ଛତ୍ରପୁର,୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ୩ଟି ସ୍ଥାନରେ ୧୮ରୁ ୪୪ ବର୍ଷୀୟଙ୍କ ପାଇଁ ଟିକାକରଣ ସୋମବାରଠାରୁ ଆରମ୍ଭ ହୋଇଛି। ଟିକାକରଣକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗଦେଇ ଶୁଭାରମ୍ଭ କରିଥିଲେ । ପୂର୍ବରୁ ଜିଲାରେ ୧୮ରୁ୪୪ ବର୍ଷୀୟଙ୍କୁ କରୋନା ଟିକା ନେବା ପାଇଁ ବ୍ରହ୍ମପୁର ଯିବାକୁ ପଡୁଥିଲା। ଯାହାଫଳରେ ବହୁ ଲୋକ ଟିକାନେବାରୁ ବଞ୍ଚିିତ ହେଉଥିଲେ । ଛତ୍ରପୁର ଏନ୍ଏସି କଲ୍ୟାଣମଣ୍ଡପ , ପୁତି ଗୋପାଳପୁର ସ୍କୁଲ ଓ ଛତ୍ରପୁର ହସ୍ପିଟାଲରେ ଏହି ଟିକାକାରଣ ଚାଲିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
କୁକୁର କବଳରୁ ଉଦ୍ଧାର ହରିଣ ମୃତ
ରେଢାଖୋଲ,୨୦।୬: ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ ଅଧୀନ ରାଶିବେଡା ଗ୍ରାମରୁ କୁକୁରଙ୍କ କବଳରୁ ବନ ବିଭାଗ ଏକ ଗର୍ଭବତୀ ହରିଣକୁ ଉଦ୍ଦାର କରିଥିଲା। ହେଲେ ରେଞ୍ଜ...
ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ
ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍ବୁଲ୍ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର...
କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା
ଛତ୍ରପୁର,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି।...
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...
ଡରାଇଲାଣି ଲଘୁଚାପ, ୧୧ରୁ ସମୁଦ୍ର ମନା
ଭୋଗରାଇ, ୯।୬(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ୟାସ୍’ର ଭୟଙ୍କର ଦୃଶ୍ୟ ମନରୁ ଲିଭି ନ ଥିବା ବେଳ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ବଳୟ ସୃଷ୍ଟି ହୋଇ...
୮ ଦିନର ବିବାହରେ ଏମିତି କ’ଣ ହେଲା
ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର...
ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି
ନୟାଗଡ଼ ଅଫିସ,୨୦।୬: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନୂଆଗାଁ ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା ।...
ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର
ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ...


