ଛତ୍ରପୁର,୨୪ା୬(ଡି.ଏନ୍.ଏ): ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାର ୨୨ ବ୍ଲକ ମଧ୍ୟରୁ ଗୁରୁବାର ୧୦ଟି ବ୍ଲକରେ ଟିକାକରଣ ବନ୍ଦ ରହିଛି। ସେଥିମଧ୍ୟରେ ସାନଖେମୁଣ୍ଡି, ରଙ୍ଗେଇଲୁଣ୍ଡା, କୁକୁଡାଖଣ୍ଡି, ସୋରଡ଼ା, କବିସୂର୍ଯ୍ୟନଗର, ଦିଗପହଣ୍ଡି, ଜଗନ୍ନାଥପ୍ରସାଦ, ଗଞ୍ଜାମ, ପୋଲସରା ଓ ବେଗୁନିଆପଡ଼ା ରହିଛି। ଏଥିସହ ଅଧିକାଂଶ ବ୍ଲକର ହେଡ୍କ୍ୱାର୍ଟର ସହରାଞ୍ଚଳରେ ଟିକା ଦିଆଯାଉଥିବା ବେଳେ ଗ୍ରାମାଞ୍ଚଳର ଟିକା କେନ୍ଦ୍ରଗୁଡ଼ିକ ବନ୍ଦ ରହିଛି। ଫଳରେ ଲୋକଙ୍କୁ ଏହା ନିରାଶ କରିଛି। ଅପରପକ୍ଷରେ ଟିକା ନେବା ପାଇଁ କେନ୍ଦ୍ର ସମ୍ପର୍କରେ ପ୍ରତିଦିନ ସାରେ ଅପଡେଟ୍ ଦିଆଯିବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.