Categories: ଖେଳ

ୟୁଏସ୍‌ ଓପନ ଟେନିସ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି

ନ୍ୟୁୟର୍କ, ୧୮ା୬(ଏପି)- ଚଳିତ ବର୍ଷର ଶେଷ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ରେ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି ମିଳିବ। କରୋନା ଭାଇରସ୍‌ ମହାମାରୀ ଯୋଗୁ ଗତବର୍ଷ ଏହି ଚାମ୍ପିୟନଶିପ୍‌ ବିନା ଦର୍ଶକରେ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଏହି ଇଭେଣ୍ଟ ନ୍ୟୁୟର୍କର ଫ୍ଲଶିଂ ମିଡୋଜ୍‌ଠାରେ ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧୨ ପର୍ଯ୍ୟନ୍ତ ହେବ। ଟିକେଟ ବିକ୍ରି ଜୁଲାଇରୁ ଆରମ୍ଭ ହେବ ବୋଲି ୟୁଏସ୍‌ ଟେନିସ ଆସୋସିଏଶନ ତରଫରୁ ଘୋଷଣା କରାଯାଇଛି। ନ୍ୟୁୟର୍କ ଗଭର୍ନର ଆଣ୍ଡ୍ର୍ୟୁ କୁଓମୋ କହିଛନ୍ତି ପ୍ରଦେଶର ୭୦ ପ୍ରତିଶତ ଅତିକମ୍‌ରେ ଗୋଟିଏ ଡୋଜ୍‌ କରୋନା ଟିକା ନେଇ ସାରିଛନ୍ତି। ଇଭେଣ୍ଟ ବେଳେ ସୋସିଆଲ ଡିଷ୍ଟାନ୍ସ ବଜାୟ ରଖିବା ଉପରେ ଗୁରୁତ୍ୱ ଦିଆଯିବ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.