ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ ପତ୍ରକୁ ହିତାଧିକାରୀମାନେ ବ୍ୟବହାର କରିବା ପାଇଁ ବ୍ୟବସ୍ଥା ରହିଛି। ନିକଟରେ ୟୁନିକ୍ ଡିଜାବିଲିଟି ଆଇଡେଣ୍ଟିଫିକେଶନ କାର୍ଡ(ୟୁଡିଆଇଡି)କୁ ମଧ୍ୟ ସାମିଲ କରାଯାଇଥିଲା। ଏବେ ଏଥିରେ ରାଜ୍ୟ ସରକାର ରାଶନ କାର୍ଡକୁ ମଧ୍ୟ ସାମିଲ କରିଛନ୍ତି। ରାଶନ କାର୍ଡରେ ନାମ, ଲିଙ୍ଗ, ଫଟୋ ଏବଂ ବୟସ ରହିଥିବାରୁ ଏହାକୁ ଟିକାକରଣ ସମୟରେ ପରିଚୟପତ୍ର ଭାବେ ବ୍ୟବହାର କରିହେବ। ଏହା ବିପିଏଲ୍ ବା ଅନ୍ତ୍ୟୋଦୟ ବର୍ଗର ହିତାଧିକାରୀଙ୍କୁ ମଧ୍ୟ ସହଯୋଗ କରିବ। ତେଣୁ ପ୍ରୋଗ୍ରାମ ଅଫିସର, ମ୍ୟାନେଜର, ଭ୍ୟାକ୍ସିନେଟରଙ୍କୁ ଏ ସମ୍ପର୍କରେ ଜଣାଇଦେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏ ନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ...
ଉହାନ୍ ଲ୍ୟାବ୍ରୁ ଜାଣିଶୁଣି ଲିକ୍ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…
ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍ ଲ୍ୟାବ୍ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...
ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍ ମାଡ଼ ଧମକ
ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ...
ଘରେ ପଶି ନାବାଳିକାଙ୍କୁ ବଳାତ୍କାର
ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ...
କରୋନା ପାଇଁ ବୟସ୍କଙ୍କ ପ୍ରତି ଅତ୍ୟାଚାର ଆଶଙ୍କା ବଢ଼ିଛି
ଭୁବନେଶ୍ୱର, ୧୬।୬(ବ୍ୟୁରୋ):‘ବିଶ୍ୱ ବୟସ୍କଙ୍କ ପ୍ରତି ଦୁର୍ବ୍ୟବହାର ସଚେତନତା ଦିବସ’ ଅବସରରେ ମଙ୍ଗଳବାର ହେଲ୍ପ ଏଜ୍ ଇଣ୍ଡିଆର ସର୍ଭେ ରିପୋର୍ଟ ‘ଦ ସାଇଲେଣ୍ଟ ଟର୍ମେଣ୍ଟର୍: କୋଭିଡ୍-୧୯ ଆଣ୍ଡ୍...
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଇକିଆ୧୫।୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...
ଏମ୍ସରେ ଲାଗିବ ଏକ୍ମୋ ମେଶିନ
ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର...
ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍ ଭାରାଆଣ୍ଟ ରୋଗୀ ଚିହ୍ନଟ
ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି।...


