E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଆଡ୍‌ମିଶନ ପାଇଁ ଯୁବତୀଙ୍କ ସହ ରାତି କାଟିବାକୁ ଅଫର ଦେଉଛି ଏହି ବିଶ୍ୱବିଦ୍ୟାଳୟ, ଜାଣିଲେ କରିବେ ନିନ୍ଦା
1:49 pmJune 10, 2021

ବେଜିଂ,୧୦ା୬: ଚାଇନାର ଏକ ବିଶ୍ୱବିଦ୍ୟାଳୟ ଏବେ କଡ଼ା ବିବାଦର ସମ୍ମୁଖୀନ ହୋଇଛି। ଏହି ବିଶ୍ୱବିଦ୍ୟାଳୟ ଆଡ୍‌ମିଶନ ପାଇଁ ସୋସିଆଲ ମିଡିଆରେ ଏକ ବିଜ୍ଞାପନ ଦେଇଥିଲା। କିନ୍ତୁ ଏହି ବିଜ୍ଞାପନ ଦେଖି ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ନାନଜିଙ୍ଗ୍‌ ବିଶ୍ୱବିଦ୍ୟାଳୟ କିଛି ଦିନ ତଳେ ଏହି ବିଜ୍ଞାପନକୁ ଚାଇନାର ପ୍ରସିଦ୍ଧ ସୋସିଆଲ ମିଡିଆ ଆପ୍‌ ଓ୍ବାଇବୁରେ ପୋଷ୍ଟ କରିଥିଲା। ଏହି ବିଜ୍ଞାପନରେ ୬ ଜଣ ଛାତ୍ରୀଙ୍କୁ ଦେଖିବାକୁ ମିଳିଥିଲା। ଏହି ସମସ୍ତ ଛାତ୍ରୀ ଉକ୍ତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରୁଛନ୍ତି। ଏହି ଛାତ୍ରୀମାନଙ୍କ ହାତରେ ଏକ ସାଇନବୋର୍ଡ ଦେଖିବାକୁ ମିଳିଥିଲା। ଏମାନେ ବିଶ୍ୱବିଦ୍ୟାଳୟର ବିଭିନ୍ନ ସ୍ଥାନରେ ଠିଆ ହୋଇଛନ୍ତି। ଏହି ସମସ୍ତ ଫଟୋରେ ଦୁଇଟି ଫଟୋକୁ ଦେଖି ଲୋକେ ଚିହିଙ୍କି ଉଠିଥିଲେ। ଏଥିରେ ଗୋଟିଏ ଫଟୋରେ ଜଣେ ସୁନ୍ଦରୀ ଯୁବତୀ ହାତରେ ଏକ ସାଇନବୋର୍ଡ ଧରି ଠିଆ ହୋଇଛନ୍ତି। ଏଥିରେ ଲେଖାଅଛି କ’ଣ ଆପଣ ମୋ ସହ ଏହି ବିଶ୍ୱବିଦ୍ୟାଳୟର ଲାଇବ୍ରେରୀରେ ସକାଳୁ ରାତି ପର୍ଯ୍ୟନ୍ତ ସମୟ ବିତାଇବାକୁ ପସନ୍ଦ କରିବେ କି? ସେହିପରି ଅନ୍ୟ ଏକ ଫଟୋରେ ଜଣେ ଛାତ୍ରୀଙ୍କ ହାତରେ ଥିବା ସାଇନ୍‌ବୋର୍ଡକୁ ଦେଖି ଲୋକେ ରାଗି ଯାଇଛନ୍ତି। ଏଥିରେ ଲେଖାଥିଲା, କ’ଣ ଆପଣ ମୋତେ ଯୁବପିଢ଼ିଙ୍କ ଅଂଶ କରିବାକୁ ଚାହଁୁଛନ୍ତି କି? ଏହି ଦୁଇଟି ଫଟୋ ସାମ୍ନାକୁ ଆସିବାରୁ ସ୍ଥାନୀୟ ଲୋକେ ପ୍ରବଳ ଗଣ୍ଡଗୋଳ କରିଥିଲେ।

ସୋସିଆଲ ମିଡିଆରେ ଏନେଇ ବିବାଦ ବଢ଼ିବାରେ ଲାଗିଥିଲା। ପରେ ଏହି ବିଜ୍ଞାପନକୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଡିଲିଟ୍‌ କରି ଦିଆଯାଇଛି। କିଛି ଲୋକ କହିଛନ୍ତି, ବିଜ୍ଞାପନକୁ ନେଇ ଏତେ ଗମ୍ଭୀର ହେବା ଦରକାର ନ ଥିଲା। ଆଉ କିଛି ଲୋକ ପୂରା ବିଶ୍ୱବିଦ୍ୟାଳୟର ଏପରି ବିଜ୍ଞାପନକୁ ନାପସନ୍ଦ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଟୁଇଟରକୁ ବ୍ୟାନ କଲା ନାଇଜେରିଆ

ଅବୁଜ,୪।୬: ନାଇଜେରିଆରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରକୁ ଶୁକ୍ରବାର ବ୍ୟାନ୍‌ କରିଦିଆଯାଇଛି। ଦେଶର କର୍ପୋରେଟ୍‌ ବ୍ୟବସ୍ଥାକୁ ଦୁର୍ବଳ କରୁଥିବାରୁ ଆମେରିକୀୟ କମ୍ପାନୀ ବିରୋଧରେ କେନ୍ଦ୍ର ସରକାର...

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ...

ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ

ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍‌ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ...

ଭିନ୍ନ ହେବେ ‘ସ୍ପେସ୍‌ ବେବି’

ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି...

୧୮ ହଜାର କିଲୋଗ୍ରାମ୍‌ର ବିରାଟ ବୋମା ପରୀକ୍ଷା କଲା ଆମେରିକା, ସମୁଦ୍ରରେ ସୃଷ୍ଟି ହେଲା ଭୂକମ୍ପ…

ଓ୍ବାଶିଂଟନ,୨୧।୬: ଚାଇନା ନିଜର ସାମୁଦ୍ରିକ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ନିଜର ଶକ୍ତି ପ୍ରଦର୍ଶନ କରିବା ସହିତ ସମୁଦ୍ରରେ ୧୮ ହଜାର କିଲୋଗ୍ରାମ୍‌ର...

ନେଫ୍‌ଟାଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ

ଜେରୁଜେଲମ୍‌, ୧୪।୬: ଇସ୍ରାଏଲକୁ ସର୍ବାଧିକ କାଳ ଶାସନ କରିଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ଯୁଗର ଅବସାନ ହୋଇଛି। ଦୀର୍ଘଦିନ ଧରି ଅଚଳାବସ୍ଥା ଲାଗି ରହିବା ପରେ...

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...

ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍‌

ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍‌ ଚଳାଇଛି। ଏହି ଟ୍ରେନ୍‌ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାଦରୁ ଲିଭିନି ଅଳତା ଚାଲିଗଲା ନବବଧୂଙ୍କ ଜୀବନ
Next Post Next post:
ଅଧା ପୃଥିବୀ ବୁଲି ରେକର୍ଡ କଲା ଗ୍ରେ ହ୍ବେଲ୍‌…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts