E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

୧୧୨ ବଲ୍‌ ଖେଳି କରିଥିଲେ ୧୯ ରନ୍‌; ସେହ୍ବାଗ କହିଲେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’
4:14 pmJune 23, 2021

ନୂଆଦିଲ୍ଲୀ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ଖେଳ ଦେଖି ନିଦ ଆସୁଥିବା କହିଛନ୍ତି ଭାରତୀୟ ଟିମ୍‌ର ପୂର୍ବ ଓପନର ବିରେନ୍ଦ୍ର ସେହ୍ବାଗ। ମଙ୍ଗଳବାର ପଞ୍ଚମ ଦିନରେ ଓ୍ବିଲିୟମସନ ୧୭୭ ବଲ୍‌ରେ ୬ ଚୌକା ସହାୟତାରେ ୪୯ରନ୍‌ କରିଥିଲେ। ୧୨ରୁ ଖେଳ ଆରମ୍ଭ କରିଥିବା ଓ୍ବିଲିୟମସନ ଈଶାନ୍ତଙ୍କ ଦ୍ୱାରା ଆଉଟ୍‌ ହୋଇଥିଲେ।

ଏକ ସମୟରେ ଓ୍ବିଲିୟମସନ ୧୧୨ ବଲ୍‌ରେ କେବଳ ୧୯ ରନ୍‌ କରିଥିଲେ। ଏହି ସମୟରେ ସେ କେବଳ ଦୁଇଟି ଚୌକା ମାରିଥିଲେ। ତାଙ୍କର ଷ୍ଟ୍ରାଇକ୍‌ ରେଟ୍‌ ୧୬.୯୬ ରହିଥିଲା। ଏହି ଧିମା ପାଳି ଦେଖି ସେହ୍ବାଗଙ୍କୁ ନିଦ ଆସିବା ଭଳି ଲାଗିଥିଲା। ଏହାକୁ ନେଇ ସେ ନିଜର ମଜାଳିଆ ସ୍ବଭାବରେ ଟୁଇଟ୍‌ କରି ଚର୍ଚ୍ଚାକୁ ଆସିଥିଲେ।

ସେହ୍ବାଗ ଏକ ଛୋଟ କୁକୁରର ଭିଡିଓ ଶେୟାର କରି ‘ଆଜି ପିଚ୍‌ରେ ଓ୍ବିଲିୟମସନ୍‌’ ବୋଲି ଲେଖିଥିଲେ। ଭିଡିଓର ବ୍ୟାକ୍‌ଗ୍ରାଉଣ୍ଡରେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’ ଗୀତ ବାଜୁଥିଲା। ଏହା ବେଶ୍‌ ଭାଇରାଲ ହେବା ସହ ପ୍ରଶଂସକମାନେ ଭଳିକି ଭଳି ପ୍ରତିକ୍ରିୟା ଦେଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ୟୁରୋକପ୍‌ ଫୁଟ୍‌ବଲ: ପର୍ତ୍ତୁଗାଲକୁ ହରାଇଲା ଜର୍ମାନୀ

ମ୍ୟୁନିକ,୨୧।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଗତଥର ଚାମ୍ପିୟନ ପର୍ତ୍ତୁଗାଲ ୨-୪ ଗୋଲରେ ଜର୍ମାନୀଠାରୁ ପରାସ୍ତ ହୋଇଛି। ଶନିବାର ଗ୍ରୁପ୍‌ ଏଫ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପର୍ତ୍ତୁଗାଲ...

କୋପା ଆମେରିକା: କରୋନା ସତ୍ତ୍ୱେ ଆୟୋଜନକୁ ସୁପ୍ରିମକୋର୍ଟଙ୍କ ଅନୁମତି

ସାଓ ପାଉଲୋ,୧୨।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆୟୋଜନ ନେଇ ପଥ ପରିଷ୍କାର ହୋଇଛି। କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ବ୍ରାଜିଲ ସୁପ୍ରିମକୋର୍ଟ ଏହି ଟୁର୍ନାମେଣ୍ଟ ଆୟୋଜନ...

ରୋନାଲ୍ଡୋଙ୍କ ରେକର୍ଡ

ବୁଦାପେଷ୍ଟ,୧୬।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୦ ଗୋଲ ବୃହତ୍‌ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ...

ଏହି କ୍ରିକେଟର୍‌ଙ୍କ ହୃଦୟ ଭାଙ୍ଗିଲା: ୨୭ ଶତକ ମାରିବା ସତ୍ତ୍ୱେ ଦଳରରେ ମିଳିଲାନି ସୁଯୋଗ

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ୩ଟି ଏକଦିବସୀୟ ଏବଂ ୩ ଟି -୨୦ ମ୍ୟାଚ ପାଇଁ ଦଳର ଓପନର୍‌ ଶିଖର...

ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ: ଅଷ୍ଟ୍ରେଲିଆ, ଜାପାନ, ଚାଇନା ବିଜୟୀ

ସିଓଲ,୧୭।୬: ୨୦୨୨ ଫିଫା ବିଶ୍ୱକପ୍‌ର ତୃତୀୟ ରାଉଣ୍ଡ କ୍ୱାଲିଫାଇଂରେ ଚାଇନା କର ବା ମର ସ୍ଥିତିର ସମ୍ମୁଖୀନ ହୋଇଥିଲା। ତେବେ ଚାଇନା ୩-୧ ଗୋଲରେ ସିରିଆକୁ...

ଲକ୍ଷ୍ମଣଙ୍କୁ ଏହି ପ୍ରତିଶ୍ରୁତି ଦେଇଥିଲେ ସେହ୍ବାଗ: ୪ ବର୍ଷ ଭିତରେ କରିଥିଲେ ପୂରଣ

ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ଦୁନିଆର ସବୁଠାରୁ ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଗଣିତ ହୋଇଛନ୍ତି। ଭାରତ ପାଇଁ ଟେଷ୍ଟରେ ତ୍ରିଗୁଣ ଶତକ ହାସଲ କରିଥିବା...

ଜାଡେଜା-ପନ୍ତଙ୍କ ଉପରେ ସବୁ ଆଶା

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ବର୍ତ୍ତମାନ ଟିମ୍‌ ଇଣ୍ଡିଆର ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ଅନ୍ତିମ ତଥା ୬ଷ୍ଠ ଦିନର ପ୍ରଥମ...

୬ ବର୍ଷ ପରେ ହେଲା ଖୁଲାସା: ପାକିସ୍ତାନ ଖେଳାଳିଙ୍କୁ ଭେଟିବା ପାଇଁ ରାସ୍ତାକଡ଼ରେ ଅପେକ୍ଷା କରିଥିଲେ ରାହୁଲ ଦ୍ରାଭିଡ

ରାହୁଲ ଦ୍ରାବିଡ ଜଣେ ଭଲ କ୍ରିକେଟର ତଥା ଜଣେ ଭଲ ମଣିଷ। ରାହୁଲ ଦ୍ରାବିଡ ଅନ୍ୟକୁ ସାହାଯ୍ୟ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି। ୨୦୧୪ ମସିହାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌
Next Post Next post:
କରୋନାକୁ ନେଇ ଏହି ଦେଶର ଚିନ୍ତା ନାହିଁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts