ନୂଆଦିଲ୍ଲୀ,୨।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ତାଙ୍କ ସ୍ଥାନରେ କେନିୟା ସ୍ବାସ୍ଥ୍ୟ ମନ୍ତ୍ରଣାଳୟର କାର୍ଯ୍ୟନିର୍ବାହୀ ମହାନିର୍ଦ୍ଦେଶକ ପେଟ୍ରିକ ଅମୋଥ ଡବ୍ଲ୍ୟୁଏଚ୍ଓର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର କାର୍ଯ୍ୟନିର୍ବାହୀ ବୋର୍ଡର ୧୪୯ତମ ଅଧିବେଶନକୁ ହର୍ଷବର୍ଦ୍ଧନ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ କହିଛନ୍ତି, କୋଭିଡ-୧୯ ଟିକାଗୁଡ଼ିକର ବୌଦ୍ଧିକ ସମ୍ପତ୍ତି ଅଧିକାରକୁ ବାନ୍ଧି ରଖିବା ପାଇଁ କମ୍ପାନୀଗୁଡ଼ିକ ପାଖରେ କୌଣସି ସୁବିଧା ନାହିଁ। ତେଣୁ ପ୍ରମୁଖ ଔଷଧଗୁଡ଼ିକର ସୁଲଭ ସୁବିଧା ସୁନିଶ୍ଚିତ କରିବା ପାଇଁ ସଂଗଠନଗୁଡ଼ିକ ଉପାୟ ଖୋଜିବା ନିହାତି ଆବଶ୍ୟକ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲି: ଆଲାପନ୍
କୋଲକାତା, ୪ା୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସ୍ର ଜବାବ ରଖିଛନ୍ତି।...
ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…
ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ...
ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା କଲେ ଏମିତି ହୃଦୟଥରା କାମ
ଜବଲପୁର,୧୩।୬: ମଧ୍ୟପ୍ରଦେଶର ଜବଲପୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା ଏକ ହୃଦୟଥରା କାଣ୍ଡ କରିଛନ୍ତି। ନିଜ...
୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ
ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ...
‘ପୁଅ ଜୀବନ ପ୍ରତି ଲୋଭ ଥିଲେ ଛୁଟିରେ ଚାଲିଯାଅ’
ଭୋପାଳ,୧୮ା୬: ରାଜ୍ୟର ପ୍ରଶାସନିକ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିବା ଯୁବ ଆଇଏଏସ୍ ଅଫିସର ଲୋକେଶ କୁମାର ଜାଙ୍ଗିଦ ଶୁକ୍ରବାର ମଧ୍ୟପ୍ରଦେଶରେ ପୋଲିସ ସୁରକ୍ଷା ଦାବି...
ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…
ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...
ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆ ଚାଲିଗଲେ
ଅଜୈଓ୍ବାଲ୍,୧୩।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ଜିଓନା ଚାନାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଚାନାଙ୍କର ୩୮ ସ୍ତ୍ରୀ...
ମିଶନ ୨୦୨୪କୁ ନେଇ ଚର୍ଚ୍ଚା
ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ...


