E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଅଭ୍ୟାସ ପାଇଁ ସମୟ ନ ଥିବାରୁ ଚିନ୍ତିତ ନୁହେଁ : କୋହଲି
9:25 pmJune 2, 2021

ମୁମ୍ବାଇ,୨।୬ : ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏଥି ପୂର୍ବରୁ ଅଭ୍ୟାସ ପାଇଁ ଭାରତୀୟ ଖେଳାଳିଙ୍କ ହାତରେ ଯଥେଷ୍ଟ ସମୟ ନାହିଁ। ହେଲେ ଏଥି ନେଇ ଆମେ ଚିନ୍ତିତ ନୁହେଁ। ଇଂଲଣ୍ଡରେ ଖେଳିବାର ଅଭିଜ୍ଞତା ଆମ ପଖରେ ଅଛି। ଏଣୁ ସେତେଟା ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ ବୋଲି ଇଂଲଣ୍ଡ ଗସ୍ତ ପୂର୍ବରୁ ବୁଧବାର ଆୟୋଜିତ ଖବରଦାତା ସମ୍ମିନଳନୀରେ ଅଧିନାୟକ ବିରାଟ କୋହଲି କହିଛନ୍ତି।

ଆମେ ପ୍ରଥମଥର ପାଇଁ ଇଂଲଣ୍ଡରେ ଖେଳିବାକୁ ଯାଉନୁ। ସେଠାକାର ସ୍ଥିତି ସମ୍ପର୍କରେ ଆମକୁ ଜଣାଅଛି। ମ୍ୟାଚ୍‌ ପୂର୍ବରୁ ମାତ୍ର ୪ଟି ପ୍ରାକ୍ଟିସ ସେସନର ସୁବିଧା ମିଳିବ। ମୋ ମତରେ ତାହା ଯଥେଷ୍ଟ। ଇଂଲଣ୍ଡରେ ଆମେ ସମସ୍ତେ ପୂର୍ବରୁ ଖେଳିଛୁ। ଦୀର୍ଘଦିନ ଧରି ଆମେ ଭଲ ପ୍ରଦର୍ଶନ କରି ଫାଇନାଲରେ ସ୍ଥାନ ପାଇଛୁ। ଭଲ ଖେଳିବା ଉପରେ ଆମେ ଧ୍ୟାନ ଦେବୁ। ଅଷ୍ଟ୍ରେଲିଆ ଆମେ ସିରିଜ ଜିତିଛୁ। ତେଣୁ ଯେକୌଣସି ଭେନ୍ୟୁରେ ବିଜୟୀ ହୋଇପାରିବୁ ବୋଲି କୋହଲି କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ପେରେଜଙ୍କୁ ଦ୍ୱିତୀୟ ଫର୍ମୁଲା ଓ୍ବାନ ଟାଇଟଲ

ବାକୁ, ୭ା୬: ରେଡ୍‌ ବୁଲ୍‌ର ସର୍ଗିଓ ପେରେଜ ଆଜରବୈଜାନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ଆଷ୍ଟନ ମାର୍ଟିନର ସେବାଷ୍ଟିଆନ ଭେଟେଲ ଓ...

୧୮ ବର୍ଷରୁ କମ୍‌ ଜାତୀୟ ଚେସ୍‌ରେ ଓଡ଼ିଶାରୁ ୮ ଭାଗନେବେ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ୧୮ ବର୍ଷରୁ କମ୍‌ ବାଳିକା ଏବଂ ଓପନ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ ଉଦ୍‌ଯାପିତ ହୋଇଯାଇଛି। ଏହାର ବାଳିକା ବର୍ଗରେ କଟକର...

ଓସାକାଙ୍କୁ ଟେନିସ ଖେଳାଳି, ଅନ୍ୟ କ୍ରୀଡ଼ାବିତ୍‌ଙ୍କ ସମର୍ଥନ

ପ୍ୟାରିସ୍‌,୨।୬(ଏପି): ଡିପ୍ରେସନ କାରଣରୁ ଫ୍ରେଞ୍ଚ୍‌ ଓପନରୁ ଓହରିଯିବାକୁ ନାଓମି ଓସାକା ନେଇଥିବା ନିଷ୍ପତ୍ତିକୁ ଅନ୍ୟ ଟେନିସ ତାରକା ଓ କ୍ରୀଡ଼ାବିତ୍‌ମାନେ ସମର୍ଥନ କରିଛନ୍ତି। ଅଭିଜ୍ଞ ମହିଳା...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଶ୍ରେଷ୍ଠ ବୋଲର ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା...

ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ

ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ...

କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟ୍‌ରେ ଉରୁଗୁଏ, ପାରାଗୁଏ

ସାଓ ପାଉଲୋ,୨୬।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଉରୁଗୁଏ ଓ ପାରାଗୁଏ ନକ୍‌ଆଉଟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି। ଗ୍ରୁପ୍‌ ଏ’ରେ ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ଗୁଡିକରେ ଏହି...

ମନୀଷ କୁମାର ଜାତୀୟ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ମନୀଷ କୁମାର ଜାତୀୟ ୧୮ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ୧୧ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ
Next Post Next post:
କବାଟ ଖୋଲିଲେ ମୃତ୍ୟୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts