E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପୋଲାଣ୍ଡ ଓପନ୍‌ରେ ସ୍ବର୍ଣ୍ଣ ଜିତିଲେ ଭିନେଶ
9:01 amJune 12, 2021

ଓ୍ବାରସ, ୧୨ା୬ (ପି.ଟି.)- ଭାରତର ଷ୍ଟାର ରେସ୍‌ଲର ଭିନେଶ ଫୋଗତ (୫୩ କେଜି) ଏଠାରେ ଚାଲିଥିବା ପୋଲାଣ୍ଡ ଓପନ୍‌ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଚଳିତ ସିଜନରେ ୨୬ ବର୍ଷୀୟା ଭିନେଶଙ୍କର ଏହା ହେଉଛି ତୃତୀୟ ଟାଇଟଲ। ପୂର୍ବରୁ ମାର୍ଚ୍ଚରେ ସେ ମାଟେଓ ପେଲିକୋନ୍‌ ଇଭେଣ୍ଟ ଏବଂ ଏପ୍ରିଲରେ ଏସିଆନ ଚାମ୍ପିୟନଶିପ୍‌ ଜିତିଛନ୍ତି। ଶୁକ୍ରବାର ବିଜୟ ଦ୍ୱାରା ଟୋକିଓ ଅଲିମ୍ପିକ୍ସରେ ଭିନେଶ ଟପ୍‌ ସିଡ୍‌ ମାନ୍ୟତା ଲାଭ କରିବେ। ୨୦୧୯ ବିଶ୍ୱ ବ୍ରୋଞ୍ଜ (୫୦କେଜି) ବିଜୟିନୀ ଏକାଟରିନା ପୋଲେସଚୁକ୍‌ଙ୍କ ବ୍ୟତୀତ ଭିନେଶଙ୍କୁ ଅନ୍ୟ କୌଣସି ପ୍ରତିଯୋଗୀ ଅଡୁଆରେ ପକାଇ ପାରି ନଥିଲେ। ସ୍ବର୍ଣ୍ଣ ପଦକ ବିଜୟ ପଥରେ ସେ ମାତ୍ର ୨ ପଏଣ୍ଟ ହାରିଥିଲେ। ଫାଇନାଲରେ ସେ ଗୋଟିଏ ହେଲେ ପଏଣ୍ଟ ନ ହାରି ୟୁକ୍ରେନର ଖ୍ରିଷ୍ଟିନା ବେରେଜାଙ୍କୁ ୮-୦ରେ ପରାସ୍ତ କରିଥିଲେ। ଭିନେଶ ତାଙ୍କର ଅଧିକାଂଶ ପଏଣ୍ଟ ଡବଲ ଲେଗ୍‌ ଆଟାକ୍‌ରୁ ପାଇଥିଲେ। ଅନ୍ୟପକ୍ଷରେ ୨୦୧୯ ୟୁରୋପିଆନ ରୌପ୍ୟ ବିଜୟିନୀ ବେରେଜା ଲଢେଇର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ରକ୍ଷଣାତ୍ମକ ରଣନୀତି ଆପଣେଇଥିଲେ। ବିଶ୍ୱ ବ୍ରୋଞ୍ଜ ବିଜୟିନୀ ତଥା ଏସିଆନ ଗେମ୍ସ ଚାମ୍ପିୟନ ଭିନେଶ ପୂର୍ବରୁ ପୋଲେସଚୁକ୍‌ ବିପକ୍ଷ ସଂଘର୍ଷପୂର୍ଣ୍ଣ ମୁକାବିଲାକୁ ୬-୨ରେ ଜିତିଥିଲେ। ମାତ୍ର ସେମିଫାଇନାଲରେ ଆମେରିକାର ଆମି ଆନ୍‌ ଫିଅର୍ନସାଇଡ୍‌ଙ୍କୁ ହରାଇବା ଲାଗି ସେ ମାତ୍ର ୭୫ ସେକେଣ୍ଡ ସମୟ ନେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୨୦୧୧ ବିଶ୍ୱକପ୍‌ ହିରୋଙ୍କ ସନ୍ୟାସ

ଡବଲିନ,୧୮ା୬: ଭାରତରେ ଖେଳାଯାଇଥିବା ୨୦୧୧ ବିଶ୍ୱକପ୍‌ର ଏକ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଆୟର୍ଲାଣ୍ଡ ଆଗରେ ୩୨୮ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଥିଲା ଇଂଲଣ୍ଡ। ବଡ଼...

‘ଏମିତି କୁହ ନାହିଁ, ମୋତେ ବହୁତ୍‌ କଷ୍ଟ ହେଉଛି’;କାହିଁକି ଏମିତି କହିଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୮।୬: ଟିମ ଇଣ୍ଡିଆର ଅଫ ସ୍ପିନର ଆର ଅଶ୍ୱିନ ତାଙ୍କ ଟୁଇଟ୍‌ରେ ସଞ୍ଜୟ ମଞ୍ଜରେକରଙ୍କୁ ଏକ କଡା ଜବାବ ଦେଇଛନ୍ତି। ଅଶ୍ୱିନ ଟୁଇଟର୍‌ରେ ତାମିଲ ଚଳଚ୍ଚିତ୍ର...

ଆଇପିଏଲ ଫାଇନାଲର ଦୁଇ ଦିନ ପରେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୫।୬: ଆଗାମୀ ଟି୨୦ ବିଶ୍ୱକପ୍‌ ଭାରତରେ ହେବ ନାହିଁ। ୧୬ ଦଳକୁ ନେଇ ଖେଳାଯିବାକୁ ଥିବା ଇଭେଣ୍ଟ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ଖେଳାଯିବ। ଅକ୍ଟୋବର...

ସହାୟ ହେଉନି ଭାଗ୍ୟ

ସାଉଥାମ୍ପଟନ,୨୦।୬: ନ୍ୟୁଜିଲାଣ୍ଡର ବୋଲରଙ୍କ ସାମ୍ନାରେ ତାସ ଘର ଭଳି ଭୁଷୁଡ଼ି ପଡ଼ିଲା ତାରକା ଖଚିତ ଭାରତୀୟ ବ୍ୟାଟିଂ ଲାଇନ। ମାତ୍ର ୨୧୭ ରନ୍‌ରେ ସୀମିତ ରହିଥିଲା...

ପାକିସ୍ତାନ ଟି୨୦ ଦଳରେ ମୋଇନଙ୍କ ପୁଅ

କରାଚୀ,୫।୬(ପି.ଟି.): ଆଗାମୀ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପାକିସ୍ତାନ ଟି୨୦ ଦଳ ଘୋଷଣା କରିଛି। ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମଙ୍କୁ ଏଥିରେ...

ଅଲିମ୍ପିକ୍‌ରେ ସ୍ବର୍ଣ୍ଣ ଜିତିଲେ ମିଳିବ ୩ କୋଟି

ଚେନ୍ନାଇ,୨୬।୬: ଆଗାମୀ ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ରାଜ୍ୟର ଆଥ୍‌ଲେଟଙ୍କ ପାଇଁ ଶନିବାର ପୁରସ୍କାର ରାଶି ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌ କେ ଷ୍ଟାଲିନ। ସ୍ବର୍ଣ୍ଣ...

ଡୋପିଂ ଟେଷ୍ଟ ଲାଞ୍ଚ ମାମଲା: ଭାରୋତ୍ତୋଳକ ଚୁମାକ୍‌ ସସ୍‌ପେଣ୍ଡ

ଲାଉସାନେ, ୬ା୬(ଏପି)- ୟୁରୋପିଆନ ଓ୍ବେଟ୍‌ଲିଫ୍ଟିଂ ଚାମ୍ପିୟନ ଦିମିତ୍ରୋ ଚୁମାକ୍‌ଙ୍କୁ ସାମୟିକ ସସ୍‌ପେଣ୍ଡ କରାଯାଇଛି। ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ହୋଇଥିବା ଡୋପ୍‌ ଟେଷ୍ଟରୁ ସେ ନିଜକୁ ଦୂରେଇ...

ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍‌

କରୋନା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ସ୍ଥଗିତ ରଖାଯାଇଛି। ଏହି ଲିଗ ଅଧାରୁ ସ୍ଥଗିତ ରଖିବା ପରେ ଯାତ୍ରା ପ୍ରତିବନ୍ଧକ ଯୋଗୁ ଅଷ୍ଟ୍ରେଲିଆ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋପା ଆମେରିକା: କରୋନା ସତ୍ତ୍ୱେ ଆୟୋଜନକୁ ସୁପ୍ରିମକୋର୍ଟଙ୍କ ଅନୁମତି
Next Post Next post:
ଆଜି ୬ ଜିଲାରେ ପ୍ରବଳ ବର୍ଷିବ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts