ଲକ୍ଷ୍ନୌ, ୧୭ା୬: ଉତ୍ତରପ୍ରଦେଶ ସ୍ଥିତ ଲକ୍ଷ୍ନୌ ୟୁନିଭର୍ସିଟି କରୋନାରେ ରୋଜଗାରିଆ ମାତାପିତାଙ୍କୁ ହରାଇଥିବା ୭୦ ଅନାଥ ପିଲାଙ୍କ ଦାୟିତ୍ୱ ନେଇଛି। ଏଥିସହ ଲକ୍ଷ୍ନୌ, ବାରାଣସୀ, ପ୍ରୟାଗରାଜ, ସୁଲତାନପୁର ସମେତ ଅନ୍ୟ ଜିଲାଗୁଡ଼ିକର ଶିକ୍ଷକମାନେ ପ୍ରାୟ ୧ ହଜାର ପିଲାଙ୍କ ଖର୍ଚ୍ଚ ବହନ କରିବେ ବୋଲି ଜଣାଯାଇଛି। କୋଭିଡ୍ରେ ଅସହାୟ ହୋଇ ପଡ଼ିଥିବା ପିଲାଙ୍କୁ ଶିକ୍ଷାଦାନ ସମେତ ଅନ୍ୟାନ୍ୟ ସହାୟତା ଯୋଗାଇଦେବାକୁ ଯୋଗୀ ସରକାର ‘ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ବାଲ ସେବା ଯୋଜନା’ କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ସମ୍ପୃକ୍ତ ପିଲାଙ୍କୁ ମାସିକ ୪ ହଜାର ଟଙ୍କା ସହାୟତା ପ୍ରଦାନର ବ୍ୟବସ୍ଥା ରହିଛି।
Posted inକରୋନା ଭାଇରସ୍, ଜାତୀୟ View All
କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ...
ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି
ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ...
ନୁସ୍ରତଙ୍କ ସମସ୍ୟା ବଢ଼ିଲା
ବ୍ୟବସାୟୀ ନିଖିଲ ଜୈନଙ୍କ ସହ ବିବାହ ଭାରତୀୟ ଆଇନ ଅନୁସାରେ ବୈଧ ନୁହେଁ ବୋଲି ଟିଏମ୍ସି ଏମ୍ପି ନୁସ୍ରତ ଜହାଁ କହିବା ପରଠାରୁ ବିବାଦ ଘନେଇବାରେ...
ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ
ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
ଶୁଭେନ୍ଦୁଙ୍କଠାରୁ ହାର୍ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍ ୨୪ ଶୁଣାଣି
କୋଲକତା,୧୮।୬: ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପରେ ସେ ଶୁଭେନ୍ଦୁ ଅଧିକାରୀଙ୍କ ବିଜୟ...
ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍ ଭାରାଆଣ୍ଟ ରୋଗୀ ଚିହ୍ନଟ
ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି।...
ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍ଡାଉନ୍ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍ ଶୋ’ରୁମ୍ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ...
‘ଜୟ ଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ଆକ୍ରମଣ: ରାହୁଲଙ୍କୁ ପାଲଟା ଜବାବ ଦେଲେ ଯୋଗୀ
ନୂଆଦିଲ୍ଲୀ,୧୫।୬: ‘ଜୟଶ୍ରୀ ରାମ’ ନ କହିବାରୁ ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଓ ଦାଢ଼ି କାଟି ଦେବା ଘଟଣାକୁ ନେଇ...


