ଗଞ୍ଜାମ,୧୦।୬(ଡି.ଏନ୍.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଗୁରୁବାର ଏନେଇ ଗ୍ରାମବାସୀ କନିଷ୍ଠଯନ୍ତ୍ରୀ ଆଶିଷ କୁମାର ବରାଳଙ୍କୁ ଭେଟି ଗାଁରେ ପାନୀୟଜଳ ସମାଧାନ ପାଇଁ ଦାବୀ କରିଛନ୍ତି। ସୂଚନାଯୋଗ୍ୟ, ଗତ ଏକ ମାସ ହେବ ପ୍ରାୟ ୱାର୍ଡକୁ ଜଳ ଯୋଗାଣ ଠିକ୍ ଭାବେ ହେଉନି। ଏଥିସହ କୌଣସି ଷ୍ଟାଣ୍ଡ ପୋଷ୍ଟରେ ମଧ୍ୟ ପାଣି ଆସୁନି। ଯାହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.