ଲକ୍ଷ୍ନୌ, ୧୭ା୬: ଉତ୍ତରପ୍ରଦେଶ ସ୍ଥିତ ଲକ୍ଷ୍ନୌ ୟୁନିଭର୍ସିଟି କରୋନାରେ ରୋଜଗାରିଆ ମାତାପିତାଙ୍କୁ ହରାଇଥିବା ୭୦ ଅନାଥ ପିଲାଙ୍କ ଦାୟିତ୍ୱ ନେଇଛି। ଏଥିସହ ଲକ୍ଷ୍ନୌ, ବାରାଣସୀ, ପ୍ରୟାଗରାଜ, ସୁଲତାନପୁର ସମେତ ଅନ୍ୟ ଜିଲାଗୁଡ଼ିକର ଶିକ୍ଷକମାନେ ପ୍ରାୟ ୧ ହଜାର ପିଲାଙ୍କ ଖର୍ଚ୍ଚ ବହନ କରିବେ ବୋଲି ଜଣାଯାଇଛି। କୋଭିଡ୍ରେ ଅସହାୟ ହୋଇ ପଡ଼ିଥିବା ପିଲାଙ୍କୁ ଶିକ୍ଷାଦାନ ସମେତ ଅନ୍ୟାନ୍ୟ ସହାୟତା ଯୋଗାଇଦେବାକୁ ଯୋଗୀ ସରକାର ‘ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ବାଲ ସେବା ଯୋଜନା’ କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ସମ୍ପୃକ୍ତ ପିଲାଙ୍କୁ ମାସିକ ୪ ହଜାର ଟଙ୍କା ସହାୟତା ପ୍ରଦାନର ବ୍ୟବସ୍ଥା ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.