E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଛତ୍ରପୁରରେ ୧୮-୪୪ ବର୍ଷୀୟଙ୍କ ପାଇଁ  ଟିକାକରଣ ଆରମ୍ଭ
3:30 pmJune 7, 2021

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ୩ଟି ସ୍ଥାନରେ ୧୮ରୁ ୪୪ ବର୍ଷୀୟଙ୍କ ପାଇଁ ଟିକାକରଣ ସୋମବାରଠାରୁ ଆରମ୍ଭ ହୋଇଛି। ଟିକାକରଣକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗଦେଇ ଶୁଭାରମ୍ଭ କରିଥିଲେ । ପୂର୍ବରୁ ଜିଲାରେ ୧୮ରୁ୪୪ ବର୍ଷୀୟଙ୍କୁ କରୋନା ଟିକା ନେବା ପାଇଁ ବ୍ରହ୍ମପୁର ଯିବାକୁ ପଡୁଥିଲା। ଯାହାଫଳରେ ବହୁ ଲୋକ ଟିକାନେବାରୁ ବଞ୍ଚିିତ ହେଉଥିଲେ । ଛତ୍ରପୁର ଏନ୍‌ଏସି କଲ୍ୟାଣମଣ୍ଡପ , ପୁତି ଗୋପାଳପୁର ସ୍କୁଲ ଓ ଛତ୍ରପୁର ହସ୍ପିଟାଲରେ ଏହି ଟିକାକାରଣ ଚାଲିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ସାଧାରଣ ବଚ୍‌ସାରୁ ହତ୍ୟା

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ...

ଭୋଟର ତାଲିକାରୁ ୩୪ ବାଦ୍‌

ଜଗତ୍‌ସିଂହପୁର ଅଫିସ,୪।୬: ଭୋଟର ତାଲିକାରେ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସାମିଲ କରିବା ପାଇଁ ପ୍ରତ୍ୟେକ ବର୍ଷ ଉଦ୍ୟମ ହେଉଛି। ଏହା ଭିତରେ ସ୍ପେଶିଆଲ ସମରୀ ରିଭିଜନ୍‌...

ବାଲି ଲୁଟ୍‌ର ତଦନ୍ତ ଆରମ୍ଭ

ଯାଜପୁର ଅଫିସ/କୋରେଇ/ପାଣିକୋଇଲି(ଡି.ଏନ.ଏ.),୧୯।୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ବେଆଇନ ବାଲି ଖାଦାନ ଅଭିଯୋଗ ସଂକ୍ରାନ୍ତରେ ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ)ଙ୍କ...

ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି

କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍‌ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ...

ଶିକ୍ଷାବିତ୍‌ ବେଣୁମାଧବଙ୍କ ପରଲୋକ

ବାଲେଶ୍ବର,୧୭।୬: ବାଲେଶ୍ୱର ଜିଲାର ବରିଷ୍ଠ ଶିକ୍ଷାବିତ୍‌ ତଥା ସତ୍ୟସାଇ ଇଞ୍ଜିନିୟରିଂ କଲେଜ ପରିଚାଳନା ନିର୍ଦ୍ଦେଶକ ବେଣୁମାଧବ ପଣ୍ଡାଙ୍କ ପରଲୋକ ହୋଇଯାଇଛି। ବୁଧବାର ରାତି ପ୍ରାୟ ୧୨ଟାରେ...

ଗଞ୍ଜାମରେ ମନ୍ଦିର ବନ୍ଦ: ଘରେ ରହି ସାବିତ୍ରୀ ବ୍ରତ ପାଳିଲେ ମହିଳା

ଛତ୍ରପୁର,୧୦ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଯୋଗୁ ଗଞ୍ଜାମ ଜିଲାରେ ଆଗୁଆ ପଦକ୍ଷେପ ନିଆଯାଇ ୨ ମାସ ହେଲା ସବୁ ମନ୍ଦିର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଛି। ଫଳରେ...

ପଦୋନ୍ନତିକୁ ହଁ, ବଦଳିକୁ ନା

କଟକ ଅଫିସ,୨୮।୬: କଟକ କମିଶନରେଟ ପୋଲିସର ପଦୋନ୍ନତି ଓ ବଦଳିରେ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି। କମିଶନରେଟ ପୋଲିସରେ କାର୍ଯ୍ୟରତ ଅଧିକାରୀଙ୍କ କଟକ ପ୍ରୀତି ଛାଡୁ ନାହିଁ।...

ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି
Next Post Next post:
ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts