E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭେନିଜୁଏଲା- ଇକ୍ୱେଡର ମ୍ୟାଚ୍‌ ଡ୍ର
8:32 amJune 22, 2021

ରିଓ ଡି ଜେନିରୋ,୨୨।୬: କୋପା ଆମେରିକାରେ ସୋମବାର ଗୁପ୍‌ ବି’ରେ ଖେଳାଯାଇଥିବା ଅନ୍ୟଏକ ମ୍ୟାଚରେ ଭେନିଜୁଏଲା ଓ ଇକ୍ୱେଡର ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ୨-୨ ଗୋଲରେ ଅମୀମାଂସିତ ରହିଥିଲା। ଇକ୍ୱେଡର ତରଫରୁ ଅର୍ଟନ ପ୍ରେସିଆଡୋ ୩୯ତମ ମିନିଟ୍‌ରେ ପ୍ରଥମ ଗୋଲ ସ୍କୋର କରିଥିଲେ। ପ୍ରଥମାର୍ଦ୍ଧ ଶେଷ ସୁଦ୍ଧା ଇକ୍ୱେଡର ଅଗ୍ରଣୀ ବଜାୟ ରଖିଥିଲା। ୫୧ତମ ମିନିଟ୍‌ରେ ଏଡସନ କାଷ୍ଟିଲୋ ଭେନିଜୁଏଲା ତରଫରୁ ଗୋଲ ଦେଇ ମ୍ୟାଚ୍‌କୁ ସମାନସ୍ତରକୁ ଆଣିଥିଲେ। ଏହାପରେ ଇକ୍ୱେଡର ପକ୍ଷରୁ ଗୋଞ୍ଜାଲୋ ପ୍ଲାଟା ଗୋଲ ଦେଇ ଦଳକୁ ଅଗ୍ରଣୀ କରାଇଥିଲେ। ଏହାପରେ ମ୍ୟାଚ୍‌ରେ ଜବରଦସ୍ତ ସଂଘର୍ଷ ଦେଖିବାକୁ ମିଳିଥିଲା। ଶେଷ ମୁହୂର୍ତ୍ତରେ ଇଞ୍ଜୁରି ଟାଇମର ଦ୍ୱିତୀୟ ମିନିଟ୍‌ରେ ତାରକା ଷ୍ଟ୍ରାଇକର ରୋନାଲ୍ଡ ହେର୍ନାଣ୍ଡିଜ୍‌ ଗୋଲ ଦେଇ ମ୍ୟାଚ୍‌କୁ ଅମୀମାଂସିତ କରାଇଥିଲେ। ଏଥିସହି ଭେନିଜୁଏଲା ୩ଟି ମ୍ୟାଚ୍‌ ଖେଳି ଦୁଇଟି ଡ୍ର ଓ ଗୋଟିଏ ପରାଜୟ ସହ ୨ ପଏଣ୍ଟ ହାସଲ କରି ଗ୍ରୁପ୍‌ ବି ପଏଣ୍ଟ ତାଲିକାର ଚତୁର୍ଥ ସ୍ଥାନରେ ରହିଛି। ଅନ୍ୟପଟେ ଇକ୍ୱେଡର ୨ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ଡ୍ର ଓ ପରାଜୟ ସହ ୧ ପଏଣ୍ଟ ପାଇ ତାଲିକାର ପଞ୍ଚମ ତଥା ଅନ୍ତିମ ସ୍ଥାନରେ ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଗୋଟିଏ ଦିନରେ ୩୦୯ ରନ୍‌ କରି ଚକିତ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

ବ୍ରିସ୍‌ବେନ୍‌,୨୫।୬: ଅଷ୍ଟ୍ରେଲିୟ କ୍ରିକେଟ ଟିମ୍‌ ଘରୋଇ ମାଟିରେ ସଂଘର୍ଷ କରିବା ଭଳି ଘଟଣା ବିରଳ। କାରଣ ଅନେକ କ୍ରିକେଟର ଏଠାରେ ବ୍ୟାଟିଂ କରି ଇତିହାସ ସୃଷ୍ଟି...

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ...

ଟିମ୍‌ ଇଣ୍ଡିଆରେ ହୋଇପାରେ ଏସବୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୬।୬: ଆମକୁ ଦିନିକିଆ ଭଳି ଟେଷ୍ଟରେ ମଧ୍ୟ ଦଳର ଆବଶ୍ୟକତା ଅନୁଯାୟୀ ଖେଳି ପାରୁଥିବା ଖେଳାଳି ଦରକାର। ବିଶ୍ୱ ଟେଷ୍ଟ ଚାମ୍ପିୟନ ଫାଇନାଲରେ ପରାଜୟ ପରେ...

ପିଏସ୍‌ଏଲ୍‌ରୁ ଓହରିଲେ ଡୁପ୍ଲେସି

ଆବୁଧାବି, ୧୭।୬(ପି.ଟି.)-  ପାକିସ୍ତାନ ସୁପରଲିଗ୍‌ (ପିଏସ୍‌ଏଲ) ଅବସରରେ କନକ୍‌ସନ (ସଂଘାତ)ର ସମ୍ମୁଖୀନ ହୋଇଥିବା ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁପ୍ଲେସି ପ୍ରତିଯୋଗିତାର ଅବଶିଷ୍ଟ ମ୍ୟାଚଗୁଡ଼ିକରୁ...

ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ଚତୁର୍ଥ ରାଉଣ୍ଡରେ ଜୋକୋଭିଚ୍‌, ନାଡାଲ

ପ୍ୟାରିସ୍‌,୬।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ଶନିବାର ସପ୍ତମ ଦିବସରେ ପ୍ରବେଶ କରିଛି। ପୁରୁଷ ସିଙ୍ଗଲ୍ସରେ ଟପ୍‌ସିଡ୍‌ ସର୍ବିୟାର ନୋଭାକ ଜୋକୋଭିଚ୍‌, ତୃତୀୟ...

ଚେସ୍‌ ବିଶ୍ୱକପ୍‌ ପାଇଁ ଗୁଜରାଠୀଙ୍କୁ ଯୋଗ୍ୟତା

ଚେନ୍ନାଇ, ୪ା୬(ପି.ଟି.)- ଭାରତର ୩ ନମ୍ବର ଖେଳାଳି ଭିଦିତ୍‌ ଗୁଜରାଠୀ ରେଟିଂ ଭିତ୍ତିରେ ଫିଡେ ଚେସ୍‌ ବିଶ୍ୱକପ୍‌ ୨୦୨୧ରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ...

ଜୁଡୋକା ସୁଶୀଲା ଦେବୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୨୬ା୬(ପି.ଟି.)-ଭାରତର ଅଗ୍ରଣୀ ଜୁଡୋକା ସୁଶୀଲା ଦେବୀ କଣ୍ଟିନେଣ୍ଟାଲ କୋଟା ଜରିଆରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଖେଳର ଅନ୍ତର୍ଜାତୀୟ ମହାସଂଘ ତରଫରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋପା ଆମେରିକା ଫୁଟବଲ: କଲମ୍ବିଆକୁ ହରାଇଲା ପେରୁ
Next Post Next post:
କୋପା ଆମେରିକା: କରୋନା ପ୍ରୋଟୋକଲ ଉଲ୍ଲଂଘନକୁ ଚିଲି ମାନିଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts