E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଦାନ୍ତରେ ସିଲିଣ୍ଡର ଉଠାଇ ଚର୍ଚ୍ଚାରେ ଶାଢି ପିନ୍ଧା ମହିଳା
12:17 pmJune 9, 2021

ଆଜିକାଲି ସୋସିଆଲ ମିଡିଆରେ ଜଣେ ନାଲି ଶାଢି ପିନ୍ଦା ମହିଳାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ମହିଳା ଜଣଙ୍କ ଦାନ୍ତରେ ଏଲ୍‌ପିଜି ସିଲିଣ୍ଡର ଉଠାଉଥିବା ଦେଖାଯାଇଛି। ସମ୍ପୃକ୍ତ ମହିଳାଙ୍କ ନାମ ଶୈଳୀ ଚିକାରା। ଇନ୍‌ଷ୍ଟାଗ୍ରାମରେ ଶୈଳଙ୍କ ଆଢେଇ ଲକ୍ଷରୁ ଅଧିକ ଫଲୋଅର୍ସ ଅଛନ୍ତି। ଭାଇରାଲ ଭିଡିଓରେ ସେ ଲାଲ୍‌ ରଙ୍ଗର ଶାଢି ପିନ୍ଧି ଗ୍ୟାସ୍‌ ସିଲିଣ୍ଡର ଧରି ବ୍ୟାୟାମ କରୁଥିବା ନଜର ଆସିଛନ୍ତି। କିନ୍ତୁ ଏହି ସିଲିଣ୍ଡରରେ ଗ୍ୟାସ୍‌ ଅଛି କି ନାହିଁ ତାହା ସ୍ପଷ୍ଟ ହୋଇପାରି ନାହିଁ। ଭିଡିଓର ବ୍ୟାକ୍‌ଗ୍ରାଉଣ୍ଡରେ ହରିୟାଣା ସଙ୍ଗୀତ ବାଜୁଛି। ଅନ୍ୟ ଏକ ଭିଡିଓରେ ମହିଳା ଜଣଙ୍କ ସିଲିଣ୍ଡରକୁ ନିଜ ପେଟ ଉପରେ ରଖି ତା’ପରେ ଏକ ଛୋଟ ପିଲାକୁ ବସାଇ ବ୍ୟାୟାମ କରୁଥିବା ମଧ୍ୟ ଦେଖାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଅମରପ୍ରେମରୁ କାବେରୀ

ଆଲୋ ସୁନ୍ଦରୀ ତୋର କଥାରେ, ମୁଁ ନାଚିବି ଭାଲୁ ସାଥିରେ…। ପୁଣି- ଆସିବ ବର ତୋର ହୋଇବ ବାହାଘର ତା’ପରେ….ଏମିତି ଏକାଧିକ ଚଳଚ୍ଚିତ୍ର ସଂଗୀତର ଲେଖକ...

ଆକାଶବାଣୀ ଉପସ୍ଥାପକ ଶଙ୍କର୍ଷଣ ମଙ୍ଗରାଜ

ଦିନଥିଲା ଯେତେବେଳେ ସକାଳୁ ସକାଳୁ ଆକାଶବାଣୀ କଟକ କେନ୍ଦ୍ରରୁ ବନ୍ଦନା କାର୍ଯ୍ୟକ୍ରମ ପରେ ପରେ ଏକ ସୁମଧୁର ଧୂନ୍‌ ବାଜିଉଠୁଥିଲା ତା’ପରେ ଆନାଉନ୍‌ସର କହୁଥିଲେ-ଏଥର ଶୁଣନ୍ତୁ...

କରୋନା ପରେ କେଉଁଠିକୁ ବୁଲି ଯାଇପାରିବେ

କରୋନା ପାଇଁ ଏବେ ଅଧିକାଂଶ ଲୋକ ଘରେ ରହୁଛନ୍ତି। ଭବିଷ୍ୟତରେ ଯେବେ ଏହି ପରିସ୍ଥିତିରେ ସୁଧାର ଆସିବ ସେତେବେଳେ ପର୍ଯ୍ୟଟକ କେଉଁ କେଉଁ ସ୍ଥାନକୁ ବୁଲିଯାଇ...

୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…

କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍‌ ୮୮୭...

ରୋଜଗାର ଟଙ୍କାରେ ଭଉଣୀକୁ ଶାଢ଼ୀ ଦେଇଥିଲି: ଡ. ତୁଳସୀ ଓଝା

କଟକ ଜିଲା ସିଦ୍ଧେଶ୍ୱରପୁରରେ ମୋ ଜନ୍ମ। ସ୍ଥାନୀୟ ଗୋପାଳ ସ୍ମୃତି ବିଦ୍ୟାପୀଠରୁ ମାଟ୍ରିକ୍‌ ପାସ୍‌ କରିବା ପରେ ଶୈଳବାଳା କଲେଜରେ ନାଁ ଲେଖାଇଥିଲି। ସେଠାରୁ ଅର୍ଥନୀତି...

ଖାଲି ମାଙ୍କଡ଼ ନୁହେଁ: ଗଛରୁ ଗଛକୁ ଡେଉଁଛି ବାଘ; ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ବଦଳୁଛି ଭୂଭାଗ, ବଢୁଛି ମରୁଭୂମି

ପରିବେଶ ସମ୍ପର୍କିତ ଆଲୋଚନାବେଳେ ସର୍ବଦା ଚର୍ଚ୍ଚାର ପରିସର ଭିତରେ ରହିଥାଏ ବିଶ୍ୱତାପନ, ବାୟୁ ପ୍ରଦୂଷଣ। ଏହାକୁ ବାଦ୍‌ ଦେଲେ ହିମବାହ ତରଳିବା, ମହାସାଗର ଜଳସ୍ତର ବଢ଼ିବା...

ସ୍କେଟିଂରେ ସଚେତନତା

ଲକ୍ଷ୍ନୌ: ଶାଢ଼ି ପିନ୍ଧି ସ୍କେଟିଂ କରି ଗାଁ ଦାଣ୍ଡରେ ଲୋକଙ୍କୁ ଟିକା ନେବା ପାଇଁ ପ୍ରବର୍ତ୍ତାଉଛନ୍ତି ଶ୍ରୀଗୁପ୍ତା। ଉତ୍ତରପ୍ରଦେଶ ସୀତାପୁରର ରାମକୋଟ ଗାଁରେ ରୁହନ୍ତି ୧୧...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍‌କା: ପ୍ରଥମେ ଟିଆର୍‌ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର
Next Post Next post:
ସମୁଦ୍ର ମଧ୍ୟରେ ଟନ୍‌ ଟନ୍‌ ମାଟି ପକାଇ ଏହି ଦେଶ ନିର୍ମାଣ କରୁଛି ନୂଆ ସହର, ଏଥିରେ ରହିବ ଏସବୁ ସୁବିଧା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts