E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋହଲି କହିଲେ ଭୁଲ ହେଲା କେଉଁଠି; ଚତୁର୍ଥ ଦ୍ରୁତ ବୋଲର୍‌ ନ ଖେଳାଇବା ପଛରେ ଥିଲା କି ଉଦ୍ଦେଶ୍ୟ
2:10 pmJune 24, 2021

ସାଉଥାମ୍ପଟନ,୨୪।୬: ଡବ୍ଲୁଟିସିର ପ୍ରଥମ ସଂସ୍କରଣରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଭାରତକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ଦୀର୍ଘ ୯୧ ବର୍ଷରେ ନ୍ୟୁଜିଲାଣ୍ଡ ପ୍ରଥମଥର ପାଇଁ କୌଣସି ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ବିଶ୍ୱକପ୍‌ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛି। ଅପରପକ୍ଷେ କୌଣସି ଉଇକେଟ ଯୋଡ଼ିରେ ବଡ଼ ଭାଗୀଦାରି ଗଢ଼ି ନ ପାରି ଭାରତ ସୁଯୋଗ ହାତଛଡ଼ା କରିଥିଲା। ଫଳରେ ୨୦୧୩ ପରଠାରୁ ଆଇସିସିର ପ୍ରମୁଖ ଟାଇଟଲ ହାସଲ କରିବାରେ ବିଫଳ ହୋଇଛି ଦଳ। ଏନେଇ ପ୍ରତିକ୍ରିୟା ରଖିଛନ୍ତି ଅଧିନାୟକ ବିରାଟ କୋହଲି। ସେ କହିଛନ୍ତି, ଯଦି ପାଗ ଅନୁକୂଳ ରହିଥାନ୍ତା ତେବେ ଆଉ କିଛି ଦିନ କ୍ରିକେଟ ଖେଳାଯାଇପାରିଥାନ୍ତା। ଏଥିରେ ସ୍ପିନରମାନେ ନିଜର କମାଲ ଦେଖାଇଥାନ୍ତେ। ଦଳରେ ପରିବର୍ତ୍ତନର ଆବଶ୍ୟକତା ନ ଥିଲା। କାରଣ ସର୍ବଶ୍ରେଷ୍ଠ ଏକାଦଶ ସହ ଦଳ ମଇଦାନକୁ ଓହ୍ଲାଇଥିଲା। ଏହାଛଡ଼ା ୩ ଦ୍ରୁତ ବୋଲର ଏବଂ ୨ ସ୍ପିନରଙ୍କୁ ଖେଳାଇବା ପ୍ରଶ୍ନରେ ସେ କହିଛନ୍ତି, ଆମେ ଏକମତ ହୋଇ ଏକାଦଶ ଚୟନ କରିଥିଲୁ। ଆମେ ସବୁ କ୍ଷେତ୍ରକୁ କଭର କରିବାକୁ ଚାହୁଁଥିଲୁ। ଉଇକେଟ ଆଉ ଟିକେ ଶୁଖିଥିଲେ ସ୍ପିନରଙ୍କୁ ଲାଭ ମିଳିଥାନ୍ତା। ଆମେ ଯେଉଁ ଖେଳାଳିଙ୍କୁ ନେଇ ପଡ଼ିଆକୁ ଓହ୍ଲାଇଥିଲୁ ସେମାନେ ବିଭିନ୍ନ ପରିସ୍ଥିତିରେ ଖେଳିବାରେ ସଫଳ ହୋଇଛନ୍ତି। ହେଲେ ଦଳରେ ଦ୍ରୁତ ବୋଲର ଅଲରାଉଣ୍ଡରର ଆବଶ୍ୟକତା ରହିଥିଲା ବୋଲି ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଶ୍ରୀନିବାସନଙ୍କ ଝିଅ ରୂପା ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ, ୪ା୬ (ପି.ଟି.)-‘ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ’ ଅଭିଯୋଗରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ପୂର୍ବତନ ସଭାପତି ଏନ୍‌. ଶ୍ରୀନିବାସନଙ୍କ ଝିଅ ରୂପା ଗୁରୁନାଥ ଦୋଷୀ...

ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା...

ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌!

ଇସଲମାବାଦ,୨।୬: ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ପ୍ରଶଂସକଙ୍କ ପାଇଁ ବହୁତ ଖୁସି ଖବର ଅଛି । ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ ବାବର ଆଜମ ଏଥିରେ ନିୟୋଜିତ...

କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ...

ସେହ୍ବାଗଙ୍କ କ୍ୟାରିୟର ଶେଷ କରିଦେଇଥିଲେ ଧୋନୀ! ପ୍ରଶଂସକଙ୍କ ଏଭଳି ଯୁକ୍ତିରେ ପୂର୍ବତନ ଓପନର୍‌ କହିଲେ…

ନୂଆଦିଲ୍ଲୀ,୧୮।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ବିସ୍ଫୋରକ ଓପନର୍‌ ବିରେନ୍ଦ୍ର ସେହ୍ବାଗ ଏବଂ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ମଧ୍ୟରେ ବିବାଦ ନେଇ ଅନେକ...

ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ

ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ...

ଓଡ଼ିଶାରୁ ବୀରେନ୍ଦ୍ର, ଅମିତ ସାମିଲ

ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି): ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଦଳ ଘୋଷିତ ହୋଇଛି।...

ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଜାଡେଜା ନମ୍ବର ଓ୍ବାନ ଟେଷ୍ଟ ଅଲ୍‌ରାଉଣ୍ଡର

ଦୁବାଇ, ୨୪ା୬ (ପି.ଟି.)-ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍‌ଡରଙ୍କୁ ହଟାଇ ଭାରତର ରବୀନ୍ଦ୍ର ଜାଡେଜା ବିଶ୍ୱର ନମ୍ବର ଓ୍ବାନ ଅଲ୍‌ରାଉଣ୍ଡର ହୋଇଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…
Next Post Next post:
ଧଳା କେଶ ପୁଣି ହେବ କଳା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts