ବମ୍ବେ: ଇତିମଧ୍ୟରେ ଅଭିନେତା ବରୁଣ ଧଓ୍ବନ ଏବଂ ନତାଶା ଦଲାଲଙ୍କ ବିବାହକୁ ପୁରିଛି ଚାରି ମାସ। ଏବେ ତାଙ୍କ ଘରକୁ ଆସିଛି କୁନି ଅତିଥି। ତାଙ୍କୁ ସ୍ବାଗତ କରିବାକୁ ଯାଇ ବରୁଣ ଏକ ଭିଡିଓ ଶେୟାର କରିଛନ୍ତି। ଏଥିସହ କି ନାମ ଦେବା ଠିକ୍ ରହିବ ସେନେଇ ବରୁଣ ପ୍ରଶଂସକଙ୍କ ସହାୟତା ଲୋଡ଼ିଛନ୍ତି। କିଛି ସମୟ ମଧ୍ୟରେ ବରୁଣଙ୍କ ଫାଦରହୁଡ୍କୁ ନେଇ ଏହି ପୋଷ୍ଟଟି ବେଶ୍ ଭାଇରାଲ ହୋଇଥିଲା। ପ୍ରଶଂସକମାନେ ଏକରୁ ବଳି ଏକ ନାମ ଚୟନ କରି କହିବାରେ ଲାଗିଥିଲେ।
ନିଜର ଆଧିକାରୀକ ଇନ୍ଷ୍ଟା ଆକାଉଣ୍ଟରେ ବରୁଣ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ନିଜର କୁକୁରଛୁଆ ସହ ନଜର ଆସୁଛନ୍ତି। ଭିଡିଓରେ ଘରକୁ ଆସିଥିବା ନୂଆ ଅତିଥି(କୁକୁର)କୁ ସେ ନିଜର ପୁଅ ବୋଲି କହୁଛନ୍ତି। ଏହାଛଡ଼ା କ୍ୟାପଶନରେ- ଫାଦରହୁଡ, ମୁଁ ଏପର୍ଯ୍ୟନ୍ତ ନିଜ ପୁଅର ନାମ ଦେଇନାହିଁ। ଦୟାକରି ମୋର ସହାୟତା କର ବୋଲି ବରୁଣ ଲେଖିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.