ଓ୍ବାଶିଂଟନ୍,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ଅନୁମୋଦନ ନ କରିବାକୁ ଆମେରିକା ନିଷ୍ପତ୍ତି ନେଇଛି। ଆମେରିକାର ଫୁଡ୍ ଏବଂ ଆଡମିନିଷ୍ଟ୍ରେଶନ୍ (ଏଫଡିଏ) କୋଭାକ୍ସିନ ଟିକା ଜରୁରୀକାଳୀନ ବ୍ୟବହାର ପାଇଁ ଭାରତ ବାୟୋଟେକର ଆବେଦନକୁ ପ୍ରତ୍ୟାଖ୍ୟାନ କରିଛି। ଫଳରେ କମ୍ପାନୀକୁ ଆମେରିକାରେ ଏହାର ଟିକା ଆରମ୍ଭ କରିବାକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡିବ। ସୂଚନାଯୋଗ୍ୟ ଯେ, କିଛି ଦିନ ପୂର୍ବେ ଓକୁଜେନ କୋଭାକ୍ସିନ୍ ଟିକାକୁ ଜରୁରିକାଳୀନ ବ୍ୟବହାର ପାଇଁ ଅନୁମତି ମାଗି ଆମେରିକାର ଡ୍ରଗ ରେଗୁଲେଟର ଏଫଡିଏକୁ ଏକ ମାଷ୍ଟର ଫାଇଲ ପଠାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.