ସାଉଥାମ୍ପଟନ,୧୫।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ମଙ୍ଗଳବାର ଘୋଷିତ ୧୫ ଜଣିଆ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବ୍ରିସବେନ ଟେଷ୍ଟର ହିରୋ ଶାର୍ଦ୍ଦୁଳ ଠାକୁରଙ୍କ ସ୍ଥାନରେ ସାମିଲ କରାଯାଇଛି ଭେଟେରାନ ସ୍ପିଡ୍ଷ୍ଟାର ଉମେଶ ଯାଦବଙ୍କୁ।
ଅଷ୍ଟ୍ରେଲିଆ ଗସ୍ତରେ ଆହତ ହୋଇଥିବା ଉମେଶ, ମହମ୍ମଦ ଶାମି ଓ ହନୁମା ବିହାରୀ ଦଳକୁ ଫେରିଛନ୍ତି। ଶାର୍ଦ୍ଦୁଳଙ୍କ ଭଳି ମୟଙ୍କ ଅଗ୍ରଓ୍ବାଲ ଓ ଓ୍ବାଶିଂଟନ ସୁନ୍ଦର ମଧ୍ୟ ଏହି ଦଳରେ ସ୍ଥାନ ପାଇ ନାହାନ୍ତି।
ଭାରତୀୟ ଦଳ : ବିରାଟ କୋହଲି (ଅଧିନାୟକ), ଶୁବମନ ଗିଲ, ରୋହିତ ଶର୍ମା, ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେ, ରିଷଭ ପନ୍ତ(ଉଇକେଟକିପର), ରବିଚନ୍ଦ୍ରନ ଅଶ୍ୱିନ, ରବୀନ୍ଦ୍ର ଜାଡେଜା, ମହମ୍ମଦ ଶାମି, ଯଶପ୍ରୀତ ବୁମରା, ଇଶାନ୍ତ ଶର୍ମା, ମହମ୍ମଦ ସିରାଜ, ରିଦ୍ଦିମାନ ଶାହ (ଉଇକେଟକିପର), ଉମେଶ ଯାଦବ ଓ ହନୁମା ବିହାରୀ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.