E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ଉଜ୍ଜ୍ୱଳ ତ୍ୱଚା ଚାହୁଁଥିଲେ
8:59 amJune 8, 2021

ସୌନ୍ଦର୍ଯ୍ୟକୁ ନେଇ ପ୍ରାୟ ଅଧିକାଂଶ ଲୋକ ବେଶ୍‌ ଚିନ୍ତିତ। ଏକ ସୁନ୍ଦର ତ୍ୱଚା ପାଇବା ଲାଗି ସମସ୍ତଙ୍କର ଇଚ୍ଛା ଥାଏ। ଏ ନେଇ ବଜାରରେ ମିଳୁଥିବା ଅନେକେ ସୌଖୀନ ରାସାୟନିକ ପଦାର୍ଥ ବ୍ୟବହାର କରନ୍ତି, ଯାହାର ଅନେକ ପାର୍ଶ୍ୱପ୍ରତିକ୍ରିୟା ରହିଛି। ମାତ୍ର କମଳା ଚୋପା ବ୍ୟବହାର କରି ଆପଣ ଏକ ଉଜ୍ଜ୍ୱଳ ତ୍ୱଚା ପାଇପାରିବେ। କମଳା ଖାଇବାକୁ ଯେମିତି ସ୍ବାଦିଷ୍ଠ, ତାହାର ଚୋପା ମଧ୍ୟ ସେତିକି ଉପକାରୀ। ଏହାର ଚୋପାରେ ପ୍ରସ୍ତୁତ ଫେସ୍‌ ପ୍ୟାକ୍‌ ତ୍ୱଚା ଉଜ୍ଜ୍ୱଳ କରାଇଥାଏ।

ପ୍ରସ୍ତୁତି ପ୍ରଣାଳୀ

-କମଳା ଚୋପାକୁ ଭଲଭାବେ ଶୁଖାଇ ଦିଅନ୍ତୁ। ଏହାକୁ ଗୁଣ୍ଡକରି ପ୍ୟାକ୍‌ ପ୍ରସ୍ତୁତିରେ ବ୍ୟବହାର କରିପାରିବେ।

-କମଳା ଚୋପାର ଗୁଣ୍ଡକୁ ହଳଦୀରେ ମିଶାଇ ସେଥିରେ କିଛି ଗୋଲାପ ଜଳ ମିଶାଇ ପେଷ୍ଟ ପ୍ରସ୍ତୁତ କରିପାରିବେ।

-ପେଷ୍ଟକୁ ମୁହଁରେ ଲଗାଇ ୧୫ ମିନିଟ୍‌ ପରେ ଧୋଇ ଦିଅନ୍ତୁ। ଦେଖିବେ ଏପରି କରିବାର କିଛିଦିନ ମଧ୍ୟରେ ତ୍ୱଚା ଉଜ୍ଜ୍ୱଳ ଦେଖାଯିବ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ପାଚନକ୍ରିୟା ଓ ଉପବାସ

ପୂଜାପାର୍ବଣ ହେଉ ଅବା କେତେକ ତିଥିରେ ଅନେକେ ଉପବାସ ରହିଥାଆନ୍ତି। ଉପବାସ ରହିବା ଦ୍ୱାରା ମନ ପବିତ୍ର ରହେ ବୋଲି ଅନେକେ ବିଶ୍ୱାସ କରନ୍ତି। ହେଲେ...

ଯୋଗ କରୋନା ଲଢ଼େଇରେ  ଗୁରୁତ୍ୱପୂର୍ଣ୍ଣ…

ସମ୍ପ୍ରତି କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ପ୍ରାକୃତିକ ଉପାୟରେ ଶୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ନେଇ...

ଏକ୍‌ମୋ ଚିକିତ୍ସା

ଏକ୍‌ମୋ ଗୋଟିଏ ପରିବର୍ତ୍ତିତ ହାର୍ଟ-ଲଙ୍ଗ୍‌ସ ଯନ୍ତ୍ର। ହୃତ୍‌ପିଣ୍ଡ ବା ହାର୍ଟ ଅପରେଶନ ସମୟରେ ଏହା ବ୍ୟବହାର ହୁଏ। ମୁମୂର୍ଷୁ ରୋଗୀକୁ ଜୀବନ ଦାନ କରେ। ଶରୀରର...

ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା...

ମେକ୍ସିକାନ୍‌ ଫ୍ରାଏଡ୍‌ ରାଇସ୍‌

ଆବଶ୍ୟକ ସାମଗ୍ରୀ: ୨ କପ୍‌ ଭାତ, ୧/୪ କପ୍‌ ଛୋଟ ଛୋଟ କଟା ହୋଇ ସିଝା ହୋଇଥିବା ବିନ୍ସ, ସିଝା ରାଜ୍‌ମା, ଗୋଟିଏ କଟା ପିଆଜ,...

ବାଏ ବାଏ ବ୍ୟାକ୍‌ ପେନ୍‌

ବାଇକ୍‌ ଚଳାଇବାବେଳେ ଆଗକୁ ଝୁଙ୍କି ରହିବା ହେଉ କି ନୂଆ ସାଇକେଲ ଚାଳକଙ୍କ ବହୁତ ବାଟ ସାଇକେଲ ଚଳାଇବା। ଅବା ଆଜିକାର ଓ୍ବାର୍କ ଫ୍ରମ୍‌ ହୋମ୍‌...

ମେଦବହୁଳତା ଓ ଆଜ୍‌ମା

ଆଜ୍‌ମା ଏକ ଶ୍ୱାସଜନିତ ସମସ୍ୟା। ଏହାର ସ୍ଥାୟୀ ଉପଚାର ନାହିଁ। ତେଣୁ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବାକୁ ପଡ଼ିଥାଏ।...

ଚନ୍ଦନରେ ରହିଛି ଏସବୁ ଉପକାରୀ ଗୁଣ

ଅନିୟମିତ ଜୀବନଶୈଳୀ ସହ ପ୍ରଦୂଷିତ ବାୟୁମଣ୍ଡଳ ଯୋଗୁ ଆଜିକାଲି ଅଧିକାଂଶ ଲୋକଙ୍କ ତ୍ୱଚାରେ ସମସ୍ୟା ଦେଖାଦେଉଛି। ତେବେ ତ୍ୱଚା ପାଇଁ ଚନ୍ଦନ ସବୁଠୁ ଉପକାରୀ ବୋଲି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଉତ୍ସବ ପରି ଉତ୍ସାହ
Next Post Next post:
ଛେତ୍ରୀଙ୍କ ଡବଲ ଗୋଲରେ ଭାରତ ବିଜୟୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts