E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌

ଲାବ୍‌ରୁ ବାହାରିନି ଭୂତାଣୁ: ବ୍ୟାଟ୍‌ ଓମ୍ୟାନ
10:01 amJune 17, 2021

ବେଜିଂ, ୧୭ା୬: ଚାଇନାର ଉହାନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜିରୁ କରୋନା ଭୂତାଣୁ ଲିକ୍‌ ହୋଇଥିବା କଥା ଭୁଲ୍‌ ବୋଲି କହିଛନ୍ତି ଚାଇନା ବ୍ୟାଟ୍‌ ଓମ୍ୟାନ ଭାବେ ପରିଚିତ ଡା. ଶି ଝେଙ୍ଗଲି। କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟ ପାଇଁ ତାଙ୍କ ଇନ୍‌ଷ୍ଟିଚ୍ୟୁଟ୍‌କୁ ବଦନାମ କରାଯାଉଥିବା ସେ କହିଛନ୍ତି। ବାଦୁଡି କରୋନା ଭାଇରସ୍‌ ଉପରେ ଗବେଷଣା କରୁଥିବା ଶି ଝେଙ୍ଗଲି ନ୍ୟୁୟର୍କ ଟାଇମ୍ସକୁ କହିଛନ୍ତି, କୌଣସି ଘଟଣା ଘଟି ନ ଥିଲେ ଏହାର ପ୍ରମାଣ କିପରି ଦିଆଯାଇପାରିବ। ଗତ ମାସରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କରୋନା ଭୂତାଣୁର ମୂଳ ଜାଣିବାକୁ ଗୋଇନ୍ଦା ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଯାଞ୍ଚରେ ଚାଇନା ଲାବ୍‌ରୁ ଭାଇରସ୍‌ ବାହାରିଥିବା ଦିଗକୁ ମଧ୍ୟ ତଦନ୍ତ ପରିସରକୁ ନେବାକୁ କହିଥିଲେ। ୨୦୧୭ରେ ଶି ଏବଂ ତାଙ୍କ ସହଯୋଗୀ ଉହାନ୍‌ ଲାବେରେଟୋରିରେ ପରୀକ୍ଷଣ ବେଳେ ବିଭିନ୍ନ ପ୍ରକାର ନମୁନା ନେଇ ହାଇବ୍ରିଡ୍‌ ବ୍ୟାଟ୍‌ କରୋନା ଭୂତାଣୁ ସୃଷ୍ଟି କରିଥିବା ନ୍ୟୁୟର୍କ ଟାଇମ୍ସ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି। ଏହି ହାଇବ୍ରିଡ୍‌ କେତେମାତ୍ରାରେ ସଂକ୍ରାମକ ଏବଂ ନୂଆ ରୂପ ଧାରଣ କରିବାରେ କିପରି ସଫଳ ହେଉଛି ତାହା ଉପରେ ଗବେଷଣା କରାଯାଉଥିଲା ବୋଲି ଏହି ଖବରକାଗଜ କହିଛି। ତେବେ ଏପରି କୌଣସି ଗବେଷଣା କରାଯାଇ ନ ଥିଲା ବୋଲି ଶି କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌ View All

ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ...

କ୍ଷମତାରୁ ଯାଇପାରନ୍ତି ନେତାନ୍ୟାହୁ

ଜେରୁଜେଲମ୍‌ , ୧।୬: ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ପଦ ହରାଇପାରନ୍ତି ବେଞ୍ଜାମିନ ନେତାନ୍ୟାହୁ। ବିରୋଧୀ ଦଳଗୁଡ଼ିକ ସହଯୋଗରେ ସରକାର ଗଢ଼ିବା ପାଇଁ ଦାବି ଉପସ୍ଥାପନ କରିବେ ବୋଲି...

ବିଦେଶୀ ମିଡ଼ିଆକୁ ଜବାବ୍‌: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ...

ସିଙ୍ଗାପୁରରେ ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ୩୦ ବର୍ଷ ଜେଲ୍‌

ସିଙ୍ଗାପୁର,୨୨।୬: ୪୧ ବର୍ଷୀୟା ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ସିଙ୍ଗାପୁରରେ ୩୦ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରାଯାଇଛି। ଘରୋଇ ସହାୟକଙ୍କ ଉପରେ ୧୪ ମାସ ଧରି...

୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ...

ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍‌

ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍‌ ଚଳାଇଛି। ଏହି ଟ୍ରେନ୍‌ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା...

ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଖୋଳତାଡ଼ କରୁଛି। ଗୁରୁବାର ଔଷଧ...

ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…

ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ
Next Post Next post:
ଜେନେଭାରେ ବାଇଡେନ୍‌-ପୁଟିନ୍‌ ସମିଟ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts