E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

୧୧୨ ବଲ୍‌ ଖେଳି କରିଥିଲେ ୧୯ ରନ୍‌; ସେହ୍ବାଗ କହିଲେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’
4:14 pmJune 23, 2021

ନୂଆଦିଲ୍ଲୀ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ଖେଳ ଦେଖି ନିଦ ଆସୁଥିବା କହିଛନ୍ତି ଭାରତୀୟ ଟିମ୍‌ର ପୂର୍ବ ଓପନର ବିରେନ୍ଦ୍ର ସେହ୍ବାଗ। ମଙ୍ଗଳବାର ପଞ୍ଚମ ଦିନରେ ଓ୍ବିଲିୟମସନ ୧୭୭ ବଲ୍‌ରେ ୬ ଚୌକା ସହାୟତାରେ ୪୯ରନ୍‌ କରିଥିଲେ। ୧୨ରୁ ଖେଳ ଆରମ୍ଭ କରିଥିବା ଓ୍ବିଲିୟମସନ ଈଶାନ୍ତଙ୍କ ଦ୍ୱାରା ଆଉଟ୍‌ ହୋଇଥିଲେ।

ଏକ ସମୟରେ ଓ୍ବିଲିୟମସନ ୧୧୨ ବଲ୍‌ରେ କେବଳ ୧୯ ରନ୍‌ କରିଥିଲେ। ଏହି ସମୟରେ ସେ କେବଳ ଦୁଇଟି ଚୌକା ମାରିଥିଲେ। ତାଙ୍କର ଷ୍ଟ୍ରାଇକ୍‌ ରେଟ୍‌ ୧୬.୯୬ ରହିଥିଲା। ଏହି ଧିମା ପାଳି ଦେଖି ସେହ୍ବାଗଙ୍କୁ ନିଦ ଆସିବା ଭଳି ଲାଗିଥିଲା। ଏହାକୁ ନେଇ ସେ ନିଜର ମଜାଳିଆ ସ୍ବଭାବରେ ଟୁଇଟ୍‌ କରି ଚର୍ଚ୍ଚାକୁ ଆସିଥିଲେ।

ସେହ୍ବାଗ ଏକ ଛୋଟ କୁକୁରର ଭିଡିଓ ଶେୟାର କରି ‘ଆଜି ପିଚ୍‌ରେ ଓ୍ବିଲିୟମସନ୍‌’ ବୋଲି ଲେଖିଥିଲେ। ଭିଡିଓର ବ୍ୟାକ୍‌ଗ୍ରାଉଣ୍ଡରେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’ ଗୀତ ବାଜୁଥିଲା। ଏହା ବେଶ୍‌ ଭାଇରାଲ ହେବା ସହ ପ୍ରଶଂସକମାନେ ଭଳିକି ଭଳି ପ୍ରତିକ୍ରିୟା ଦେଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ବ୍ୟାଟିଂ କୋଚ୍‌ ପଦବୀ ଛାଡ଼ିଲେ ୟୁନିସ ଖାଁ

କରାଚୀ, ୨୩ା୬(ପି.ଟି.)-ପୂର୍ବତନ ଅଧିନାୟକ ୟୁନିସ ଖାଁ ମଙ୍ଗଳବାର ପାକିସ୍ତାନ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ପଦବୀରୁ ଆକସ୍ମିକ ଓହରିଯାଇଛନ୍ତି। ତାଙ୍କର ଏହି ନିଷ୍ପତ୍ତିର କାରଣ ଯଦିଓ...

୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ବାହାରିଲା ଭାରତୀୟ ଦଳ

ମୁମ୍ବାଇ,୩।୬: ଭାରତୀୟ ପୁରୁଷ କ୍ରିକେଟ ଦଳ ୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ଗୁରୁବାର ବାହାରିଛି। ଉଭୟ ମହିିଳା ଏବଂ ପୁରୁଷ ଦଳ ଏକ ଗସ୍ତରେ ଯାଇଛନ୍ତି।...

ଭାରତକୁ ଆଶା ଦେଲେ ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ରୋମାଞ୍ଚକ ମୋଡ଼ ନେଉଛି। ୧୩୯ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ନ୍ୟୁଜିଲାଣ୍ଡକୁ ଡବଲ୍‌ ଝଟକା ଦେଇଛନ୍ତି ଅଭିଜ୍ଞ...

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍‌ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି...

ଫ୍ରେଞ୍ଚ୍‌ ଓପନରୁ ଓହରିଲେ ଓସାକା: ମାନସିକ ଅବସାଦ କାରଣରୁ ନିଷ୍ପତ୍ତି ନେଲେ

ପ୍ୟାରିସ୍‌,୨।୬(ଏପି): କ୍ରୀଡ଼ାରେ ମାନସିକ ଅବସାଦ ତଥା ଦୁଶ୍ଚିନ୍ତାର ପ୍ରଭାବ ରହିବା ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରୀଡ଼ାବିତ୍‌, କ୍ରିକେଟର ମାନସିକ ଅବସାଦ ପାଇଁ ଖେଳ...

ଭାରତୀୟ ଖେଳାଳିଙ୍କ ହାତରେ ସ୍ବତନ୍ତ୍ର ଆର୍ମବ୍ୟାଣ୍ଡ

ସାଉଥାମ୍ପଟନ,୧୯।୬: ଶୁକ୍ରବାର ରାତିରେ କରୋନା ପରବର୍ତ୍ତୀ ସ୍ବାସ୍ଥ୍ୟ ସମସ୍ୟା କାରଣରୁ ପ୍ରାଣ ହରାଇଛନ୍ତି ‘ଫ୍ଲାଇଂ ଶିଖ’ ଭାବେ ଜଣାଶୁଣା ଅଲିମ୍ପିଆନ ମିଲ୍‌ଖା ସିଂ। ତାଙ୍କୁ ସମ୍ମାନ...

ଖେଳାଇ ଦେଉନି ୟୁକେର ପାଗ

ସାଉଥାମ୍ପଟନ, ୧୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଦିନକୁ ବର୍ଷା ଧୋଇ ଦେବା ପରେ ପର୍ଯ୍ୟାପ୍ତ ଆଲୋକ ଅଭାବରୁ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା...

ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ଭିନୁ ମଙ୍କଡ଼

ଦୁବାଇ, ୧୪ା୬ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ହଲ୍‌ ଅଫ୍‌ ଫେମ୍‌ ତାଲିକାରେ ରବିବାର ଖେଳର ୧୦ଜଣ ଆଇକନ୍‌ଙ୍କୁ ସାମିଲ କରାଯାଇଛି। ୫ଟି ଯୁଗର ୨ଜଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌
Next Post Next post:
କରୋନାକୁ ନେଇ ଏହି ଦେଶର ଚିନ୍ତା ନାହିଁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts