ଆଜିକାଲି ସୋସିଆଲ ମିଡିଆରେ ଜଣେ ନାଲି ଶାଢି ପିନ୍ଦା ମହିଳାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ମହିଳା ଜଣଙ୍କ ଦାନ୍ତରେ ଏଲ୍ପିଜି ସିଲିଣ୍ଡର ଉଠାଉଥିବା ଦେଖାଯାଇଛି। ସମ୍ପୃକ୍ତ ମହିଳାଙ୍କ ନାମ ଶୈଳୀ ଚିକାରା। ଇନ୍ଷ୍ଟାଗ୍ରାମରେ ଶୈଳଙ୍କ ଆଢେଇ ଲକ୍ଷରୁ ଅଧିକ ଫଲୋଅର୍ସ ଅଛନ୍ତି। ଭାଇରାଲ ଭିଡିଓରେ ସେ ଲାଲ୍ ରଙ୍ଗର ଶାଢି ପିନ୍ଧି ଗ୍ୟାସ୍ ସିଲିଣ୍ଡର ଧରି ବ୍ୟାୟାମ କରୁଥିବା ନଜର ଆସିଛନ୍ତି। କିନ୍ତୁ ଏହି ସିଲିଣ୍ଡରରେ ଗ୍ୟାସ୍ ଅଛି କି ନାହିଁ ତାହା ସ୍ପଷ୍ଟ ହୋଇପାରି ନାହିଁ। ଭିଡିଓର ବ୍ୟାକ୍ଗ୍ରାଉଣ୍ଡରେ ହରିୟାଣା ସଙ୍ଗୀତ ବାଜୁଛି। ଅନ୍ୟ ଏକ ଭିଡିଓରେ ମହିଳା ଜଣଙ୍କ ସିଲିଣ୍ଡରକୁ ନିଜ ପେଟ ଉପରେ ରଖି ତା’ପରେ ଏକ ଛୋଟ ପିଲାକୁ ବସାଇ ବ୍ୟାୟାମ କରୁଥିବା ମଧ୍ୟ ଦେଖାଯାଇଛି।
କୋଶଳାଶୁଣୀ ଜଙ୍ଗଲ
ବୃକ୍ଷ ହିଁ ଜୀବନ। ହେଲେ ଦିନକୁ ଦିନ ଜଙ୍ଗଲରୁ ବହୁଳମାତ୍ରାରେ ଗଛ କଟା ହେବା ଯୋଗୁ ଜଙ୍ଗଲ କ୍ଷୟ ହେଉଛି। ଏଥିଯୋଗୁ ପ୍ରକୃତି ତା’ର ଭାରସାମ୍ୟ...
ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍ : ସାକ୍ଷୀ କଲେ ଭିଡ଼ିଓ ଶେୟାର…
ରାଞ୍ଚି,୧୩।୬: ଆପିଏଲ୍ ସ୍ଥଗିତ ହେବା ପରେ ଟିମ୍ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍.ଏସ୍. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ...
୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…
ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ।...
ସୁନାର ହୋଟେଲ
ଭିଏତ୍ନାମ, ହାନୋଇରେ ଏମିତି ଏକ ହୋଟେଲ ଆରମ୍ଭ ହୋଇଛି; ଯାହାକୁ ଦେଖିଲେ ଆଖି ଝଲସିଯିବ। ତା’ର ଚମକ କିମିଆଁ କରିବ। କାରଣ ଏହି ହୋଟେଲଟି ସମ୍ପୂର୍ଣ୍ଣଭାବେ...
ସ୍ତ୍ରୀ ଅନ୍ୟ ଜଣଙ୍କୁ ବାହା ହେଉଥିବା ସୋସିଆଲ ମିଡିଆରେ ଦେଖିଲେ ସ୍ବାମୀ, ଆଉ ତା’ ପରେ…
ଚାଇନାର ଜଣେ ମହିଳା ୧୯ ଜଣଙ୍କୁ ବାହା ହୋଇ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ଖାଲି ଏତିକି ନୁହେଁ, ବିବାହ ନାଁରେ ଲୋକଙ୍କୁ ୨ କୋଟିରୁ ଅଧିକ...
ବଦଳୁଛି ଭୂଭାଗ, ବଢୁଛି ମରୁଭୂମି
ପରିବେଶ ସମ୍ପର୍କିତ ଆଲୋଚନାବେଳେ ସର୍ବଦା ଚର୍ଚ୍ଚାର ପରିସର ଭିତରେ ରହିଥାଏ ବିଶ୍ୱତାପନ, ବାୟୁ ପ୍ରଦୂଷଣ। ଏହାକୁ ବାଦ୍ ଦେଲେ ହିମବାହ ତରଳିବା, ମହାସାଗର ଜଳସ୍ତର ବଢ଼ିବା...
ଭିନ୍ନ ଷ୍ଟାଇଲ୍ରେ ବାଳକର କେଶ କାଟିଲେ ‘ଦ ଗ୍ରେଟ୍ ଖଲି’, ଭିଡିଓ ଭାଇରାଲ ପରେ…
ଡବ୍ଲ୍ୟୁଡବ୍ଲ୍ୟୁଇରେ ଯେତେବେଳେ ଭାରତୀୟ ରେସଲରଙ୍କ କଥା ଆଲୋଚନା ହୁଏ ସେତେବେଳେ ନିଶ୍ଚିତ ଗ୍ରେଟ୍ ଖଲିଙ୍କ ନାଁ ଆଗକୁ ଆସେ। ତାଙ୍କର ଅସଲ ନାଁ ଦିଲୀପ ସିଂ...
ଇନ୍ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍ବୁକ ଦେଲା ପୁରସ୍କାର
ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା...


