E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ରାଜ୍ୟପାଳଙ୍କୁ ‘ଅଙ୍କଲ ଜୀ’ କହିଲେ ଟିଏମ୍‌ସି ଏମ୍‌ପି
10:48 pmJune 6, 2021

ନୂଆଦିଲ୍ଲୀ,୬।୬ : ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିବା ଟୁଇଟ୍‌ କରି ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଥିଲେ ରାଜ୍ୟପାଳ ଜଗଦୀପ ଧାଙ୍କର। ଆଉ ନିର୍ବାଚନ ପରବର୍ତ୍ତୀ ହିଂସାକୁ ରୋକିବା ପାଇଁ ରାଜ୍ୟରେ କେଉଁ କେଉଁ ପଦକ୍ଷେପ ନିଆଯାଇଛି ତା’ର ରିପୋର୍ଟ ଲାଗି ମୁଖ୍ୟ ଶାସନ ସଚିବଙ୍କୁ ସୋମବାର ଡକାଇଛନ୍ତି। ଏହାର ଜବାବରେ ରାଜ୍ୟପାଳଙ୍କୁ ‘ଅଙ୍କଲ ଜୀ’ ଭାବେ ସମ୍ବୋଧନ କରି ଟିଏମ୍‌ସି ଏମ୍‌ପି ମହୁଆ ମୋଇତ୍ରା ରବିବାର ସମାଲୋଚନା କରିଛନ୍ତି।

”ରାଜ୍ୟରେ ଆଇନ ଶୃଙ୍ଖଳା ଫେରାଇ ଆଣିବା ପାଇଁ ଗୋଟିଏ ବାଟ ଅଛି। ତୁମେ ଦିଲ୍ଲୀ ଫେରିଯାଅ ଓ ଆଉ ନୂଆ ଚାକିରି ଖୋଜ “। ଭାଜପା ନେତାଙ୍କୁ ଟାର୍ଗେଟ କରି ରାଜ୍ୟପାଳ ଦୁଇଟି ପଦବିକୁ ଗୁରୁତ୍ୱ ଦେବାକୁ ଟିମ୍‌ସି ଏମ୍‌ପି ପରାମର୍ଶ ଦେଇଛନ୍ତି। ଉତ୍ତର ପ୍ରଦେଶ ବିରୋଧୀଙ୍କୁ ଚୁପ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପରାମର୍ଶ ଦେଇପାରିବେ। ଆଉ ମହାମାରୀବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଲୁଚିବାର ଶ୍ରେଷ୍ଠ ଉପାୟ ଦେଇପାରିବେ।

 


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କେକ୍‌-ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି: ଏନ୍‌ସିବିର ତନାଘନା…

ମୁମ୍ବାଇ,୧୩।୬: ଡ୍ରଗ୍ସ୍‌ ଚୋରା କାରବାରର ପର୍ଦ୍ଦାଫାଶ୍‌ ମୁମ୍ବାଇରେ ହୋଇଛି। ଏନ୍‌ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍‌ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ...

ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍‌ଲକ୍‌ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ...

କୋଭାକ୍ସିନ୍‌ରେ ନବଜାତ ବାଛୁରୀ ସିରମ୍‌: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…

ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍‌ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍‌ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ...

ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ୯୫ ପ୍ରତିଶତ ପ୍ରଭାବଶାଳୀ…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍‌ରେ ଯୁବକଙ୍କୁ ୨ ଡୋଜ୍‌ ଟିକା ଦେଲେ ନର୍ସିଂ ଷ୍ଟାଫ୍‌…

ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍‌...

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ

ଲକ୍ଷ୍ନୌ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକବ୍ରାର ଉତ୍ତରପ୍ରଦେଶର କାନପୁର ସ୍ଥିତ ନିଜ ଜନ୍ମସ୍ଥାନକୁ ଗସ୍ତ କରିବେ। ଆଉ ଏହି ଗସ୍ତ ସେ ରେଳଯାତ୍ରାରେ କରିବେ ବୋଲି...

କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ

ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨୨ ଜିଲାରେ ହେବ ୧୮ରୁ ୪୪ବର୍ଗଙ୍କ ଟିକାକରଣ
Next Post Next post:
ଟିକାକରଣ ପ୍ରମାଣପତ୍ରରେ ରହିବ ମମତାଙ୍କ ଫଟୋ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts