E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଅଭ୍ୟାସ ପାଇଁ ସମୟ ନ ଥିବାରୁ ଚିନ୍ତିତ ନୁହେଁ : କୋହଲି
9:25 pmJune 2, 2021

ମୁମ୍ବାଇ,୨।୬ : ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏଥି ପୂର୍ବରୁ ଅଭ୍ୟାସ ପାଇଁ ଭାରତୀୟ ଖେଳାଳିଙ୍କ ହାତରେ ଯଥେଷ୍ଟ ସମୟ ନାହିଁ। ହେଲେ ଏଥି ନେଇ ଆମେ ଚିନ୍ତିତ ନୁହେଁ। ଇଂଲଣ୍ଡରେ ଖେଳିବାର ଅଭିଜ୍ଞତା ଆମ ପଖରେ ଅଛି। ଏଣୁ ସେତେଟା ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ ବୋଲି ଇଂଲଣ୍ଡ ଗସ୍ତ ପୂର୍ବରୁ ବୁଧବାର ଆୟୋଜିତ ଖବରଦାତା ସମ୍ମିନଳନୀରେ ଅଧିନାୟକ ବିରାଟ କୋହଲି କହିଛନ୍ତି।

ଆମେ ପ୍ରଥମଥର ପାଇଁ ଇଂଲଣ୍ଡରେ ଖେଳିବାକୁ ଯାଉନୁ। ସେଠାକାର ସ୍ଥିତି ସମ୍ପର୍କରେ ଆମକୁ ଜଣାଅଛି। ମ୍ୟାଚ୍‌ ପୂର୍ବରୁ ମାତ୍ର ୪ଟି ପ୍ରାକ୍ଟିସ ସେସନର ସୁବିଧା ମିଳିବ। ମୋ ମତରେ ତାହା ଯଥେଷ୍ଟ। ଇଂଲଣ୍ଡରେ ଆମେ ସମସ୍ତେ ପୂର୍ବରୁ ଖେଳିଛୁ। ଦୀର୍ଘଦିନ ଧରି ଆମେ ଭଲ ପ୍ରଦର୍ଶନ କରି ଫାଇନାଲରେ ସ୍ଥାନ ପାଇଛୁ। ଭଲ ଖେଳିବା ଉପରେ ଆମେ ଧ୍ୟାନ ଦେବୁ। ଅଷ୍ଟ୍ରେଲିଆ ଆମେ ସିରିଜ ଜିତିଛୁ। ତେଣୁ ଯେକୌଣସି ଭେନ୍ୟୁରେ ବିଜୟୀ ହୋଇପାରିବୁ ବୋଲି କୋହଲି କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଜାଡେଜା ନମ୍ବର ଓ୍ବାନ ଟେଷ୍ଟ ଅଲ୍‌ରାଉଣ୍ଡର

ଦୁବାଇ, ୨୪ା୬ (ପି.ଟି.)-ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍‌ଡରଙ୍କୁ ହଟାଇ ଭାରତର ରବୀନ୍ଦ୍ର ଜାଡେଜା ବିଶ୍ୱର ନମ୍ବର ଓ୍ବାନ ଅଲ୍‌ରାଉଣ୍ଡର ହୋଇଛନ୍ତି।...

ଅନୁରୋଧ ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ଅଭ୍ୟାସ ମ୍ୟାଚ୍‌

ମୁମ୍ବାଇ,୨୬।୬: ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ହାତରେ ପ୍ରାୟ ୪୦ ଦିନ ରହିଛି। ଏହି...

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଏହି କ୍ରିକେଟର୍‌: ସ୍ତ୍ରୀ ହେଲେ ଭାବୁକ

ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଫାଫ୍‌ ଡୁପ୍ଲେସିସ୍‌ ପାକିସ୍ତାନ ସୁପର୍‌ ଲିଗ୍‌ର ଏକ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ଆହତ ହୋଇଯାଇଛନ୍ତି। ଏବେ ତାଙ୍କୁ...

ଆଇପିଏଲର ବଳକା ମ୍ୟାଚ୍‌ରେ ନ ଖେଳିପାରନ୍ତି ବହୁ ଅନ୍ତର୍ଜାତୀୟ ତାରକା

ନୂଆଦିଲ୍ଲୀ, ୧।୬: ଆଇପିଏଲ-୧୪’ର ବଳକା ୩୧ ମ୍ୟାଚ୍‌ ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଏଇଠାରେ ଖେଳାଯିବ। କିନ୍ତୁ ଏହି ମ୍ୟାଚ୍‌ଗୁଡ଼ିକରେ ବହୁ ଅନ୍ତର୍ଜାତୀୟ ତାରକା...

ମାଳବିକା ଜିତିଲେ ଟାଇଟଲ

  କନାସ୍‌ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆରଏସ୍‌ଏଲ୍‌ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ...

ୟୁରୋ କପ୍‌ ଫୁଟ୍‌ବଲ: ଇଂଲଣ୍ଡ-ସ୍କଟ୍‌ଲାଣ୍ଡ ମ୍ୟାଚ ଡ୍ର

ଲଣ୍ଡନ, ୨୦।୬(ଏପି)- ୟୁରୋ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ-ସ୍କଟ୍‌ଲାଣ୍ଡ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ପ୍ରିମିୟର ଲିଗ୍‌ର ଟପ୍‌ ସ୍କୋରର ହାରି କେନ୍‌ ଏଠାରେ ଇଂଲଣ୍ଡ...

ଟୋକିଓ ଅଲିମ୍ପିକ୍ସ: ଛୁଟି ନେଲେ କ୍ଳାନ୍ତ ଟୋକିଓ ଗଭର୍ନର

ଟୋକିଓ,୨୪।୬: ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ଠିକ୍‌ ମାସେ ରହିଥିବା ବେଳେ ଟୋକିଓ ଗଭର୍ନର ୟୁରିକୋ କୋଇକେ ଛୁଟି ନେଇଛନ୍ତି। ଅତ୍ୟଧିକ ମାତ୍ରାରେ କ୍ଲାନ୍ତ ହୋଇଥିବାରୁ...

ଡବ୍ଲ୍ୟଟିସି ପୂର୍ବରୁ ଭାରତକୁ ଶକ୍ତ ଧକ୍କା

ସାଉଥାମ୍ପଟନ,୧୩।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଛି ଶକ୍ତ ଧକ୍କା। ବିରାଟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ
Next Post Next post:
କବାଟ ଖୋଲିଲେ ମୃତ୍ୟୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts