E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଏୟାରଲିଫ୍ଟ ହୋଇ କୋଲକାତା ଗଲେ ଭିଜିଲାନ୍ସ ନିର୍ଦ୍ଦେଶକ; କରୋନା ଆକ୍ରାନ୍ତ ପରେ ଅଛନ୍ତି ଗୁରୁତର
5:40 pmJune 8, 2021

ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଛନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ତଥା ଆଇପିଏସ୍‌ ଦେବାଶିଷ ପାଣିଗ୍ରାହୀ। ମଙ୍ଗଳବାର ତାଙ୍କୁ ଏୟାରଲିଫ୍ଟ ହୋଇ ଚିକିତ୍ସା ପାଇଁ କୋଲକାତା ପଠାଯାଇଛି। କଟକ ଅଶ୍ୱିନୀ ହସ୍ପିଟାଲରୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ୱର ବିମାନବନ୍ଦର ଅଣାଯାଇଥିଲା। ସେଠାରୁ ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ କୋଲକାତା ପଠାଯାଇଛି।

ସୂଚନାନୁଯାୟୀ, କରୋନାରେ ଆକ୍ରାନ୍ତ ହେବା ପରେ କଟକର ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଦେବାଶିଷ। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିଲା। ହେଲେ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ନ ହେବାରୁ ଇସିଏମ୍‌ଓ ଚିକିତ୍ସା ପାଇଁ ତାଙ୍କୁ କୋଲକାତାସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏଥିନିମନ୍ତେ କଟକର ହସ୍ପିଟାଲରୁ ବିମାନବନ୍ଦର ପର୍ଯ୍ୟନ୍ତ ଗ୍ରୀନ କରିଡର ବ୍ୟବସ୍ଥା କରାଯାଇଥିଲା। ଦିନ ୧ଟା ୧୦ ମିନିଟ୍‌ରେ ଆମ୍ବୁଲାନ୍ସ ବାହାରିଥିବା ବେଳେ ବିମାନବନ୍ଦରରେ ୧ଟା ୪୦ ମିନିଟ୍‌ରେ ପହଞ୍ଚିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା...

ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ

ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ...

ଟିକା ନେବା ସତ୍ତ୍ୱେ ସଂକ୍ରମଣ: କାରଣ ଖୋଜିବ ୮ଜଣିଆ କମିଟି

ଭୁବନେଶ୍ୱର, ୨୦।୬(ବ୍ୟୁରୋ): କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର ହେଉଛି ଟିକା। ବାରମ୍ବାର ପରୀକ୍ଷଣ ପରେ ଏବେ ଦେଶରେ କୋଭିଶିଲ୍ଡ ଓ କୋଭାକ୍ସିନ ଟିକା ଦିଆଯାଉଛି।...

ସିଏମ୍‌ସି ଟିକାକରଣ ପ୍ରହସନ

କଟକ ଅଫିସ,୧୬ା୬: ସହରରେ ଟିକାକରଣ ବ୍ୟାପକ ଭାବରେ କରାଯାଇଛି ବୋଲି କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଡିଣ୍ଡିମ ପିଟାଯାଉଛି। ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ର,...

ଆଇୟୁସିଏନ୍‌ ପୋର୍ଟାଲ୍‌ରେ ‘ପୃଥିବୀ ମନ୍ଥନ’

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍‌ର ପୋର୍ଟାଲ୍‌ରେ ଅରୋମିରା ଏଣ୍ଟରଟେନ୍‌ମେଣ୍ଟର ଭାଇରାଲ୍‌ ମ୍ୟୁଜିକ୍‌ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା...

ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା...

ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ...

ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି

ନୟାଗଡ଼ ଅଫିସ,୨୦।୬: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନୂଆଗାଁ ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶିଳ୍ପାଙ୍କ ବନ୍ଧୁ ଥିଲେ ଟ୍ବିଙ୍କଲ ଖାନ୍ନା, ଯାହାଙ୍କୁ ଲୁଚିଲୁଚି ପ୍ରେମ କରୁଥିଲେ ଅକ୍ଷୟ; ଜାଣିବା ପରେ ପାଗେଳି ପ୍ରାୟ ହୋଇଯାଇଥିଲେ…
Next Post Next post:
ମେସିଙ୍କୁ ପଛରେ ପକାଇଲେ ଛେତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts