E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ୟୁଏସ୍‌ ଓପନ ଟେନିସ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି
8:16 amJune 18, 2021

ନ୍ୟୁୟର୍କ, ୧୮ା୬(ଏପି)- ଚଳିତ ବର୍ଷର ଶେଷ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ରେ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି ମିଳିବ। କରୋନା ଭାଇରସ୍‌ ମହାମାରୀ ଯୋଗୁ ଗତବର୍ଷ ଏହି ଚାମ୍ପିୟନଶିପ୍‌ ବିନା ଦର୍ଶକରେ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଏହି ଇଭେଣ୍ଟ ନ୍ୟୁୟର୍କର ଫ୍ଲଶିଂ ମିଡୋଜ୍‌ଠାରେ ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧୨ ପର୍ଯ୍ୟନ୍ତ ହେବ। ଟିକେଟ ବିକ୍ରି ଜୁଲାଇରୁ ଆରମ୍ଭ ହେବ ବୋଲି ୟୁଏସ୍‌ ଟେନିସ ଆସୋସିଏଶନ ତରଫରୁ ଘୋଷଣା କରାଯାଇଛି। ନ୍ୟୁୟର୍କ ଗଭର୍ନର ଆଣ୍ଡ୍ର୍ୟୁ କୁଓମୋ କହିଛନ୍ତି ପ୍ରଦେଶର ୭୦ ପ୍ରତିଶତ ଅତିକମ୍‌ରେ ଗୋଟିଏ ଡୋଜ୍‌ କରୋନା ଟିକା ନେଇ ସାରିଛନ୍ତି। ଇଭେଣ୍ଟ ବେଳେ ସୋସିଆଲ ଡିଷ୍ଟାନ୍ସ ବଜାୟ ରଖିବା ଉପରେ ଗୁରୁତ୍ୱ ଦିଆଯିବ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ପୋଲାଣ୍ଡ ଓପନ୍‌ରେ ସ୍ବର୍ଣ୍ଣ ଜିତିଲେ ଭିନେଶ

ଓ୍ବାରସ, ୧୨ା୬ (ପି.ଟି.)- ଭାରତର ଷ୍ଟାର ରେସ୍‌ଲର ଭିନେଶ ଫୋଗତ (୫୩ କେଜି) ଏଠାରେ ଚାଲିଥିବା ପୋଲାଣ୍ଡ ଓପନ୍‌ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଚଳିତ...

ଉଗାଣ୍ଡା ଅଲିମ୍ପିକ ଟିମ୍‌ର ଜଣେ ସଦସ୍ୟଙ୍କୁ କରୋନା

ଟୋକିଓ, ୨୧ା୬ (ଏପି)-ଉଗାଣ୍ଡା ଅଲିମ୍ପିକ ଟିମ୍‌ରେ ଜଣେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଉ ୫ସପ୍ତାହ ପରେ ଟୋକିଓ ଗେମ୍ସ ଆରମ୍ଭ ହେବ। ଏଥିରେ ଭାଗ...

ଟି୨୦ ବିଶ୍ୱକପ୍‌: ୨୮ ସୁଦ୍ଧା ନିଷ୍ପତ୍ତି

ନୂଆଦିଲ୍ଲୀ, ୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଟି୨୦ ବିଶ୍ୱକପ୍‌ ଆୟୋଜନ ସମ୍ପର୍କରେ ନିଷ୍ପତ୍ତି ନେବା ପାଇଁ ୨୮ ତାରିଖ ପର୍ଯ୍ୟନ୍ତ ସମୟ ଦେଇଛି...

ଲୋକେ କହୁଥିଲେ ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଟିମ୍‌ ଇଣ୍ଡିଆ କ୍ୟାପ୍‌ ବଣ୍ଟାଯାଉଛି; ପୂର୍ବ ମୁଖ୍ୟ ଚୟନକର୍ତ୍ତା କାହିଁକି କହିଲେ…

ନୂଆଦିଲ୍ଲୀ,୧୫।୬: ଭାରତୀୟ କ୍ରିକେଟ ବର୍ତ୍ତମାନ ଶୀର୍ଷରେ ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏକାସାଙ୍ଗରେ ଦୁଇଟି ଟିମ୍‌ ସହ ପଡ଼ିଆକୁ ଓହ୍ଲାଇବାକୁ ଅଣ୍ଟା ଭିଡିଛି। ବିରାଟ...

ରେସଲର ସୁମିତ ଡୋପ୍‌ ଟେଷ୍ଟରେ ବିଫଳ

ନୂଆଦିଲ୍ଲୀ, ୫ା୬ (ପି.ଟି.): ଟୋକିଓ ଅଲିମ୍ପିକ୍ସ ହେବାକୁ ଆଉ କିଛି ସପ୍ତାହ ବାକି ରହିଥିବାବେଳେ ଏଥିରେ ଭାଗ ନେବାକୁଥିବା ଭାରତୀୟ ରେସ୍‌ଲର ସୁମିତ୍‌ ମଲିକ ଡୋପ୍‌...

ଚୁର୍‌ମାର୍‌ ହେଲା କୋହଲିଙ୍କ ସ୍ବପ୍ନ: ଗୋଟିଏ ବି ଆଇସିସି ଟ୍ରଫି ନ ଜିତିପାରି କଲେ ହ୍ୟାଟ୍ରିକ୍‌

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟରେ ପରାସ୍ତ କରିଛି। ଫଳରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପୁଣି ଥରେ...

ଡବ୍ଲୁଟିସି ଫାଇନାଲ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା

ଲଣ୍ଡନ,୧୫।୬: ଜୁନ ୧୮ରୁ ଭାରତ ବିପକ୍ଷ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ୧୫ ଜଣିଆ ଦଳ ଘୋଷଣା କରିଛି। କିୱି ଚୟନକର୍ତ୍ତାଙ୍କ...

ଲଜ୍ଜାଜନକ ରେକର୍ଡ: ୪୨ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା ଭାରତୀୟ ଦଳ

୪୭ ବର୍ଷ ପୂର୍ବେ ଠିକ୍‌ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟୋକିଓ ଅଲିମ୍ପିକ୍ସ ମହିଳା ହକି ଦଳ:ଓଡ଼ିଶାରୁ କେବଳ ଦୀପ୍‌ ଗ୍ରେସ
Next Post Next post:
ମୀମାଂସା ଦର୍ଶନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts