E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍‌ରେ ଗ୍ରାହକଙ୍କୁ ଗୁଳି
6:53 pmJune 25, 2021

ବରେଲି,୨୫।୬: ମାସ୍କ ପିନ୍ଧି ନ ଥିବାରୁ ଜଣେ ଗ୍ରାହକଙ୍କୁ ଗୁଳି କରିଛନ୍ତି ଏକ ବ୍ୟାଙ୍କର ସିକ୍ୟୁରିଟି ଗାର୍ଡ। ଉତ୍ତର ପ୍ରଦେଶର ବରେଲି ଜିଲାରେ ଘଟିଛି ଏଭଳି ଘଟଣା। ତେବେ ଉକ୍ତ ଗ୍ରାହକଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି।

ବରେଲି ଜିଲାର ବ୍ୟାଙ୍କ୍‌ ଅଫ୍‌ ବରୋଦାର ଏକ ବ୍ରାଞ୍ଚରେ ମାସ୍କ ନ ପିନ୍ଧିଥିବାରୁ ରେଲଓ୍ବେ କର୍ମଚାରୀ ରାଜେଶ କୁମାରଙ୍କ ସହ ସିକ୍ୟୁରିଟି ଗାର୍ଡଙ୍କ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍ୟକ୍ତ ହୋଇ ସିକ୍ୟୁରିଟି ଗାର୍ଡ ରାଜେଶଙ୍କ ଜଙ୍ଘକୁ ଗୁଳି କରିଥିଲେ। ପୀଡ଼ିତଙ୍କ ସାଙ୍ଗରେ ଥିବା ସ୍ତ୍ରୀ ପଚାରି ଥିଲେ, ତୁମେ ଗୁଳି କାହିଁକି କଲ। ସମ୍ପୂର୍ଣ୍ଣ ଘଟଣାର ଭିଡିଓ ଶୁଟ୍‌ କରିଥିଲେ ଅନ୍ୟ ଜଣେ ଗ୍ରାହକ।

ଉକ୍ତ ଗାର୍ଡକୁ ୟୁପି ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ତେବେ ସିକ୍ୟୁରିଟି ଗାର୍ଡ ନିଜ ପକ୍ଷ ରଖି କହିଛନ୍ତି, ମୁଁ ମଧ୍ୟ ଆହତ ହୋଇଛି। ମୋ ଶାର୍ଟ ବଟନ ମଧ୍ୟ ଛିଣ୍ଡି ଯାଇଛି। ମୋ ରାଇଫଲ ଲୋଡେଡ୍‌ ଥିଲା। ଅଜଣାତରେ ଟ୍ରିଗର ଚାପି ଦେଇଥିଲି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…

ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ...

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

ଗପରେ ଏମିତି ମଜ୍ଜିଗଲେ ଯେ ଟିକା ନ ଭରି ଖାଲି ଇଞ୍ଜେକଶନ ଫୋଡ଼ିଦେଲେ ନର୍ସ; ଭିଡିଓ ଭାଇରାଲ ପରେ…

ଛପରା,୨୫।୬: ମହାମାରୀ କରୋନାର ସଂକ୍ରମଣକୁ ରୋକିବା ଲାଗି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରୁ ଅବହେଳାର ଘଟଣା ସାମ୍ନାକୁ ଆସୁଛି। ସେହି କ୍ରମରେ...

‘ସବୁ ମୋଦି ଚୋର’ ଆପତ୍ତିଜନକ ମନ୍ତବ୍ୟ ମାମଲାର ଶୁଣାଣି, କୋର୍ଟରେ ରାହୁଲ ଗାନ୍ଧୀ…

ସୁରଟ,୨୪।୬: ଗତ ୨୦୧୯ ଲୋକସଭା ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ‘ସବୁ ମୋଦି ଚୋର’ ବୋଲି ମନ୍ତବ୍ୟ ଦେଇଥିଲେ। ଗୁଜରାଟ ସୁରଟ...

୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…

ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍‌ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...

ମଦ ପିଇ ବାହା ହେବାକୁ ଆସିଥିଲେ ବର, କନ୍ୟା ନେଲେ ବଡ଼ ନିଷ୍ପତ୍ତି

ଲକ୍ଷ୍ନୌ,୭ା୬: ଉତ୍ତରପ୍ରଦେଶର ପ୍ରତାପଗଡ଼ର ଜଣେ ବର ମଦ ପିଇ ବିବାହ ପାଇଁ କନ୍ୟା ଘରେ ପହଞ୍ଚିବା ଭାରି ପଡ଼ିଛି। ବରକୁ ଏପରି ଅବସ୍ଥାରେ ଦେଖି କନ୍ୟା...

ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି

ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍‌ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା...

ସହଜ ନୁହେଁ ୨୦୨୨ ନିର୍ବାଚନ

ନୂଆଦିଲ୍ଲୀ/ଲକ୍ଷ୍ନୌ,୫ା୬ କରୋନା ମହାମାରୀ ମୁକାବିଲାରେ ଉତ୍ତରପ୍ରଦେଶ(ୟୁପି)ର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିଫଳତାକୁ ନେଇ ଭାଜପା ଚିନ୍ତିତ। ୨୦୨୨ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡରହାମରେ ଇଣ୍ଟ୍ରା ସ୍କାଡ୍‌ ମ୍ୟାଚ୍‌ ଖେଳିବ ଟିମ୍‌ ଇଣ୍ଡିଆ
Next Post Next post:
ଗ୍ରାହକ ସାଜି ନେଇଗଲେ ସୁନା ହାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts