ଗଞ୍ଜାମ,୧୦।୬(ଡି.ଏନ୍.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଗୁରୁବାର ଏନେଇ ଗ୍ରାମବାସୀ କନିଷ୍ଠଯନ୍ତ୍ରୀ ଆଶିଷ କୁମାର ବରାଳଙ୍କୁ ଭେଟି ଗାଁରେ ପାନୀୟଜଳ ସମାଧାନ ପାଇଁ ଦାବୀ କରିଛନ୍ତି। ସୂଚନାଯୋଗ୍ୟ, ଗତ ଏକ ମାସ ହେବ ପ୍ରାୟ ୱାର୍ଡକୁ ଜଳ ଯୋଗାଣ ଠିକ୍ ଭାବେ ହେଉନି। ଏଥିସହ କୌଣସି ଷ୍ଟାଣ୍ଡ ପୋଷ୍ଟରେ ମଧ୍ୟ ପାଣି ଆସୁନି। ଯାହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ
କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍ ପୋଲିସକୁ ମିଳିଳାଣି ବିପୁଳ ପରିମାଣର...
ବଞ୍ଚାଇଦେଲା ପୋଷା କୁକୁର
ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି।...
ଅକ୍ସିଜେନ ବୋଝେଇ ଟ୍ରେନ୍ରୁ ଦୀର୍ଘ ୧୧ ଘଣ୍ଟା ଧରି ଅକ୍ସିଜେନ ଲିକ୍
କେସିଙ୍ଗା,୯ା୬(ଡି.ଏନ୍.ଏ.): ସମ୍ବଲପୁର ରେଲଓ୍ବେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲଓ୍ବେ ଷ୍ଟେଶନରେ ଏକ ଅକ୍ସିଜେନ ବୋଝେଇ ଟ୍ରେନ୍ରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲିକ୍ ହୋଇଥିଲା। କେସିଙ୍ଗା ରେଲଓ୍ବେ...
ଟିକାକରଣରେ ଅବ୍ୟବସ୍ଥା ନେଇ ଅସନ୍ତୋଷ
ଯାଜପୁର ଅଫିସ,୧୧।୬: ଯାଜପୁର ଜିଲାର କେତେକ କରୋନା ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା ଦେଖା ଦେଇଛି। ଏହାବାଦ୍ ଜିଲାରେ ୧୮ରୁ ୪୫ ବର୍ଷ ପର୍ଯ୍ୟନ୍ତ ଟିକାକରଣ କାର୍ଯ୍ୟକ୍ରମ...
ନୂଆ ରୂପ ନେବ କୋଇଲା ନଗରୀ
ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି...
ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା
ଝାରସୁଗୁଡା ଅଫିସ୍,୪।୬: କୋଭିଡ୍ ତଦାରଖ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର...
ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତି ହାଇକୋର୍ଟରେ କାଏମ
କଟକ ଅଫିସ, ୮।୬: ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍) ଉଚ୍ଛେଦ ପାଇଁ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି ଉପରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଦେଇଛନ୍ତି। ଫଳରେ...
ଖବରଦାତାଙ୍କ ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର
ପୁରୁଷୋତ୍ତମପୁର,୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ...


