E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋହଲିଙ୍କ ସବୁଠାରୁ ଭଲ ଗୁଣ କ’ଣ ଜାଣନ୍ତି: ପ୍ରଶଂସାରେ ଶତମୁଖ ହୋଇ ଏଭଳି କହିଲେ କୋଚ୍‌…
2:12 pmJune 5, 2021

ନୂଆଦିଲ୍ଲୀ,୫।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ। ଜୁନ୍‌ ୧୮ରୁ ଡବ୍ଲୁଟିସି ଫାଇନାଲ ଇଂଲଣ୍ଡରେ ଖେଳାଯିବ। ଏହି ମହାମୁକାବିଲା ପୂର୍ବରୁ ଭାରତୀୟ ଟିମ୍‌ର ବ୍ୟାଟିଂ କୋଚ୍‌ ବିକ୍ରମ ରାଠୋର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ସେ ତାଙ୍କର ବଡ଼ ଭଲଗୁଣ ବିଷୟରେ ଅବଗତ କରାଇଛନ୍ତି। କୋହଲି ଭିନ୍ନ-ଭିନ୍ନ ପରିସ୍ଥିତି ଅନୁଯାୟୀ ନିଜକୁ ଖାପ ଖୁଆଇ ନେଇଥାନ୍ତି। ଫଳରେ ସେ ଭଲ ପ୍ରଦର୍ଶନ କରିଥାନ୍ତି। ବ୍ୟାଟିଂରେ ସଫଳତାକୁ ନେଇ ତାଙ୍କୁ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରେ ଗଣାଯାଏ।

ରାଠୋର ଏକ ସାକ୍ଷାତକାରରେ କହିଛନ୍ତି, କୋହଲି ନିଶ୍ଚିତ ଭାବେ ଦୁନିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ। ତାଙ୍କ ରେକର୍ଡ କଥା କୁହେ। କୋହଲି ୨୦୧୬ରେ ୪ ଶତକ ମାରିବା ସହ ପାଖାପାଖି ୪୦ ଛକା ମାରିଥିଲେ। ତାଙ୍କର ଷ୍ଟ୍ରାଇକ୍‌ ରେଟ୍‌ ୧୫୦ରୁ ଅଧିକ ଥିଲା। ମୋଟାମୋଟି ଭାବେ ଦେଖିଲେ ସେ ନିଜକୁ ସବୁ ପରିସ୍ଥିତିରେ ନିଜକୁ ଖାପ ଖୁଆଇ ନିଅନ୍ତି। ପରିସ୍ଥିତି ଅନୁଯାୟୀ ବ୍ୟାଟିଂ କରିବା ତାଙ୍କର ସ୍ବତନ୍ତ୍ରତା ବୋଲି କୋଚ୍‌ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାରତୀୟ ପେସରଙ୍କ ନାମରେ ପ୍ରଥମ ସେସନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ପେସରଙ୍କ ନାମରେ ରହିଛି। ଖେଳ ଆରମ୍ଭ ହେବାର...

କ୍ରୀଡ଼ା ମହଲରେ ଶୋକ

ଚଣ୍ଡିଗଡ଼, ୨୦ା୬ (ପି.ଟି.)-ମିଲ୍‌ଖାଙ୍କ ଦେହାନ୍ତରେ କ୍ରୀଡ଼ା ମହଲରୁ ଶୋକବାର୍ତ୍ତାର ସୁଅ ଛୁଟିବାରେ ଲାଗିଛି। ପୂର୍ବତନ କ୍ରିକେଟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କଠାରୁ ଆରମ୍ଭ କରି କିମ୍ବଦନ୍ତୀ ଭାରତୀୟ...

ପ୍ରଥମ ପାଳିରେ ମାତ୍ର ୧୫ ରନ୍‌ ଅଲଆଉଟ୍‌ ହୋଇଯାଇଥିଲା ଏହି ଦଳ, ତଥାପି ୧୫୫ ରନ୍‌ରେ ଜିତିଥିଲା ମ୍ୟାଚ୍‌: ଜାଣନ୍ତୁ କେମିତି

କ୍ରିକେଟ ପଡ଼ିଆରେ ଅନେକ ସମୟରେ ଚମତ୍କାର ଘଟେ। ଅନେକ ମ୍ୟାଚ ଏପରି ଖେଳାଯାଇଛି ଯେତେବେଳେ ଏକ ଦଳର ପରାଜୟ ନିଶ୍ଚିତ ମନେହୁଏ, କିନ୍ତୁ ଏହା ସତ୍ତ୍ୱେ...

ଅଲିମ୍ପିକ୍‌ରେ ସ୍ବର୍ଣ୍ଣ ଜିତିଲେ ମିଳିବ ୩ କୋଟି

ଚେନ୍ନାଇ,୨୬।୬: ଆଗାମୀ ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ରାଜ୍ୟର ଆଥ୍‌ଲେଟଙ୍କ ପାଇଁ ଶନିବାର ପୁରସ୍କାର ରାଶି ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌ କେ ଷ୍ଟାଲିନ। ସ୍ବର୍ଣ୍ଣ...

ରେସଲର ସୁମିତ ଡୋପ୍‌ ଟେଷ୍ଟରେ ବିଫଳ

ନୂଆଦିଲ୍ଲୀ, ୫ା୬ (ପି.ଟି.): ଟୋକିଓ ଅଲିମ୍ପିକ୍ସ ହେବାକୁ ଆଉ କିଛି ସପ୍ତାହ ବାକି ରହିଥିବାବେଳେ ଏଥିରେ ଭାଗ ନେବାକୁଥିବା ଭାରତୀୟ ରେସ୍‌ଲର ସୁମିତ୍‌ ମଲିକ ଡୋପ୍‌...

ଐତିହାସିକ ମୁକାବିଲାରେ ଭାରତକୁ ସମର୍ଥନ କରିବା ଲାଗି ସାଉଥାମ୍ପଟନ ପହଞ୍ଚିଲେ ଏହି ବଲିଉଡ୍‌ ଷ୍ଟାର; ଫଟୋ ଶେୟାର କରି..

ସାଉଥମ୍ପାଟନ,୧୯।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମୁକାବିଲାକୁ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍‌ ବଢ଼ିବାରେ ଲାଗିଛି। ମହାମାରୀ କରୋନା କାରଣରୁ ଏଜେସ ବାଉଲ...

ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍‌: ଦ୍ୱିଶତକ ମାରିଲେ ମାଲାମାଲ୍‌

ଭାରତୀୟ କ୍ରିକେଟ୍‌ କଣ୍ଟ୍ରେଲ୍‌ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍‌ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ସିଡେଡ୍‌ ଖେଳାଳିଙ୍କ ଅଗ୍ରଗତି

ପ୍ୟାରିସ୍‌,୨।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ମଙ୍ଗଳବାର ତୃତୀୟ ଦିବସରେ ପହଞ୍ଚିଛି। ଉଭୟ ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଅଗ୍ରଗତି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…
Next Post Next post:
କଥା ରଖିଲେ ସଲମାନ, ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟକୁ ପଠାଇଲେ ଟଙ୍କା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts