E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଗଞ୍ଜାମର ୧୦ ବ୍ଲକରେ ଆଜି ଟିକାକରଣ ବନ୍ଦ
2:10 pmJune 24, 2021

ଛତ୍ରପୁର,୨୪ା୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାର ୨୨ ବ୍ଲକ ମଧ୍ୟରୁ ଗୁରୁବାର ୧୦ଟି ବ୍ଲକରେ ଟିକାକରଣ ବନ୍ଦ ରହିଛି। ସେଥିମଧ୍ୟରେ ସାନଖେମୁଣ୍ଡି, ରଙ୍ଗେଇଲୁଣ୍ଡା, କୁକୁଡାଖଣ୍ଡି, ସୋରଡ଼ା, କବିସୂର୍ଯ୍ୟନଗର, ଦିଗପହଣ୍ଡି, ଜଗନ୍ନାଥପ୍ରସାଦ, ଗଞ୍ଜାମ, ପୋଲସରା ଓ ବେଗୁନିଆପଡ଼ା ରହିଛି। ଏଥିସହ ଅଧିକାଂଶ ବ୍ଲକର ହେଡ୍‌କ୍ୱାର୍ଟର ସହରାଞ୍ଚଳରେ ଟିକା ଦିଆଯାଉଥିବା ବେଳେ ଗ୍ରାମାଞ୍ଚଳର ଟିକା କେନ୍ଦ୍ରଗୁଡ଼ିକ ବନ୍ଦ ରହିଛି। ଫଳରେ ଲୋକଙ୍କୁ ଏହା ନିରାଶ କରିଛି। ଅପରପକ୍ଷରେ ଟିକା ନେବା ପାଇଁ କେନ୍ଦ୍ର ସମ୍ପର୍କରେ ପ୍ରତିଦିନ ସାରେ ଅପଡେଟ୍‌ ଦିଆଯିବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ଘରେ ପଶି ନାବାଳିକାଙ୍କୁ ବଳାତ୍କାର

ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ...

ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା

ଝାରସୁଗୁଡା ଅଫିସ୍‌,୪।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର...

ନୂଆ ରୂପ ନେବ କୋଇଲା ନଗରୀ

ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ  – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି...

ହାତଗଣ୍ଠି ପୂର୍ବରୁ ଉଠିଲା କୋକେଇ

ଭଦ୍ରକ ଅଫିସ,୧୮।୬: ଶୁକ୍ରବାର ଥିଲା ବାହାଘର। ଏନେଇ ଘରେ ଚାଲିଥିଲା ପ୍ରସ୍ତୁତି। ବେଶ୍‌ ଖୁସି ଥିଲେ ପରିବାର ଲୋକ। ହେଲେ ବିଧିର ବିଧାନ ଥିଲା ଭିନ୍ନ।...

କରୋନାରେ ମାହାଙ୍ଗାର ପୂର୍ବତନ ବିଧାୟକଙ୍କ ପରଲୋକ

ନିଶ୍ଚିନ୍ତକୋଇଲି,୫ା୬(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବିଧାନସଭା କ୍ଷେତ୍ରର ପ୍ରାକ୍ତନ ବିଧାୟକ ବିକ୍ରମକେଶରୀ ବର୍ମାଙ୍କ କରୋନାରେ ଶନିବାର ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ...

ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼

ସାଲେପୁର, ୮।୬(ଡି.ଏନ୍‌.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍‌ ଖାଁଙ୍କ ଘର...

ରୟତି ଜମିରୁ ବେଆଇନ ଗଛକଟା

ସମ୍ବଲପୁର,୧୬ା୬(ବ୍ୟୁରୋ):ସମ୍ବଲପୁର ବନଖଣ୍ଡରେ ରୟତି ଜମିରୁ ବେଆଇନ ଭାବେ ଗଛକଟା ଚାଲିଛି। ଆବେଦନ କରିଥିବା ଜମିର ସାବିକ କିସମ ଓ ହାଲ୍‌ କିସମ ମେଳ ଖାଉ ନ...

ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ

ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡବ୍ଲ୍ୟୁଟିସି ଫାଇନାଲ୍‌ର ଏହି ଗୋଟିଏ ମୁହୂର୍ତ୍ତ ସମସ୍ତଙ୍କ ହୃଦୟକୁ ଛୁଇଁଗଲା
Next Post Next post:
ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts