମିକାରେ ନଜର ଆସିବେ ଏହି ଲୋକପ୍ରିୟ ଅଭିନେତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts