E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ତୈଳ, ଗ୍ୟାସ ବିତରଣକାରୀଙ୍କୁ ଟିକା
10:14 amJune 3, 2021

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱରଠାରେ ଇଣ୍ଡିଆନ ଅଏଲ ଏବଂ ଆପୋଲୋ ହସ୍ପିଟାଲ ସହଯୋଗରେ ଆୟୋଜିତ ୭ଦିନିଆ ‘କୋଭିଡ୍‌-୧୯ ଟିକାକରଣ ଶିବିର’କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଉଦ୍‌ଘାଟନ କରିଛନ୍ତି । ଉପଭୋକ୍ତାଙ୍କୁ ତୈଳ ଓ ଗ୍ୟାସ ବିତରଣ କରୁଥିବା କୋଭିଡ୍‌ ଯୋଦ୍ଧା ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଟିକାକରଣରେ ସାମିଲ କରିବା ଏହାର ଉଦ୍ଦେଶ୍ୟ। ଇଣ୍ଡିଆନ ଅଏଲର ଚନ୍ଦ୍ରଶେଖରପୁରସ୍ଥିତ ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଏହି ଶିବିରରେ ପ୍ରତିଦିନ ୨୦୦ ଡୋଜ୍‌ ଟିକାଦେବା ପାଇଁ ଯୋଜନା କରାଯାଇଛି। ଇଣ୍ଡିଆନ ଅଏଲ ନିଜସ୍ବ ଖର୍ଚ୍ଚରେ ଟିକାକରଣ ବ୍ୟବସ୍ଥା କରିଥିବା ବେଳେ ଆନୁଷଙ୍ଗିକ ସହଯୋଗ ଦେଇଥିବାରୁ ସିଆଇଆଇ ଏବଂ ଆପୋଲୋ ହସ୍ପିଟାଲକୁ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଗ୍ଲୋବାଲ ଇ-ଟେଣ୍ଡର ବାତିଲ

ଭୁବନେଶ୍ୱର,୨୪।୬(ବ୍ୟୁରୋ): କୋଭିଡ ଟିକା ପାଇଁ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଇ-ଟେଣ୍ଡରକୁ ବାତିଲ କରାଯାଇଛି। ବୁଧବାର ଏ ନେଇ ଓଡ଼ିଶା ରାଜ୍ୟ ଔଷଧ ନିଗମ ଲିମିଟେଡ...

ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ

ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି...

ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ

ପରଜଙ୍ଗ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା...

ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା...

ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ

ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ...

କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି।...

କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍‌ ଯୋଜନାରେ ସାମିଲ ହେବେ। ସେମାନଙ୍କ...

ଚାର୍ଟାର୍ଡ ଆକାଉଣ୍ଟାଣ୍ଟରୁ ଶିକ୍ଷା ଗୁରୁ

ଭୁବନେଶ୍ୱର,୪।୬(ବ୍ୟୁରୋ): ଡ. ବିଜୟ କୁମାର ସାହୁ। ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତିତ୍ୱ। ୧୯୬୩ ଜୁନ୍‌ ୧ରେ ଖୋର୍ଦ୍ଧା ଜିଲାରେ ଜନ୍ମଗ୍ରହଣ କରିଥିବା ବିଜୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଭାବେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ବାହାରିଲା ଭାରତୀୟ ଦଳ
Next Post Next post:
ଟିକା ନେଲେ ଜରାଶ୍ରମ ଅନ୍ତେବାସୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts