E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

୨ ବଲ୍‌ରେ ୨୧ ରନ୍‌: ଏକଦା ପାକିସ୍ତାନୀ ବୋଲରଙ୍କ ଲୟ ଭାଙ୍ଗି ଦେଇଥିଲେ ସେହ୍ବାଗ; ଦେଖନ୍ତୁ ଭିଡିଓ…
7:21 pmJune 8, 2021

ନୂଆଦିଲ୍ଲୀ,୮।୬: ନିଜ ସମୟର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ଜଣେ ଥିଲେ ଭାରତର ପୂର୍ବ ଓପନର୍‌ ବିରେନ୍ଦ୍ର ସେହ୍ବାଗ। କ୍ରିକେଟର ସମସ୍ତ ଫର୍ମାଟରେ ସେ ଚମକାଇବା ଭଳି ପାଳି ଖେଳିଛନ୍ତି। ବିଶେଷକରି ପ୍ରାରମ୍ଭରୁ ବିରୋଧୀ ବୋଲରଙ୍କୁ ଆକ୍ରମଣ କରିବାକୁ ସେ ପସନ୍ଦ କରୁଥିଲେ। ଫଳରେ ଅନେକ ଥର ସେ ଚୌକା ମାରି ନିଜ ପାଳି ଆରମ୍ଭ କରୁଥିଲେ।

ପ୍ରଥମ ବଲ୍‌ରେ ଚୌକା ମାରିବାକୁ ଭଲପାଉଥିବା ସେହ୍ବାଗ ଏକଦା ୨ ବଲ୍‌ରେ ୨୧ ରନ୍‌ ମାରିଥିଲେ। ୨୦୦୪ ମାର୍ଚ୍ଚ ୧୩ରେ ପାକିସ୍ତାନ ବିପକ୍ଷରେ ସେ ଏଭଳି କାରନାମା କରିଥିଲେ। ପୂର୍ବ ଦ୍ରୁତ ବୋଲର ରାଣା ନାଭେଦ ଉଲ ହସନ ୧୧ତମ ଓଭରରେ ବୋଲିଂ ପାଇଁ ଆସିଥିଲେ। ସେ ନୋ ବଲ୍‌ରୁ ଓଭର ଆରମ୍ଭ କରିଥିଲେ। ଏଥିରେ ଚୌକା ମାରିଥିଲେ ସେହ୍ବାଗ। ପରବର୍ତ୍ତୀ ବଲ୍‌ରେ ନୋ ବଲ୍‌ ହେବା ବେଳେ ସେହ୍ବାଗ ଆଉ ଏକ ଚୌକା ମାରିଥିଲେ। ଏହାପରେ ପୁଣି ତୃତୀୟ ବଲ୍‌ ନୋ ବଲ୍‌ ଏବଂ ସେହ୍ବାଗ ଚୌକା ମାରିଥିଲେ। ଏହି ୩ ବଲ୍‌ ପରେ ରାଣା ଲିଗାଲ୍‌ ବଲ୍‌ ପକାଇଥିଲେ। ଏଥିରେ ରନ୍‌ ଆସି ନ ଥିଲା। ପରେ ୨ ନୋ ବଲ୍‌(ଗୋଟିଏରେ ଚୌକା, ଗୋଟିଏରେ ଶୂନ ରନ୍‌) ହୋଇଥିଲା। ଏଭଳି ଭାବେ ବ୍ୟାଟ୍‌ରୁ ୧୬ ଏବଂ ନୋ ବଲ୍‌ ପାଇଁ ୫ ରନ୍‌ କରିଥିଲେ ସେ। ଅପରପକ୍ଷେ ରାଣାଙ୍କ ଏହି ଓଭର ଅନ୍ତରାଷ୍ଟ୍ରୀୟ କ୍ରିକେଟ ଇତିହାସରେ ନୋ ବଲ୍‌ର ସବୁଠାରୁ ଖରାପ ଓଭରରୁ ଗୋଟିଏ ପାଲଟିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଅଶ୍ୱିନଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପାକିସ୍ତାନର ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୬: ଖୁବ୍‌ କମ୍‌ ମ୍ୟାଚ୍‌ରେ ୪୦୦ ଟେଷ୍ଟ ଉଇକେଟ ହାସଲ କରିଥିବା ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ନାମରେ ଆସିଛି ସାଙ୍ଘାତିକ ଅଭିଯୋଗ। ବର୍ତ୍ତମାନ ସର୍ବଶ୍ରେଷ୍ଠ...

ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସ ଖେଳିବେନି ନାଡାଲ

ମାଡ୍ରିଡ୍‌, ୧୮ା୬ (ଏପି)-ସ୍ବାସ୍ଥ୍ୟଗତ କାରଣ ଦୃଷ୍ଟିରୁ କ୍ଲେ-କୋର୍ଟ ରାଜା ରାଫାଲ ନାଡାଲ ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ। ନାଡାଲ ଗତ ମାସରେ...

ଆଉ ଲୋଡ଼ା ୪୬ ରନ୍‌; ଏହି ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ ଜାଡେଜା, ଅଲରାଉଣ୍ଡର ଭାବେ…

ନୂଆଦିଲ୍ଲୀ,୧୭।୬: କ୍ରିକେଟ ଫର୍ମାଟରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜ ଖେଳକୁ ଅଧିକ ଉନ୍ନତ କରିଛନ୍ତି। ବାମହାତୀ ସ୍ପିନ୍‌ ସହ ନିମ୍ନ କ୍ରମରେ ଆସି ରନ୍‌ ଯୋଡ଼ିବାର...

କ୍ରେଜିକୋଭାଙ୍କୁ ଡବଲ ଟାଇଟଲ

ପ୍ୟାରିସ, ୧୪।୬-ଚେକ୍‌ ରିପବ୍ଲିକ୍‌ର ବାର୍ବୋରା କ୍ରେଜିକୋଭା ରବିବାର ଶେଷ ହୋଇଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ଡବଲ ଟାଇଟଲ ବିଜୟୀ ହୋଇଛନ୍ତି। ପୂର୍ବରୁ ମହିଳା ସିଙ୍ଗଲ୍ସ...

ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ହେଲେ ମାଷ୍ଟର ବ୍ଲାଷ୍ଟର…

ନୂଆଦିଲ୍ଲୀ,୨୦।୬: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍‌ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ...

ଓସାକାଙ୍କୁ ଟେନିସ ଖେଳାଳି, ଅନ୍ୟ କ୍ରୀଡ଼ାବିତ୍‌ଙ୍କ ସମର୍ଥନ

ପ୍ୟାରିସ୍‌,୨।୬(ଏପି): ଡିପ୍ରେସନ କାରଣରୁ ଫ୍ରେଞ୍ଚ୍‌ ଓପନରୁ ଓହରିଯିବାକୁ ନାଓମି ଓସାକା ନେଇଥିବା ନିଷ୍ପତ୍ତିକୁ ଅନ୍ୟ ଟେନିସ ତାରକା ଓ କ୍ରୀଡ଼ାବିତ୍‌ମାନେ ସମର୍ଥନ କରିଛନ୍ତି। ଅଭିଜ୍ଞ ମହିଳା...

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ...

ଆଡ୍‌ହକ କମିଟିର ନୂଆ ଚେୟାରମ୍ୟାନ ହେଲେ ଦିଲୀପ ତିର୍କୀ

ଭୁବନେଶ୍ୱର,୧୮।୬: ଓଡ଼ିଶା ହକିର ପରିଚାଳନା ପାଇଁ ହକି ଇଣ୍ଡିଆ ଶୁକ୍ରବାର ଏକ ଆଡ୍‌ହକ୍‌ କମିଟି ଗଠନ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ତଥା ପଦ୍ମଶ୍ରୀ ଦିଲୀପ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମିଥ୍ୟା ଜାତିଗତ ପ୍ରମାଣପତ୍ର ପାଇଁ ଫସିଲେ ଏମ୍‌ପି
Next Post Next post:
କରୋନା ତୃତୀୟ ଲହର ଚିନ୍ତା: ପ୍ରଭାବିତ ହୋଇପାରନ୍ତି ଶିଶୁ; ପୂର୍ବରୁ ପ୍ରସ୍ତୁତ ରହିବା ଉପରେ ମୁଖ୍ୟମନ୍ତ୍ରୀ ଦେଲେ ଗୁରୁତ୍ୱ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts