E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା
1:34 pmJune 11, 2021

ଓ୍ବାଶିଂଟନ୍‌,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍‌ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ଅନୁମୋଦନ ନ କରିବାକୁ ଆମେରିକା ନିଷ୍ପତ୍ତି ନେଇଛି। ଆମେରିକାର ଫୁଡ୍‌ ଏବଂ ଆଡମିନିଷ୍ଟ୍ରେଶନ୍‌ (ଏଫଡିଏ) କୋଭାକ୍ସିନ ଟିକା ଜରୁରୀକାଳୀନ ବ୍ୟବହାର ପାଇଁ ଭାରତ ବାୟୋଟେକର ଆବେଦନକୁ ପ୍ରତ୍ୟାଖ୍ୟାନ କରିଛି। ଫଳରେ କମ୍ପାନୀକୁ ଆମେରିକାରେ ଏହାର ଟିକା ଆରମ୍ଭ କରିବାକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡିବ। ସୂଚନାଯୋଗ୍ୟ ଯେ, କିଛି ଦିନ ପୂର୍ବେ ଓକୁଜେନ କୋଭାକ୍ସିନ୍‌ ଟିକାକୁ ଜରୁରିକାଳୀନ ବ୍ୟବହାର ପାଇଁ ଅନୁମତି ମାଗି ଆମେରିକାର ଡ୍ରଗ ରେଗୁଲେଟର ଏଫଡିଏକୁ ଏକ ମାଷ୍ଟର ଫାଇଲ ପଠାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ...

୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…

କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍‌ ୮୮୭...

ପାକିସ୍ତାନର ଆମ୍ବ କୂଟନୀତି ବିଫଳ: ଆମେରିକା-ଚାଇନା ଫେରାଇଲେ ଉପହାର…

ଇସଲାମାବାଦ୍‌,୧୩।୬: ପାକିସ୍ତାନର ଆମ୍ବ କୂଟନୀତି ଶେଷରେ ବିଫଳ ହୋଇଛି। ଆମେରିକା ସହିତ ପାକିସ୍ତାନର ବନ୍ଧୁ ବୋଲାଉଥିବା ଚାଇନା ଏକ୍ଷେତ୍ରରେ ପ୍ରଦାନ କରାଯାଇଥିବା ଉପହାର ଦେଇଛି। ପାକିସ୍ତାନ...

ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ

ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍‌ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ...

କେହି କାହାର ଚିର ଶତ୍ରୁ ନୁହନ୍ତି କି ମିତ୍ର ନୁହନ୍ତି: ବାଇଡେନ

ଓ୍ବାଶିଂଟନ,୧୬ା୬: ଅନ୍ତର୍ଜାତୀୟ ରାଜନୀତିରେ ସମ୍ପର୍କକୁ ନେଇ ଏକ ପ୍ରବାଦ ଅଛି ଯେ ‘କେହି କାହାର ସ୍ଥାୟୀ ବନ୍ଧୁ ନୁହନ୍ତି କିମ୍ବା ସ୍ଥାୟୀ ଶତ୍ରୁ ନୁହନ୍ତି’। ଆମେରିକାର...

ଆଇଜାକ୍‌ ହର୍‌ଜୋଗ୍‌ ଇସ୍ରାଏଲ ରାଷ୍ଟ୍ରପତି

ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍‌ ହର୍‌ଜୋଗ୍‌ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍‌’ରେ ୧୨୦ ଜଣ ସଦସ୍ୟ...

କୋଭାକ୍ସିନ୍‌କୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ: ଜୁନ୍‌ ୨୩ରେ ବୈଠକ…

ଜେନେଭା,୧୭।୬: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍‌ କୋଭାକ୍ସିନ୍‌କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ମଞ୍ଜୁରୀ ପାଇଁ ଜୁନ୍‌ ୨୩ରେ...

ରୋନାଲ୍ଡୋଙ୍କ ପରେ ପୋଗ୍‌ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…

ପ୍ୟାରିସ୍‌,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ବାମୀଙ୍କ ଅନୁପସ୍ଥିତିରେ ଅସଂଯତ ଅବସ୍ଥାରେ ପ୍ରେମିକଙ୍କ ସହ ଧରାପଡ଼ିଲେ ମହିଳା, ବିବାହ କରାଇଦେଲେ ଗ୍ରାମବାସୀ
Next Post Next post:
ଚାଲାଣ ହେଉଥିଲା ବଳଦ ବୋଝେଇ ଗାଡି: ଅଟକ ରଖିଲେ ଗ୍ରାମବାସୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts