E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଘରୋଇ ହସ୍ପିଟାଲକୁ ଟିକା ଯୋଗାଣ ବନ୍ଦ
10:57 amJune 25, 2021

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଘରୋଇ ହସ୍ପିଟାଲକୁ ମାଗଣାରେ କୋଭିଡ୍‌-୧୯ ଟିକା ଯୋଗାଣ ବନ୍ଦ ହେବ। ଯଦି କୌଣସି ଘରୋଇ ହସ୍ପିଟାଲରେ ଟିକା ଗଚ୍ଛିତ ଥିବ ତେବେ ସେଗୁଡ଼ିକୁ ତୁରନ୍ତ ଫେରାଇ ଆଣିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଏବଂ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାକୁ ସରକାରୀ ସହାୟତାରେ କେତେକ ଘରୋଇ ହସ୍ପିଟାଲରେ ଟିକାକରଣ କେନ୍ଦ୍ର ଖୋଲାଯାଇଥିଲା।

ରାଜ୍ୟ ସରକାରଙ୍କ ପକ୍ଷରୁ ସେହିସବୁ କେନ୍ଦ୍ରକୁ ମାଗଣାରେ ଟିକା ଯୋଗାଇ ଦିଆଯାଉଥିଲା। ଇତିମଧ୍ୟରେ କେନ୍ଦ୍ର ସରକାର ୧୮ରୁ ୪୪ ବର୍ଷ ବର୍ଗର ସମସ୍ତ ବ୍ୟକ୍ତିଙ୍କୁ ମାଗଣା ଟିକା ଯୋଗାଇ ଦେଉଛନ୍ତି। ତେବେ ସେହି ଟିକା ଘରୋଇ ହସ୍ପିଟାଲକୁ ଯୋଗାଇବାକୁ ବାରଣ କରାଯାଇଛି। ଯଦି କୌଣସି ଘରୋଇ ହସ୍ପିଟାଲ ଟିକାକରଣ କରିବାକୁ ଚାହିଁବେ ତେବେ ସେମାନେ ନିଜେ ଟିକା ଖରିଦ କରିବାକୁ ସଂଶୋଧିତ ଗାଇଡ୍‌ଲାଇନରେ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର...

ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ

କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ...

୨୫୮ ବିଦ୍ୟାଳୟରେ ‘ଷ୍ଟେମ୍‌’ ଶିକ୍ଷାର ଶୁଭାରମ୍ଭ

ଭୁବନେଶ୍ୱର, ୯।୬(ବ୍ୟୁରୋ):ରାଜ୍ୟରେ ୩୦ ଜିଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍‌ ପକ୍ଷରୁ ‘ଷ୍ଟେମ୍‌’ (ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ) ଶିକ୍ଷା ଆରମ୍ଭ କରାଯାଇଛି। ମଙ୍ଗଳବାର ବିଦ୍ୟାଳୟ...

ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି...

୨୩ରୁ ପୁରୀରେ ୧୪୪

ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୩୯ ଜୀବନ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୩୯ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୯୧୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ନୂଆବଜାର ଅଞ୍ଚଳରେ ବିଦେଶୀ ପକ୍ଷୀ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ସହରସ୍ଥିତ ନୂଆବଜାର ଅଞ୍ଚଳ ଏବେ ବିଦେଶୀ ପକ୍ଷୀଙ୍କ କିଚିରିମିଚିରି ଶବ୍ଦରେ ପ୍ରକମ୍ପିତ ହୋଇଉଠୁଛି। ସହର ନିକଟରେ କୌଣସି ହ୍ରଦ କିମ୍ବା ମୁହାଣ...

୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଉହାନ ଲାବ୍‌ ପ୍ରଘଟ ସୂତ୍ର ବିଶ୍ୱସନୀୟ ହେଲା କିପରି
Next Post Next post:
ଆଜି ଦେଶରେ ୫୧,୬୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts