E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଭାକ୍ସିନ୍‌ ବେପାର: ଘରୋଇ ହସ୍ପିଟାଲରେ ଗୋଟିଏ ଡୋଜ୍‌ ଦାମ୍‌ ୯୦୦ରୁ ୧୪୦୦ ଟଙ୍କା…
12:03 pmJune 2, 2021

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କେତେକ ଘରୋଇ ହସ୍ପିଟାଲକୁ ଟିକାଦାନ ଲାଗି ଅନୁମତି ପ୍ରଦାନ କରାଯାଇଛି। ତେବେ ଭାକ୍ସିନ୍‌ ବେପାରରେ ଘରୋଇ ହସ୍ପିଟାଲଗୁଡ଼ିକରେ ଧାର୍ଯ୍ୟ ହୋଇଥିବା ଦାମ ସାଧାରଣ ଲୋକଙ୍କ ପାଇଁ ଅପହଞ୍ଚ ହେବାରେ ଲାଗିଛି। ସରକାରୀ ନିର୍ଦ୍ଦେଶ ଅନୁସାରେ କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ଘରୋଇ ହସ୍ପିଟାଲକୁ ୧୫୦ ଟଙ୍କାରେ ଯୋଗାଇ ଦିଆଯିବ। ଘରୋଇ ହସ୍ପିଟାଲ ପକ୍ଷରୁ ୧୦୦ ଟଙ୍କାର ସର୍ଭିସ୍‌ ଟ୍ୟାକ୍ସ୍‌ ନିଆଯିବ ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି। ଏହାଦ୍ୱାରା ଘରୋଇ ହସ୍ପିଟାଲରେ ଟିକାର ଗୋଟିଏ ଡୋଜ୍‌ ନେଲେ ୨୫୦ ଟଙ୍କା ଦେବାକୁ ପଡ଼ିବ। ମାତ୍ର ଘରୋଇ ହସ୍ପିଟାଲରେ ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ୯୦୦ରୁ ୧୪୦୦ ଟଙ୍କା ମଧ୍ୟରେ ବିକ୍ରି ହେଉଛି। ଏନେଇ ଘରୋଇ ହସ୍ପିଟାଲ ପକ୍ଷରୁ କୁହାଯାଇଛି ୩୦ ଏପ୍ରିଲ୍‌ ପର୍ଯ୍ୟନ୍ତ ଭାକ୍ସିନ୍‌ ନିର୍ମାତାମାନେ ୧୫୦ ଟଙ୍କାରେ ଟିକା ଘରୋଇ ହସ୍ପିଟାଲକୁ ଯୋଗାଇ ଦେଉଥିଲେ। ମାତ୍ର ମେ’ ୧ ପରେ କୋଭିଶିଲ୍ଡ୍‌ ୬୦୦ ଟଙ୍କାରେ ଯୋଗାଇ ଦିଆଯାଉଛି। ଏହା ଉପରେ ୫ ପ୍ରତିଶତ ଜିଏସ୍‌ଟି ସହିତ ସର୍ଭିସ୍‌ ଶୁଳ୍କ ମିଶାଇ ଏହା ୮୦୦ରୁ ୯୦୦ ଟଙ୍କା ହେଉଥିବା ଘରୋଇ ହସ୍ପିଟାଲ ପକ୍ଷରୁ କୁହାଯାଉଛି। ସେହିପରି କୋଭାକ୍ସିନ୍‌ ୧୨୦୦ ଟଙ୍କାରେ ଘରୋଇ ହସ୍ପିଟାଲକୁ ଯୋଗାଇ ଦିଆଯାଉଛି। ଏହା ଉପରେ ଜିଏସ୍‌ଟି ଏବଂ ସର୍ଭିସ୍‌ ଶୁଳ୍କ ମିଶାଇ କୋଭାକ୍ସିନ୍‌ର ଦାମ ୧୪୦୦ ଟଙ୍କାରେ ଘରୋଇ ହସ୍ପିଟାଲରେ ମିଳୁଛି। ଭାକ୍ସିନ୍‌ର ଦୁିଇଟି ଡୋଜ୍‌ ନେବା ଦ୍ୱାରା ସାଧାରଣ ଲୋକଙ୍କୁ ପାଖାପାଖି ୨୦୦୦ରୁ ୩୦୦୦ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିବାକୁ ପଡୁଛି। ଏନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ

ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ...

ଜୁଲାଇ ୧ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ

ଲକ୍ଷ୍ନୌ,୧୬।୬: କରୋନାର ଦ୍ୱିତୀୟ ଲହର ଉତ୍ତରପ୍ରଦେଶରେ ତାଣ୍ଡବ ରଚିଥିବା ବେଳେ ବର୍ତ୍ତମାନ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ତେବେ କିଛି ଜିଲାକୁ ଛାଡ଼ିଦେଲେ ଅନ୍ୟ...

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ ଆଧୁନିକ ବଙ୍ଗଳା: ମାସକୁ ଭଡ଼ା ୫ ହଜାରରୁ କମ୍‌…

ନୂଆଦିଲ୍ଲୀ,୮।୬: ଦେଶର ୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ରାଜଧାନୀ ଦିଲ୍ଲୀର ଲୁଟିୟେନ୍ସ୍‌ ଜୋନ୍‌ରେ ଆଧୁନିକ ବଙ୍ଗଳା ଯୋଗାଇ ଦିଆଯାଇଛି।...

ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ...

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ...

‘ପୁରୁଷଙ୍କ ପାଇଁ ଘରୋଇ ହିଂସା ଆଇନ ନ ଥିବା ଦୁର୍ଭାଗ୍ୟଜନକ’

ଚେନ୍ନାଇ, ୩ା୬: ଘରୋଇ ହିଂସାର ଶିକାର ହେଉଥିବା ପୁରୁଷମାନେ ସ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣୁଛନ୍ତି। ହେଲେ ଏ ନେଇ ଆଇନ ନ ଥିବା ଦୁର୍ଭାଗ୍ୟଜନକ ବୋଲି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କେବେହେଲେ ଘରେ ଲଗାନ୍ତୁ ନାହିଁ ଏସବୁ ଗଛ: ଲାଗି ରହିବ ଝଗଡ଼ା, ସ୍ବାସ୍ଥ୍ୟଗତ ସମସ୍ୟାରେ…
Next Post Next post:
ବୋଲ୍ଡ ସିନ୍‌ ପୂର୍ବରୁ ଅଭିନେତ୍ରୀ-ଅଭିନେତା ପରସ୍ପରକୁ ପଚାରୁଥିଲେ ଏମିତି ପ୍ରଶ୍ନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts